28 C
Bhubaneswar
Saturday, September 26, 2020

ଦୁଇ ଓଡ଼ିିଆ ଯବାନ ସହିଦ

Must read

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

ଭୁବନେଶ୍ୱର,୧୭ା୬(ନି.ପ୍ର.): ଲଦାଖ ସୀମାରେ ଭାରତ ଓ ଚୀନ୍ ସୈନ୍ୟ ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ୨୦ ଜଣ ଭାରତୀୟ ଯବାନ ସହୀଦ ହୋଇଥିବା ସୂଚନା ମିଳିଛି । ଏଥିରେ ଓଡିଶାର ୨ ଜଣ ଯବାନ ପ୍ରାଣ ହରାଇଥିବା ସୂଚନା ମିଳିଛି । ଖଇଉ ରେ ପ୍ରାଣ ହରାଇଥିବା ୨ ଓଡ଼ିଅ । ଯବାନଙ୍କ ମଧ୍ୟରୁ ଜଣେ ଯବାନଙ୍କ ଘର ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ନନ୍ଦୁରାମ ସୋରେନ୍ ଓ ଅନ୍ୟଜଣେ କନ୍ଧମାଳ ଜିଲ୍ଲା ରାଇକିଅ । ଅଞ୍ଚଳର ଚନ୍ଦ୍ରକାନ୍ତ ପ୍ରଧାନ ବୋଲି ସୂଚନା ମିଳିଛି । ତେବେ ଏ ନେଇ ସରକାରୀ ଭାବେ କୌଣସି ସୂଚନା ସ୍ପଷ୍ଟ ହୋଇନାହିଁ । ତେବେ ସହୀଦ ଯବାନ ନନ୍ଦୁରାମ ସୋରେନ୍ଙ୍କ ଘର ରାଇରଙ୍ଗପୁର ବିଜାତଳା ବ୍ଲକ୍ ଅନ୍ତର୍ଗତ ଚମ୍ପାରଦା ଗାଁରେ ଏବଂ କନ୍ଧମାଳ ଜିଲ୍ଲା ରାଇକିଅ । ବ୍ଲକ୍ ଅନ୍ତର୍ଗତ ବିଓରପାଙ୍ଗା ଗାଁର ଚନ୍ଦ୍ରକାନ୍ତ ପ୍ରଧାନ ସହୀଦ ହୋଇଥିବା ସୂଚନା ମିଳିଛି । କନ୍ଧମାଳ ଜିଲ୍ଲା ରାଇକିଅ । ବ୍ଲକର ବିଓରପଙ୍ଗା ଗାଁର ଚନ୍ଦ୍ରକାନ୍ତ ପ୍ରଧାନ ସହିଦ ହେବା ଖବର ମିଳିବା ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ଦୁଃଖରେ ଭାଙ୍ଗି ପଡିଛନ୍ତି ବାପା, ମାଅ ।, ସାନଭାଇ ଏବଂ ସାନ
ଭଉଣୀ । ଘରର ଏକମାତ୍ର ରୋଜଗାରିଅ । ପୁଅର ମୃତ୍ୟୁରେ ସାରା ପରିବାର ଭାଙ୍ଗିପଡିଛି । ୬ ବର୍ଷ ତଳେ ଚନ୍ଦ୍ରକାନ୍ତ ଭାରତୀୟ ସେନାରେ ଯୋଗ ଦେଇଥିଲେ । ବିହାର ୧୬- ରେଜିମେଣ୍ଟରେ ସେ ଯୋଗ ଦେଇଥିଲେ । ଦୁଇ ବର୍ଷ ପୂର୍ବେ ସେ ଲଦାଖରେ ଡ୍ୟୁଟି କରୁଥିଲେ । ସେହିପରି ରାଇରଙ୍ଗପୁର ଗଡଚମ୍ପାବୁଦା ଗାଁର ନନ୍ଦୁରାମ ସୋରେନ୍ ସହିଦ ହୋଇଛନ୍ତି । ସେ ନାଏବ ସୁଦେବାର ଥିଲେ । ନନ୍ଦୁରାମ ଜୁନିଅର କମାଣ୍ଡିଙ୍ଗ ଅଫିସର ଭାବରେ କାର୍ଯ୍ୟ କରୁଥିଲେ । ତାଙ୍କର ୩ଟି ଝିଅ ଅଛନ୍ତି । ତାଙ୍କ ମୃତ୍ୟୁରେ ଗାଁରେ ଶୋକର ଛାୟା ଖେଳି ଯାଇଛି । ୧୫ ତାରିଖ ରାତିରେ ଚୀନ୍ ସେନା ବାସ୍ତବ ନିୟନ୍ତ୍ରଣ ରେଖା ଏଲ୍ଏସି ସ୍ଥିତିକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କରିଥିଲା । ଏହାକୁ ଭାରତୀୟ ସେନା ଜବାବ୍ ଦେବାରୁ ଗଲ୍ୱାନ୍ ଉପତ୍ୟକାରେ ଉଭୟ ପକ୍ଷ ମଧ୍ୟରେ ହିଂସାତ୍ମକ ସଂଘର୍ଷ ଘଟିଥିଲା । ଲୁହାରଡ଼ ଓ ପଥରରେ ଅ ।କ୍ରମଣ କରାଯାଇଥିଲା । ଯାହାର ପାଲଟା ଜବାବ ଦେଇଥିଲେ ଭାରତୀୟ ଯବାନ । ଲଦାଖର ଗାଲୱାନ୍ ଘାଟିରେ ଦୁଇ ଦେଶର ସେନାଙ୍କ ମଧ୍ୟରେ ହିଂସାତ୍ମକ ଘଟଣାରେ ଭାରତର ୨୦ଜଣ ଯବାନ ସହିଦ ହୋଇଛନ୍ତି । ସେପଟେ ଚୀନର ୪୦ରୁ ଅଧିକ ଯବାନ ମୃତାହତ ହୋଇଛନ୍ତି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଚୀନ୍ ତାହାର କେତେ ସଂଖ୍ୟକ ସେନା ମୃତାହତ ହୋଇଛନ୍ତି । ସେନେଇ ସ୍ପଷ୍ଟ ସୂଚନା ଦେଇନାହିଁ । ତେବେ ଏହି ହିଂସାତ୍ମକ ଘଟଣାରେ ଭାରତର ୨୦ଜଣ ଯବାନ ସହିଦ ହୋଇଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

୬ ଲୁଟେରା ଗିରଫ ; ୨ବାଇକ୍ ସହିତ ୮ ମୋବାଇଲ ଜବତ

ପିପିଲି,୨୩ା୯ : ପିପିଲି ପୁଲିସ ୬ଜଣ ଲୁଟେରାକୁ ଗିରଫ କରିକୋର୍ଟ ଚାଳଣ କରିଛି । ସେମାନଙ୍କ ଠାରୁ୨ଟି ବାଇକି ସହିତ ୮ଟି ମୋବାଇଲି ଜବତ କରିଛିା ମିଳିଥିବା ସୁଚନା...