30 C
Bhubaneswar
Tuesday, September 22, 2020

ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ପରଲୋକ

Must read

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଭୁବନେଶ୍ୱର ୧୭ା୬(ନି.ପ୍ର.): ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମଦନ ମୋହନ ଦତ୍ତଙ୍କ ପରଲୋକ ଘଟିଛି । ମଦନ ମୋହନଙ୍କ ମୃତ୍ୟୁ ନେଇ ରେମୁଣାର ପୂର୍ବତନ ବିଧାୟକ ଗୋବିନ୍ଦ ଦାସ ସୂଚନା ଦେଇଛନ୍ତି । ଗତକିଛି ଦିନ ହେଲା ତାଙ୍କର ସ୍ୱାସ୍ଥ୍ୟବସ୍ଥା ଠିକ୍ ନଥିଲା । ସେଥିଲାଗି ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଅ ।ଜି ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତ୍ୟୁ ବେଳକୁ ମଦମୋହନଙ୍କ ୬୩ବର୍ଷ ବୟସ ହୋଇଥିଲା । ୨୦୧୯ରେ ପ୍ରଥମ ଥର ପାଇଁ ବିଜେପି ଦଳ ପକ୍ଷରୁ ଟିକେଟ୍ ପାଇ ବିଧାୟକ ହୋଇଥିଲା । ବାଲେଶ୍ୱର ସଦରରୁ ସେ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲା । ଚଳିତ ନିର୍ବାଚନରେ କଡା ଟକ୍କରରେ ବିଜୟୀ ହୋଇଥିଲେ ମଦନମୋହନ ଦତ୍ତ । ପୂର୍ବରୁ ବାଲେଶ୍ୱର ଜିଲ୍ଲାର ଜିଲ୍ଲାସଭାପତି ଭାବେ କାର୍ଯ୍ୟ କରିଅ ।ସିଥିଲେ ମଦନମୋହନ ଦତ୍ତ । ମଦନେମାହନଙ୍କ ବିୟୋଗେର ଗଭୀର ଶୋକକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ, ବାଲେଶ୍ୱର ସଦରର ବିଧାୟକ ମଦନେମାହନ ଦତ୍ତ ପି୍ରୟ ମଙ୍ଗୁ ଭାଇଙ୍କ ଅକାଳ ବିୟୋଗ ଖବର ଶୁଣି ମଁ ୁ ଦୁଃଖିତ ଓ ମର୍ମାହତ । ସେ ମୋର ଭାଇ ଭଳି ଥିଲେ । ଅତ୍ୟନ୍ତ ଖୋଲା, ଅ ।ମାୟିକ ତଥା ଲୋକ ପାଇଁ ସମର୍ପିତ ଥିଲେ । ମଙ୍ଗୁ ଭାଇ ପୁଅ ମାନସ କୁମାର ଦତତ୍ତ ସହ କଥା ହେଲି । ଏପରି ଦାରୁଣ ଦୁଃଖ ସମୟରେ ମହାପ୍ରଭୁ ଜଗନ୍ନାଥ ପରିବାରକୁ ଅସୀମ ଧୈର୍ଯ୍ୟ ଓ ସାହାସ ଦିଅନ୍ତୁ । ସେହିପରି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ବରିଷ୍ଠ ବିଜେପି ନେତା ରଘୁନାଥ ମହାନ୍ତି, ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର ଓ ବିଭିନ୍ନ ଦଳର ନେତୃବୃନ୍ଦମାନେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଜମ୍ମୁ ଓ କାଶ୍ମୀର ରେ ଆତଙ୍କି ଆକ୍ରମଣ ।

ଶ୍ରୀନଗର: ସୋମବାର ସକାଳେ ଶ୍ରୀନଗରର ନୋଭଗାମରେ ଆତଙ୍କବାଦୀମାନେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ଦଳ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀମାନେ ସିଆରପିଏଫ ର ୧୧୦ ବାଟାଲିୟନର ଏକ ଅଂଶକୁ...