28 C
Bhubaneswar
Sunday, September 20, 2020

ରାଜ୍ୟରେ ୧୭୫ କରୋନା ପଜିଟିଭ

Must read

ସୁରକ୍ଷା ଦେଉଛି ଲିଭିନ୍‍ଗାର୍ଡ ଏଜି

ଦୁବାଇ , ୧୯/୯ (ନିପ୍ର): ଜୀବନ ସ୍ୱାଭାବିକ ହେବା ଆରମ୍ଭ କରିଥିବାବେଳେ ବିଶ୍ୱରଅନ୍ୟତମ ସର୍ବାଧିକ ସମ୍ମାନଜନକ କ୍ରିକେଟ ଲିଗ୍‍ ଇଣ୍ଡିଆନ ପ୍ରିମିୟର ଲିଗ୍‍ (ଆଇପିଏଲ୍)ଚଳିତ ମାସ ୧୯ରୁ ସଂଯୁକ୍ତ ଆରବ...

ଏଆଇସିସି ଦ୍ୱାରା ନିଯୁକ୍ତ ବନ୍ୟା ନିରକ୍ଷଣ ପ୍ରତିନିଧି ଦଳର କେନ୍ଦୁଝର ଗସ୍ତ

ଭୁବନେଶ୍ୱର, ୧୯.୯(ନିପ୍ର): ଏଆଇସିସିଦ୍ୱାରା ଗଠିତ ଟିମ୍ ଆଜି କେଉଁଝରବନ୍ୟାଂଚଳ ଗ୍ରସ୍ତ କରିବା ସହିତକ୍ଷୟକ୍ଷତିର ଆକଳନ କରିବା ପାଇଁ ଗ୍ରସ୍ତକରିଥିଲେ । ଟିମ୍ରେ ଥିବା ପୂର୍ବତନ ପିସିସିସଭାପତି ଶ୍ରୀ ଜୟଦେବ ଜେନା...

ୂତନ କିଆ ସୋନେଟର ଶୁଭାରମ୍ଭ

ଭୁବନେଶ୍ୱର, ୧୯/୯ (ନିପ୍ର): କିଆ ମୋଟର୍ସ ପକ୍ଷରୁ ଏହାର ସର୍ବପ୍ରଥମ ଏସୟୁଭି,ନୂତନ କିଆ ସୋନେଟର ଶୁଭାରମ୍ଭ କରାଯାଇଛି । ଏହି ସୋନେଟ ଏଂଟ୍ରି ସ୍ତରରସ୍କାର୍ଟଷ୍ଟ୍ରିମ ଜି୧.୨ ୫ଏମଟି ଭାରିଆଂଟ ୬,୭୧,୦୦୦ଟଙ୍କାର...

କୋଭିଡ କର୍ମଶାଳା ଉଦ୍ଘାଟିତ

ସୁନ୍ଦରପଦା,୧୯ ।୯(ନି.ପ୍ର): ଗତକାଲିି ହାଇଟେକ ପ୍ଲାଜା ସଭାକକ୍ଷରେ ଭୁବନେଶ୍ୱରଉପକଣ୍ଠ ବିକାଶ ମଞ୍ଚ (ଦକ୍ଷିଣ) ଦ୍ୱାରା ପଂଚାୟତସ୍ତରୀୟ ଏକ କୋଭିଡ କର୍ମଶାଳାଅନୁଷ୍ଠିତ ହୋଇଯାଇଛି । ଜଟଣୀ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ...

ଭୁବନେଶ୍ୱର,୧୭ା୬(ନି.ପ୍ର୍ର.): ରାଜ୍ୟରେ ବଢୁଛି କରୋନା ଅ ।କ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ଅ ।ଉ ୧୭୫ ଜଣ ନୂଅ । କରୋନା ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪୩୩୮ ଛୁଇଁଲା ଅ ।କ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅ ।ଜି ଚିହ୍ନଟ ହୋଇଥିବା ୧୭୫ ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ଗଜପତି ଜିଲ୍ଲାରୁ ୫୭ଜଣ ଚିହ୍ନଟ କରାଯାଇଛି । ମୟୂରଭଞ୍ଜ ଜିଲ୍ଲାର ୫ଜଣ, ଖୋର୍ଦ୍ଧାରୁ ୨୫ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ନୂଅ ।ପଡା ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, ବରଗଡ ଜିଲ୍ଲାରୁ ୧୧ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ପୁରୀ ଜିଲ୍ଲାରୁ ୧୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ଏହାସହ ୨୧ ଜଣ ଅଗ୍ନିଶମ ବିଭାଗର କର୍ମ•ରୀ ସଂକ୍ରମିତ ହୋଇଛନ୍ତି । ଏମାନେ ଅମ୍ଫାନ୍ ପୁନଃରୁଦ୍ଧାର କାମ ସାରି ପଶ୍ଚିମବଙ୍ଗରୁ ଫେରିଥିଲେ । ନୂଅ । ଅ ।କ୍ରାନ୍ତଙ୍କ ମଧ୍ୟରୁ ଜଣ ୧୪୫
ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୦ ଜଣ ସ୍ଥାନୀୟ ଲୋକ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଅ ।କ୍ରାନ୍ତଙ୍କ ସଂଖ୍ୟା ୪୩୩୮କୁ ବୃଦ୍ଧି ପାଇଛି । ଅ ।କ୍ରାନ୍ତଙ୍କ ମଧ୍ୟରୁ ୧୩୫୦ ଜଣ ଚିକିତ୍ସାଧୀନ ଥିବାବେଳେ ୨୯୭୪ ଜଣ ସୁସ୍ଥ ହୋଇଛନ୍ତି । କରୋନାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ସୁରକ୍ଷା ଦେଉଛି ଲିଭିନ୍‍ଗାର୍ଡ ଏଜି

ଦୁବାଇ , ୧୯/୯ (ନିପ୍ର): ଜୀବନ ସ୍ୱାଭାବିକ ହେବା ଆରମ୍ଭ କରିଥିବାବେଳେ ବିଶ୍ୱରଅନ୍ୟତମ ସର୍ବାଧିକ ସମ୍ମାନଜନକ କ୍ରିକେଟ ଲିଗ୍‍ ଇଣ୍ଡିଆନ ପ୍ରିମିୟର ଲିଗ୍‍ (ଆଇପିଏଲ୍)ଚଳିତ ମାସ ୧୯ରୁ ସଂଯୁକ୍ତ ଆରବ...

ଏଆଇସିସି ଦ୍ୱାରା ନିଯୁକ୍ତ ବନ୍ୟା ନିରକ୍ଷଣ ପ୍ରତିନିଧି ଦଳର କେନ୍ଦୁଝର ଗସ୍ତ

ଭୁବନେଶ୍ୱର, ୧୯.୯(ନିପ୍ର): ଏଆଇସିସିଦ୍ୱାରା ଗଠିତ ଟିମ୍ ଆଜି କେଉଁଝରବନ୍ୟାଂଚଳ ଗ୍ରସ୍ତ କରିବା ସହିତକ୍ଷୟକ୍ଷତିର ଆକଳନ କରିବା ପାଇଁ ଗ୍ରସ୍ତକରିଥିଲେ । ଟିମ୍ରେ ଥିବା ପୂର୍ବତନ ପିସିସିସଭାପତି ଶ୍ରୀ ଜୟଦେବ ଜେନା...

ୂତନ କିଆ ସୋନେଟର ଶୁଭାରମ୍ଭ

ଭୁବନେଶ୍ୱର, ୧୯/୯ (ନିପ୍ର): କିଆ ମୋଟର୍ସ ପକ୍ଷରୁ ଏହାର ସର୍ବପ୍ରଥମ ଏସୟୁଭି,ନୂତନ କିଆ ସୋନେଟର ଶୁଭାରମ୍ଭ କରାଯାଇଛି । ଏହି ସୋନେଟ ଏଂଟ୍ରି ସ୍ତରରସ୍କାର୍ଟଷ୍ଟ୍ରିମ ଜି୧.୨ ୫ଏମଟି ଭାରିଆଂଟ ୬,୭୧,୦୦୦ଟଙ୍କାର...

କୋଭିଡ କର୍ମଶାଳା ଉଦ୍ଘାଟିତ

ସୁନ୍ଦରପଦା,୧୯ ।୯(ନି.ପ୍ର): ଗତକାଲିି ହାଇଟେକ ପ୍ଲାଜା ସଭାକକ୍ଷରେ ଭୁବନେଶ୍ୱରଉପକଣ୍ଠ ବିକାଶ ମଞ୍ଚ (ଦକ୍ଷିଣ) ଦ୍ୱାରା ପଂଚାୟତସ୍ତରୀୟ ଏକ କୋଭିଡ କର୍ମଶାଳାଅନୁଷ୍ଠିତ ହୋଇଯାଇଛି । ଜଟଣୀ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ...

ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର,୧୯ ।୯(ନି.ପ୍ର): ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ଉପଲକ୍ଷେବିଜେପି ପକ୍ଷରୁ ଆରମ୍ବ ହୋଇଛି ସେବାସପ୍ତାହ । ଏହି ଅବସରରେ ଗାମ ଜିଲ୍ଲାବିଜେପି ପକ୍ଷରୁ ସେବ ସପ୍ତାହ ପାଳନନେଇ ବୃକ୍ଷରୋପଣ କାର୍ଯ୍ୟକ୍ରମ...