36 C
Bhubaneswar
Sunday, April 11, 2021

ସଂଯୋଗୀକରଣ ରାସ୍ତା ମରଣଯନ୍ତା

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

କେନ୍ଦ୍ରାପଡା,୧୭ା୬(ନି.ପ୍ର.): ୫ନମ୍ବର (କ) ଜାତୀୟ ରାଜପଥର ବାମପାଶ୍ୱର୍ ଦୁହୁରିଆ ନିକଟ ସଂଯୋଗୀକରଣ ରାସ୍ତାଟି ମରଣଜନ୍ତ୍ରା ପାଲଟିଥିବା ଦେଖାଯାଇଛି । ସେହି ରାସ୍ତାଦେଇ ପାରାଦୀପ ପଟରୁ ଚଣ୍ଡିଖୋଲ ଆଡକୁ ଆସୁଥିବା ଗାଡି ଗୁଡିକ ତଳକୁ ଗଡି କଟକ ଆଡକୁ ଯାଇଥାଏ । ସେହିଭଳି ବାଲିଆ ଓ ଜମଧର ପଟୁ ଆସୁଥିବା ଗାଡି ଓ ଲୋକମାନେ ଏହି ରାସ୍ତାରେ ଜାତୀୟ ରାଜପଥ ଉପରକୁ ଉଠି ଗୋପ, ଛଗରିଆ, ମାର୍ଶାଘାଇ ଓ ପାରାଦୀପ ଆଡକୁ ଯାଇଥାନ୍ତି । ଦୈନିକ ହଜାର ହଜାର ଗାଡି ଓ ଲୋକମାନେ ଏହି ରାସ୍ତାରେ ଯାତାୟତ କରୁଥିବା ବେଳେ ଏହି ରାସ୍ତାଟି ଏବେ ଖାଲଖମାରେ ପରିଣତ ହୋଇ ଦୈନିକ ଦୂର୍ଘଟଣାମାନ ଘଟୁଥିବା ଦେଖାଯାଇଛି । ସାଧାରଣ ଲୋକମାନେ ଏହି ରାସ୍ତାରେ ଯିବା ଆସିବା ସମୟରେ ଅନେକ ସମୟରେ ଦୂର୍ଘଟଣାର ସମ୍ମୁଖିନ ହୋଇ ଧନଜୀବନ କ୍ଷୟକ୍ଷତି ହେଉଥିବା ବେଳେ ସଂପୃକ୍ତ ବିଭାଗ ଏଥିପ୍ରତି ଆଖିବୁଜିଦେବା ଅତ୍ୟନ୍ତ ପରିତାପର ବିଷୟ ବୋଲି ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି । ବିଭାଗୀୟ କତ୍ତୃପକ୍ଷଙ୍କୁ ସ୍ଥାନୀୟ ଲୋକଙ୍କ ପକ୍ଷରୁ ନାରାୟଣ ନାୟକ ଓ ନୀଳମଣି ସିଂ ପ୍ରମୁଖ ବାରମ୍ବାର ଦୃଷ୍ଟିଆକର୍ଷଣ କରିଥିଲେ ମଧ୍ୟ ଅଦ୍ୟାବଧି କୈାଣସି ପଦକ୍ଷେପ ଗ୍ରହଣ କରାଯାଇନଥିବା ସୂଚନା ମିଳିଛି ।

- Advertisement -ସଂଯୋଗୀକରଣ ରାସ୍ତା ମରଣଯନ୍ତା

More articles

LEAVE A REPLY

Please enter your comment!
Please enter your name here

- Advertisement -ସଂଯୋଗୀକରଣ ରାସ୍ତା ମରଣଯନ୍ତା

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...