36 C
Bhubaneswar
Sunday, April 11, 2021

ଅନୁପାଳନ ହେବ ସୁପି୍ରମକୋର୍ଟଙ୍କ ରାୟ

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଭୁବନେଶ୍ୱର,୧୮ା୫: ରଥଯାତ୍ରା ସଂପର୍କରେ ସୁପ୍ରିମକୋର୍ଟଙ୍କ ରାୟକୁ ମାନିବେ ରାଜ୍ୟ ସରକାର । ଏ ନେଇ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପ…ନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ଲଦାଖର ଗଲୱାନ ଉପତ୍ୟକାରେ ସହିଦ ହୋଇଥିବା ଓଡ଼ିଶାର ଦୁଇ ଜଣ ଯବାନ ନନ୍ଦୁରାମ ସୋରେନ୍ ଓ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ସମେତ କୋଡିଏ ଜଣ ବୀର ସୈନିକ କରାଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ବୈଠକରେ ଅ ।ଡ଼ଭୋକେଟ ଜେନେରାଲ ଯୋଗଦେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସଂପର୍କରେ ସୁପି୍ରମକୋର୍ଟଙ୍କ ନିଦେ୍ର୍ଦଶ କ୍ୟାବିନେଟ୍କୁ ଅବଗତ କରାଇଥିଲେ । ସୁପି୍ରମକୋର୍ଟଙ୍କ ନିଦେ୍ର୍ଦଶ ସଂପର୍କରେ କ୍ୟାବିନେଟ୍ରେ ବିସ୍ତୃତ ଆଲୋଚନା କରାଯାଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯା ଇଥିଲା । ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଜାତିର ଆତ୍ମା, ଏ ଜାତିର ସର୍ବଶ୍ରେଷ୍ଠ ପରିଚୟ । ପ୍ରତ୍ୟେକ ଓଡ଼ିଆର ସୁଖଦୁଃଖରେ ପଥପ୍ରଦଶଚ । ସମଗ୍ର ମାନବ ସମାଜର କଲ୍ୟାଣ ପାଇଁ ସେ ଦାରୁ ରୂପରେ ଲୀଳା କରୁଛନ୍ତି । ସେ ଲୀଳାମୟ ହିଁ ସବୁର ବାର୍ତ୍ତା, ସବୁର ନିୟନ୍ତା । ଆମେ କେବଳ ନିମିତ୍ତ ମାତ୍ର । ତାଙ୍କ ଇଚ୍ଛା ବିନା କିଛି ବି ସମ୍ଭବ ନୁହେଁ ।

- Advertisement -ଅନୁପାଳନ ହେବ ସୁପି୍ରମକୋର୍ଟଙ୍କ ରାୟ

More articles

LEAVE A REPLY

Please enter your comment!
Please enter your name here

- Advertisement -ଅନୁପାଳନ ହେବ ସୁପି୍ରମକୋର୍ଟଙ୍କ ରାୟ

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...