28 C
Bhubaneswar
Saturday, September 19, 2020

ଭାରତ କରୋନା ସହ ଦୃଢତାର ସହ ଲଢି ଆଗକୁ ବଢିବ : ପ୍ରଧାନମନ୍ତ୍ରୀ

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ନୂଆଦିଲ୍ଲୀ,୧୮ା୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆତ୍ମନିର୍ଭରଶୀଳ ଭାରତ ଅଭିଯାନ ଅଧୀନରେ ଘରୋଇ କ୍ଷେତ୍ର ପାଇଁ ୪୧ ଟି କୋଇଲା ବ୍ଲକ ନିଲାମ ପ୍ରକ୍ରିୟା ଅ ।ରମ୍ଭ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧିତ କରିବା ସମୟରେ କହିଛନ୍ତି ଯେ ଭାରତ କରୋନା ସହ ଦୃଢତାର ସହ ଲଢିବା ଏବଂ ଅ ।ଗକୁ ବଢିବ । ଭାରତ ଏହି ବଡ ବିପର୍ଯ୍ୟୟକୁ ଏକ ସୁଯୋଗରେ ପରିଣତ କରିବ । ଏହି ସଙ୍କଟ ଭାରତକୁ ଏକ ଅ ।ତ୍ମନିର୍ଭରଶୀଳ ଭାରତ ହେବାର ଶିକ୍ଷା ଦେଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତିଫ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଅ ।ତ୍ମନିର୍ଭରଶୀଳ ଭାରତ ଅର୍ଥାତ ଭାରତ ଅ ।ମଦାନୀ ଉପରେ ନିଜର ନିର୍ଭରଶୀଳତା ହ୍ରାସ କରିବ । ଆତ୍ମନିର୍ଭରଶୀଳ ଭାରତ ଅର୍ଥାତ ଭାରତ ଅ ।ମଦାନୀରେ ଖର୍ଚ୍ଚ ହୋଇଥିବା ଲକ୍ଷ ଲକ୍ଷ କୋଟି ବିଦେଶୀ ମୁଦ୍ରା ସଞ୍ଚୟ କରିବ । ଆତ୍ମନିର୍ଭରଶୀଳ ଭାରତର ଅର୍ଥ ହେଉଛି ଭାରତକୁ ଅନ୍ୟ ଦେଶରୁ ଅ ।ମଦାନୀ କରିବାକୁ ପଡିବ ନାହିଁ, ଏଥିପାଇଁ ଏହା ନିଜ ଦେଶରେ ଉତ୍ସ ଏବଂ ସମ୍ବଳ ବିକାଶ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଶକ୍ତି କ୍ଷେତ୍ରରେ ଭାରତକୁ ଅ ।ତ୍ମନିର୍ଭରଶୀଳ କରିବା ପାଇଁ ଅ ।ଜି ଏକ ବଡ ପଦକ୍ଷେପ ନିଅ ।ଯାଉଛି । ଏକ ମାସ ମଧ୍ୟରେ, ପ୍ରତ୍ୟେକ ଘୋଷଣା, ପ୍ରତ୍ୟେକ ସଂସ୍କାର, ସିଏ କୃଷି କ୍ଷେତ୍ରରେ ହେଉ, ମାଇକ୍ରୋ, କ୍ଷୁଦ୍ର ଏବଂ ମଧ୍ୟମ ଶିଳ୍ପ କ୍ଷେତ୍ରରେ ହେଉ କିମ୍ବା ବର୍ତ୍ତମାନ କୋଇଲା ଏବଂ ଖଣି କ୍ଷେତ୍ରରେ ହେଉ ଯାହା ବି ହେଉଛି ଖୁବ ଦ୍ରୃତ ଗତିରେ କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏହା ଦର୍ଶାଉଛି ଯେ ଏହି ବିପର୍ଯ୍ୟୟକୁ ଏକ ସୁଯୋଗରେ ପରିଣତ କରିବା ଭାରତ କେତେ ଗମ୍ଭୀର । ଅ ।ଜି ଅ ।ମେ କେବଳ ଘରୋଇ କ୍ଷେତ୍ର ପାଇଁ କୋଇଲା ବ୍ଲକ ପାଇଁ ନିଲାମ ଅ ।ରମ୍ଭ କରୁନାହୁଁ, ବରଂ ଦଶନ୍ଧି ଧରି ବନ୍ଦ ପଡିଥିବା କୋଇଲା କ୍ଷେତ୍ରକୁ ପୁଣି ଥରେ ଆରମ୍ଭ କରିଛୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଶକ୍ତିଶାଳୀ ଖଣି ଏବଂ ଖଣିଜ କ୍ଷେତ୍ର ବିନା ଆତ୍ମନିର୍ଭରଶୀଳ ଭାରତ ସମ୍ଭବ ନୁହେଁ, କାରଣ ଖଣିଜ ପଦାର୍ଥ ଏବଂ ଖଣି ଅ ।ମ ଅର୍ଥନୀତିର ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଅଟେ । ଏହି ସଂସ୍କାର ପରେ, ବର୍ତ୍ତମାନ କୋଇଲା ଉତ୍ପାଦନ, ସମଗ୍ର କୋଇଲା କ୍ଷେତ୍ର ମଧ୍ୟ ଏକ ଉପାୟରେ ଅ ।ତ୍ମନିର୍ଭରଶୀଳ ହେବ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...