36 C
Bhubaneswar
Sunday, April 11, 2021

ନବନିଯୁକ୍ତ ଯୁବ କଂଗ୍ରେସ ସଭାପତିିଙ୍କୁ ଯୁବ କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧନା

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଭୁବନେଶ୍ୱର,୨୩ ।୬ : ଓଡିଶା ପ୍ରଦେଶ ଯୁବ କଂଗ୍ରେସର ନବନିଯୁକ୍ତ ସଭାପତି ଡ. ସ୍ମୃତିରଂଜନ ଲେଙ୍କା ଆଜି ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ତାଙ୍କୁ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଆଜି ପୂର୍ବାହ୍ନରେ ଡ. ଲେଙ୍କା କଂଗ୍ରେସ ଭବନ ଠାରେ ପହଂଚିବା ପରେ ଯୁବ କଂଗ୍ରେସ କର୍ମମାନେ ପୁଷ୍ପପୁଚ୍ଛ ଓ ଉତରୀୟ ପ୍ରଦାନ କରି ତାଙ୍କୁ ଯୁବ କଂଗ୍ରେସ କାର୍ଯ୍ୟାଳୟକୁ ପାଛୋଟି ନେଇଥିଲେ । ସର୍ବପ୍ରଥମେ ଡ. ଲେଙ୍କା କଂଗ୍ରେସ ଭବନ ପରିସରରେ ଥିବା ମହାମନିଷୀମାନଙ୍କୁ ପ୍ରତିମୂତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ଏକ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା । ଏଥିରେ ଡ. ଲେଙ୍କା ଆଗାମୀ ଦିନରେ ଯୁବ କଂଗ୍ରେସ ସଂଗଠନକୁ ମଜବୁତ କରିବା ପାଇଁ ବିଭିନ୍ନ ଜିଲ୍ଲାରୁ ଆସିଥିବା ଯୁବ କଂଗ୍ରେସ କର୍ମକର୍ତାମାନଙ୍କ ସହିତ ବିଚାର ବିମର୍ଷ କରିଥିଲେ । ରାଜ୍ୟରେ ବିଜେଡି ଓ କେନ୍ଦ୍ର ବିଜେପି ସରକାରଙ୍କ ଦୁର୍ନୀତିପୂର୍ଣ୍ଣ କାର୍ଯ୍ୟ ବିରୋଧରେ ସ୍ୱର ଉତୋଳନ କରିବା ସହ ଯୁବ ବର୍ଗଙ୍କୁ ନିଯୁକ୍ତି ଦେବା ନିମନ୍ତେ ଯୁବ କଂଗ୍ରେସ ଲଢ଼େଇ ଜାରି ରଖିବ ବୋଲି ପ୍ରକାଶ କରିଥିଲେ । ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ସାଂସଦ ସପ୍ତଗିରି ଉଲାକା, ଚିନ୍ମୟ ପ୍ରସାଦ ବେଉରା, ଯୋଗୀନାଥ ବାହୁବଳେନ୍ଦ୍ର, ନାରାୟଣ ଜେନା, ସତ୍ୟାନନ୍ଦ ରାଉତ, ଲିଙ୍ଗରାଜ ସାହୁ, ମନୋଜ ବିଶ୍ୱାଳ, ରଜତ ଚୌଧୁରୀ, ମାନସ କର, ବିପ୍ଳବ ଚୌଧୁରୀ, ଅଭିଳାଷ ମାଣିଆ, କୃଷ୍ଣଚନ୍ଦ୍ର ମହାନ୍ତି, ମହମ୍ମଦ ଅଲ୍ଲୀମ, ଆର୍ଯ୍ୟବୀର ଲେଙ୍କା, ସତ୍ୟପ୍ରିୟ ସାମଲ, ଇତିଶ ପ୍ରଧାନ, ବିମଳ ବେହେରା, ସୁନିଲ ମାଟିଆ, ବବିତା ବଡପଣ୍ଡା, ଅମି୍ରତା ଦାସ, ଶିବଦତ ମହାନ୍ତି, ନଳିନୀକାନ୍ତ ନାୟକ, ଲିପକ ସାହୁ, ପ୍ରବୋଧ ଦାସ, ସତ୍ୟଜିତ୍ ସାହୁ, ସତ୍ୟପ୍ରକାଶ ଦାସ, ସମ୍ରାଟ ଜେନା, ସ୍ୱରୂପ କାନୁନ୍ଗୋ, ହରେକୃଷ୍ଣ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

- Advertisement -ନବନିଯୁକ୍ତ ଯୁବ କଂଗ୍ରେସ ସଭାପତିିଙ୍କୁ ଯୁବ କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧନା

More articles

LEAVE A REPLY

Please enter your comment!
Please enter your name here

- Advertisement -ନବନିଯୁକ୍ତ ଯୁବ କଂଗ୍ରେସ ସଭାପତିିଙ୍କୁ ଯୁବ କଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧନା

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...