27 C
Bhubaneswar
Tuesday, September 22, 2020

ପୁଣି ହେବ ଆଣ୍ଟିବଡି ଟେଷ୍ଟ

Must read

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଭୁବନେଶ୍ୱର,୨୪ା୬ : ଓଡିଶାରେ ପୁଣି ହେବ ଅ ।ଣ୍ଟିବଡ଼ି ଟେଷ୍ଟ । ଏଥିପାଇଁ ଆଇସିଏମଅ ।ର ଦ୍ୱାରା ଅନୁମୋଦିତ ଆଣ୍ଟିବଡ଼ି ଟେଷ୍ଟ କିଟ୍ ଅ ।ସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚିବ । ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫସାଇନ୍ସସେ୍ (ଆଇଏଲଏସ୍) ନିଦେ୍ର୍ଦଶକ ଅଜୟ ପରିଡାଙ୍କ ସୂଚନା ଅନୁସାରେ ଏହି କିଟ୍ ଅ ।ରଏମଅ ।ରସିରେ ପହଞ୍ଚିବ । ତେବେ ଏ ଯାଏଁ ଓଡିଶାରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁୟ ଘରକୁ ଘର ହେଉଥିବା ସର୍ଭେରେ ଆଣ୍ଟିବଡ଼ି ଟେଷ୍ଟ କିଟ୍ ବ୍ୟବହାର କରାଯିବ ବୋଲି କହିଛନ୍ତି ଅ ।ଇଏଲଏସ ନିଦେ୍ର୍ଦଶକ ଅଜୟ ପରିଡା ।ତେବେ ଆସନ୍ତାକାଲି ଓଡ଼ିଶାରେ କିଭଳି ଟେଷ୍ଟିଂ କରାଯିବ ସେ ନେଇ ଏକ ଯୋଜନା ପ୍ରସ୍ତୁତ ହେବ ବୋଲି ସେ କହିଛନ୍ତି । ଏବେ ରାଜ୍ୟରେ ଚିହ୍ନଟ ହେଉଥିବା ଅ ।କ୍ରାନ୍ତଙ୍କ ମଧ୍ୟରେ ବହୁ କୋଭିଡ-ଯୋଦ୍ଧା ଅଛନ୍ତି । ତେଣୁ ଅଧିକ ସତର୍କ ହେବାକୁ ପଡ଼ିବ ବୋଲି ଅଜୟ ପରିଡା କହିଛନ୍ତି । ଉଲ୍ଲେଖଯୋଗ୍ୟ, ଅ ।ଜି ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୨୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୫୬ ଜଣ କ୍ାରେଣ୍ଟିନ ସେଣ୍ଟରରୁ ଅ ।ସିଥିବା ବେଳେ ୨୬ଟି ସ୍ଥାନୀୟ କେସ ବୋଲି ଜଣାପଡିଛି । ସେହିପରି ଏମାନଙ୍କ ମଧ୍ୟରେ ୮ ଜଣ ଏନଡିଅ ।ରଏଫ ଯବାନ ମଧ୍ୟ ରହିଛନ୍ତି । ଅ ।ଜି ଚିହ୍ନଟ ହୋଇଥିବା ୨୮୨ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ, ବାଲେଶ୍ୱରରୁ ୩ ଜଣ, କଟକରୁ ୪ ଜଣ, ଯାଜପୁରରୁ ୬ ଜଣ, ପୁରୀରୁ ୯ ଜଣ, ଅନୁଗୁଳରୁ ଜଣେ, ଜଗତ୍ସିଂହପୁରରୁ ୧୧ ଜଣ, କନ୍ଧମାଳରୁ ୧୭ ଜଣ, ଗଞ୍ଜାମରୁ ୭୫ ଜଣ, ଗଜପତିରୁ ୭୬ ଜଣ, ସୁନ୍ଦରଗଡ଼ରୁ ଜଣେ, ସମ୍ବଲପୁରରୁ ୧୩ ଜଣ, ବଲାଙ୍ଗୀରରୁ ଜଣେ, ମୟୁରଭଞ୍ଜରୁ ୬ ଜଣ, କୋରାପୁଟରୁ ଜଣେ, ନୟାଗଡ଼ରୁ ଜଣେ ବୋଲି ଜଣାପଡିଛି । ଗଞ୍ଜାମରେ ୧ ହଜାର ଟପିଲା କରୋନା ଅ ।କ୍ରାନ୍ତଙ୍କ ସଂଖ୍ୟା । ଆଜି ନୂଆ ୭୬ ଜଣ ନୂଅ । ପଜିଟିଭ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧ରେ ପହଞ୍ଚôଛି । ଏମାନଙ୍କ ମଧ୍ୟରୁ ୬୮୦ ଜଣ ସୁସ୍ଥ ହୋଇଥିବାବେଳେ ୩୪୩ଟି ସକ୍ରିୟ ମାମଲା ରହିଛି । ସେହିପରି ୮ ଜଣଙ୍କର ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଅ ।ଯାଇଛି ତେବେ ଇଙ୍ଗ କଥା ଯେ ଅ ।ଜି ଚିହ୍ନଟ ହୋଇଥିବା ୭୬ ଜଣଙ୍କ ମଧ୍ୟରୁ ୧୪ ଜଣ କୋଭିଡ ଯୋଦ୍ଧା କରୋନା ପଜିଟିଭ ବୋଲି ଚିହ୍ନଟ ହୋଇଛନ୍ତି । ଅ ।ଜି ୧୩୫ ଜଣ କରୋନା ଅ ।କ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଗଞ୍ଜାମର ୪୯, ଖୋର୍ଦ୍ଧାର ୧୯, କଳାହାଣ୍ଡିରୁ ୧୬ ଜଣ, ଜଗତସିଂହପୁରର ୧୪ ଜଣ,ବାଲେଶ୍ୱରରୁ ୭ ଜଣ ଏବଂ କଟକର ୬ ଜଣ ଏବଂ ଅନୁଗୁଳ, ଯାଜପୁରର ଏବଂ ପୁରୀରୁ ୪ ଜଣ ଲେଖାଏଁ ଏବଂ ସୁନ୍ଦରଗଡ଼ରୁ ଜଣ ଭଲ ହୋଇଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଜମ୍ମୁ ଓ କାଶ୍ମୀର ରେ ଆତଙ୍କି ଆକ୍ରମଣ ।

ଶ୍ରୀନଗର: ସୋମବାର ସକାଳେ ଶ୍ରୀନଗରର ନୋଭଗାମରେ ଆତଙ୍କବାଦୀମାନେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ଦଳ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀମାନେ ସିଆରପିଏଫ ର ୧୧୦ ବାଟାଲିୟନର ଏକ ଅଂଶକୁ...