36 C
Bhubaneswar
Sunday, April 11, 2021

ବ୍ଲୁ ହ୍ୱିଲ୍ ହସ୍ପିଟାଲ୍ ସିଲ୍

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଭୁବନେଶ୍ୱର,୨୪ା୬ : ଭୁବନେଶ୍ୱରରରୁ ଅ ।ଜି ପୁଣି ୨୨ଜଣ କରୋନା ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୨୨ଜଣଙ୍କ ମଧ୍ୟରେ ୧୯ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ବେଳେ ୩ ଜଣ ଘରୋଇ ସଙ୍ଗରୋଧରେ ଥିଲେ ବୋଲି ଜଣା ପଡିଛି । ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବା ୧୯ଜଣଙ୍କ ମଧ୍ୟରୁ ୧୬ଜଣ ଘରୋଇ ଡାକ୍ତରଖାନା କର୍ମ•ରୀ ରହିଛନ୍ତି । ନୂତନ ଅ ।କ୍ରାନ୍ତ ଓ ସୁସ୍ଥ ସଂଖ୍ୟାକୁ ମିଶାଇ ରାଜଧାନୀରେ ଏବେ ୧୧୩ ଜଣ ସୁସ୍ଥ ହୋଇଥିବା ବେଳେ ୧୦୩ଟି ସକ୍ରିୟ ମାମଲା ରହିଛି । ମୋଟ ଅ ।କ୍ରାନ୍ତଙ୍କ ସଂଖ୍ୟା ୨୨୦ରହିଥିବା ବେଳେ ୩ଜଣ ମୃତ୍ୟୁବରଣ କରିଛନ୍ତି । ଭୁବନେଶ୍ୱର ମଞ୍ଚେଶ୍ୱର ସ୍ଥିତ ବ୍ଲୁ ହ୍ୱିଲ୍ ହସ୍ପିଟାଲକୁ ସିଲ୍ କରାଯାଇଛି । ଏହି ହସ୍ପିଟାଲରେ ଗତକାଲି ସୁଦ୍ଧା ୨୭ ଜଣ କରୋନା ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ କୋଭିଡ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ବିଏମସି ଏହି ହସ୍ପିଟାଲକୁ ସିଲ୍ କରିଛି । ଏଥିସହିତ ହସ୍ପିଟାଲକୁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରାଯାଇଛି । ହସ୍ପିଟାଲରେ କରୋନା ଚିକିତ୍ସା ପାଇଁ ବ୍ୟବସ୍ଥା ନଥିବା ବେଳେ ସେଠାରେ କେମିତି କରୋନା ରୋଗୀ ଚିକିତ୍ସିତ ହେଉଥିଲେ ସେନେଇ ପ୍ରଶ୍ନ ଉଠୁଛି । ହସ୍ପିଟାଲ ବିରୋଧରେ ତଥ୍ୟ ଲୁ•ଇବା ଅଭିଯୋଗ ମଧ୍ୟ ଆସିଛି ।ଘରୋଇ ସଙ୍ଗରୋଧରେ ଥିବା ୩ଜଣ ଅ ।କ୍ରାନ୍ତ ହେଲେ ମୈତ୍ରୀ ବିହାର, ଚନ୍ଦ୍ରଶେଖରପୁର ଅଞ୍ଚଳର ୨୮ବର୍ଷିୟ ଯୁବକ, ୨୯ବର୍ଷିୟ ରେଳ କର୍ମ•ରୀ ଏବଂ ଭିଏସଏସ ନଗର ଅଞ୍ଚଳର ୨୪ବର୍ଷିୟ ଯୁବକ । ଚନ୍ଦ୍ରଶେଖରପୁର ଅଞ୍ଚଳର ୨୮ବର୍ଷିୟ ଯୁବକ କୋଲକାତାରୁ ଫେରିଥିବା ବେଳେ ୨୯ବର୍ଷିୟ ରେଳ କର୍ମ•ରୀ ଦିଲ୍ଲୀ ଓ ଭିଏସଏସ ନଗର ଅଞ୍ଚଳର ୨୪ବର୍ଷିୟ ଯୁବକ ଦିଲ୍ଲୀରୁ ଫେରିଥିବା ଅ ।କ୍ରାନ୍ତଙ୍କ ସଂସ୍ପର୍ଶରେ ଅ ।ସି କରୋନା ଦ୍ୱାରା ଅ ।କ୍ରାନ୍ତ ହୋଇଥିବା ନେଇ ଟୁଇଟ କରି ସୂଚନା ଦେଇଛି ଭୁବନେଶ୍ୱରମହାନଗର ନିଗମ(ବିଏମସି) ।

- Advertisement -ବ୍ଲୁ ହ୍ୱିଲ୍ ହସ୍ପିଟାଲ୍ ସିଲ୍

More articles

LEAVE A REPLY

Please enter your comment!
Please enter your name here

- Advertisement -ବ୍ଲୁ ହ୍ୱିଲ୍ ହସ୍ପିଟାଲ୍ ସିଲ୍

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...