27 C
Bhubaneswar
Wednesday, August 5, 2020

ଲୋକାୟୁକ୍ତ ଓଡ଼ିଶାଙ୍କ ୱେବ୍ସାଇଟ୍ ଲୋକର୍ପିତ

Must read

ଭାରତକୁ ମିଳିବ ୫ମ ପୀଢ଼ିର ଫାଇଟର ଜେଟ୍

ୱାଶିଂଟନ, ୩୦/୬ : ଚୀନରୁ ଉତ୍ପନ୍ନ ହୋଇ ବୈଶ୍ୱିକ ମହାମାରୀରେ ପରିବର୍ତ୍ତିତ ହୋଇ ସମଗ୍ର ବିଶ୍ୱରେ ଏବେ ପ୍ରାୟ ୧୦ କୋଟି ୪୫ ଲକ୍ଷ ୪,୯୯୧ ଜଣଙ୍କୁ ସଂକ୍ରମିତ କରିଥିବା...

ଏନ୍କାଉଣ୍ଟରରେ ଟଳିଲେ ୨ ଆତଙ୍କୀ

ଶ୍ରୀନଗର, ୩୦/୬ : ଗୋଟିଏ ପଟେ ଲଦାଖରେ ଚୀନ ସେନା ସହିତ ଭାରତୀୟ ସେନା ମୁହାଁମୁହିଁ ପରିସ୍ଥିତିରେ ଥିଲାବେଳେ ଜମ୍ମୁ- କାଶ୍ମୀରରୁ ଆତଙ୍କମୁକ୍ତ କରିବା ଲାଗି ସେନା ପକ୍ଷରୁ ଗତ...

ସତ ଲୁ•ଇବା ପାଇଁ ଭାରତୀୟ ୱେବସାଇଟ୍କୁ କଲା ବ୍ଲକ

ନୂଆଦିଲ୍ଲୀ, ୩୦/୬ : ସୀମା ବିବାଦ ପ୍ରସଙ୍ଗରେ ଭାରତୀୟ ସୈନିକଙ୍କ ସହିତ ସରକାରଙ୍କ କାର୍ଯ୍ୟାନୁଷ୍ଠାନରେ ବାଉଳେଇ ହେଉଛି ଚୀନ । ଭାରତୀୟ ସୈନିକଙ୍କ ସହିତ ସଂଘର୍ଷରେ ତାର କେତେ ସୈନିକ...

ମୁମ୍ବାଇ ତାଜ୍ ହୋଟେଲ ଉଡ଼ାଇ ଦେବାକୁ ଆତଙ୍କବାଦୀଙ୍କ ଧମକ

ମୁମ୍ବାଇ, ୩୦/୬ (ଏଜେନ୍ସି) : ଭାରତର ଆର୍ଥିକ ରାଜଧାନୀ ମୁମ୍ବାଇସ୍ଥିତ ତାଜ ହୋଟେଲକୁ ମଙ୍ଗଳବାର ଏକ ଧମକପୂର୍ଣ୍ଣ କଲ ଆସିଥିଲା ଯେ, କେହି ଜଣେ କଲ କରି ତାଜ ହୋଟେଲ...

ଭୁବନେଶ୍ୱର,୨୪ା୬ : ଅ ।ଜି ଅପରାହ୍ଣ ୧.୩୦ ଘଟିକା ସମୟରେ ମାନ୍ୟବର ଲୋକାୟୁକ୍ତ, ଓଡ଼ିଶାଙ୍କ କାଯର୍ୟାଳୟ ପ୍ରାଙ୍ଗଣରେ ଲୋକାୟୁକ୍ତ, ଓଡ଼ିଶାଙ୍କ ସରକାରୀ ୱେବ୍ସାଇଟ୍ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଲୋକାୟୁକ୍ତ ଅଧ୍ୟକ୍ଷ ନ୍ୟାୟମୂର୍ତ୍ତି ଅଜିତ ସିଂହଙ୍କ ଦ୍ୱାରା ଏହି ୱେବ୍ସାଇଟ୍ ଲୋକାର୍ପିତ କରାଯାଇଥିଲା । ଉତ୍ସବରେ ଲୋକାୟୁକ୍ତ, ଓଡ଼ିଶା ମାନ୍ୟବର ସ’ସ୍ୟ ନ୍ୟାୟମୂର୍ତ୍ତି ଶ୍ରୀ ବିଜୟ କୁମାର ନାୟକ, ଡା. ଦେବବ୍ରତ ସ୍ୱାଇଁ, ଡା. ରାଜେନ୍ଦ ପ୍ରସାଦ ଶର୍ମା, ଲୋକାୟୁକ୍ତ ସଚିବ ମାନସ କୁମାର ତ୍ରିପାଠୀ, ଏନ୍ଅ ।ଇସି, ଭୁବନେଶ୍ୱରର ବୈଷୟିକ ନିଦେ୍ର୍ଦଶକ ହରପ୍ରସାଦ ଦାସ, ଏନ୍ଅ ।ଇସି, ଭୁବନେଶ୍ୱରର ଜେନେରାଲ୍ ମ୍ୟାନେଜ ସମ୍ବିତ କୁମାର ପାତ୍ର, ନିଦେ୍ର୍ଦଶକ, ତଦନ୍ତ ତ୍ରିଲୋଚନ ପ୍ରଧାନ, ନିଦେ୍ର୍ଦଶକ, ଅଭିଯୋଜନ ଦେବୀଦତ୍ତ ଦାସ ମହାପାତ୍ର, ଅତିରିକ୍ତ ସଚିବ ତ୍ରିଲୋଚନ ମାଝୀ, ବିତ୍ତ ଅଧିକାରୀ ଶିଖା ବିଶ୍ୱାଳ, ଉପସଚିବ ବିଜୟଲକ୍ଷ୍ମୀ ଜେନା ଏବଂ କାଯର୍ୟାଳୟର ଅନ୍ୟାନ୍ୟ ଅଧିକାରୀ ଓ କର୍ମ•ରୀ ଉପସ୍ଥିତ ଥିଲେ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଭାରତକୁ ମିଳିବ ୫ମ ପୀଢ଼ିର ଫାଇଟର ଜେଟ୍

ୱାଶିଂଟନ, ୩୦/୬ : ଚୀନରୁ ଉତ୍ପନ୍ନ ହୋଇ ବୈଶ୍ୱିକ ମହାମାରୀରେ ପରିବର୍ତ୍ତିତ ହୋଇ ସମଗ୍ର ବିଶ୍ୱରେ ଏବେ ପ୍ରାୟ ୧୦ କୋଟି ୪୫ ଲକ୍ଷ ୪,୯୯୧ ଜଣଙ୍କୁ ସଂକ୍ରମିତ କରିଥିବା...

ଏନ୍କାଉଣ୍ଟରରେ ଟଳିଲେ ୨ ଆତଙ୍କୀ

ଶ୍ରୀନଗର, ୩୦/୬ : ଗୋଟିଏ ପଟେ ଲଦାଖରେ ଚୀନ ସେନା ସହିତ ଭାରତୀୟ ସେନା ମୁହାଁମୁହିଁ ପରିସ୍ଥିତିରେ ଥିଲାବେଳେ ଜମ୍ମୁ- କାଶ୍ମୀରରୁ ଆତଙ୍କମୁକ୍ତ କରିବା ଲାଗି ସେନା ପକ୍ଷରୁ ଗତ...

ସତ ଲୁ•ଇବା ପାଇଁ ଭାରତୀୟ ୱେବସାଇଟ୍କୁ କଲା ବ୍ଲକ

ନୂଆଦିଲ୍ଲୀ, ୩୦/୬ : ସୀମା ବିବାଦ ପ୍ରସଙ୍ଗରେ ଭାରତୀୟ ସୈନିକଙ୍କ ସହିତ ସରକାରଙ୍କ କାର୍ଯ୍ୟାନୁଷ୍ଠାନରେ ବାଉଳେଇ ହେଉଛି ଚୀନ । ଭାରତୀୟ ସୈନିକଙ୍କ ସହିତ ସଂଘର୍ଷରେ ତାର କେତେ ସୈନିକ...

ମୁମ୍ବାଇ ତାଜ୍ ହୋଟେଲ ଉଡ଼ାଇ ଦେବାକୁ ଆତଙ୍କବାଦୀଙ୍କ ଧମକ

ମୁମ୍ବାଇ, ୩୦/୬ (ଏଜେନ୍ସି) : ଭାରତର ଆର୍ଥିକ ରାଜଧାନୀ ମୁମ୍ବାଇସ୍ଥିତ ତାଜ ହୋଟେଲକୁ ମଙ୍ଗଳବାର ଏକ ଧମକପୂର୍ଣ୍ଣ କଲ ଆସିଥିଲା ଯେ, କେହି ଜଣେ କଲ କରି ତାଜ ହୋଟେଲ...

ହିରୋ ମୋଟୋକର୍ପ ପକ୍ଷରୁ ଏକ୍ସଟ୍ରିମ୍୍- ୧୬୦ଆର୍ର ବଜାର ପ୍ରବେଶ

ଜୟପୁର,୧ା୭ : ପୃଥିବୀର ସର୍ବବୃହତ୍ ମୋଟରସାଇକେଲ ଏବଂ ସ୍କୁଟର ନିର୍ମାତା ହିରୋ ମୋଟୋ କର୍ପ ଲିଃ. ପକ୍ଷରୁ ପ୍ରିମିୟମ୍ ସେଗମେଂଟ୍ରେ କାରବାର ବୃଦ୍ଧି ନିମନ୍ତେ ଅଲ୍ ନିୟୁ ଏକ୍ସଟ୍ରିମ୍- ୧୬୦ଆର୍ର...