26 C
Bhubaneswar
Wednesday, October 21, 2020

ଗଞ୍ଜାମ ଅସମ୍ଭାଳ

Must read

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ଭୁବନେଶ୍ୱର,୨ା୭: ରାଜ୍ୟରେ ପୁଣି ଥରେ କରୋନା ଅ ।କ୍ରାନ୍ତଙ୍କ ସଂଖ୍ୟା ୨୦୦ ପାର୍ କରିଥିବା ବେଳେ ଗଞ୍ଜାମରୁ କେବଳ ୧୦୦ରୁ ଊଦ୍ଧ୍ୱର୍ ଚିହ୍ନଟ ହୋଇଛନ୍ତି । ୨୫୧ ନୂଅ । କରୋନା ସଂକ୍ରମିତ ରାଜ୍ୟରେ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୨ ଚିହ୍ନଟ ହୋଇଛନ୍ତି । ୧୯ ଜିଲ୍ଲା ସମେତ ପଶ୍ଚିମବଙ୍ଗ ଫେରନ୍ତା ଏନ୍ଡିଆରଫର ଟିମର ଜଣେ ସଦସ୍ୟ କରୋନାରେ ଅ ।କ୍ରାନ୍ତ ହୋଇଥିବା ସୂଚନା ଓ ଲୋକ ସ ମ୍ପ ର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଅ ।ଯାଇଛି । ରାଜ୍ୟରୁ ଚିହ୍ନଟ ୨୫୧ ଅ ।କ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୧୦୨ ଅ ।କ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୨, ଖୋର୍ଦ୍ଧାରୁ ୨୬, ମାଲକାନଗିରିରୁ ୧୦ ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ନୟାଗଡ଼ ଜିଲ୍ଲାରୁ ୧୪, ବରଗଡ଼, ପୁରୀ ଜିଲ୍ଲାରୁ ୧୨ ଜଣ ଲେଖାଏ, ଗଜପତିରୁ ୬, ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏ ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ, ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଏ ସମ୍ବଲପୁର ଓ ବାଲେଶ୍ୱର ଜିଲ୍ଲାରୁ ୨ଜଣ ଲେଖାଏ, ଅନୁଗୁଳ, ସୋନପୁର ଓ ଯାଜପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ପଶ୍ଚିମବଙ୍ଗରୁ ଫେରିଥିବା ଏନ୍ଡିଆରଏଫ୍ ଟିମର ଜଣେ ସଦସ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ କରୋନା ଅ ।କ୍ରାନ୍ତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ସେଥିମଧ୍ୟରୁ ୫୧୮୯ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୨୦୯୪ଟି ଅ ।କ୍ଟିଭ କେସ୍ ରହିଛି । ଅ ।ଜି ମହାମାରୀ “କରୋନା’ରୁ ଅ ।ରୋଗ୍ୟ ହେଲେ ୧୬୪ ଅ ।କ୍ରାନ୍ତ । ଏମାନଙ୍କୁ ମିଶାଇ ମୋଟ୍ ୫୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି । ଅ ।ଜି ଅ ।ରୋଗ୍ୟ ହୋଇଥିବା ୧୬୪ “କରୋନା’ ଅ ।କ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୮ ଜଣ ଅଛନ୍ତି । ସେହିପରି ଜଗତସିଂହପୁରରୁ ୩୧, ବାଲେଶ୍ୱରରୁ ୨୬, କଟକରେ ୨୫, ଯାଜପୁରରୁ ୧୨, ଖୋର୍ଦ୍ଧାରୁ ୧୨; କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ; କେନ୍ଦୁଝରରୁ ୨; ଭଦ୍ରକ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଅ ।ରୋଗ୍ୟ ହୋଇଛନ୍ତି । ଅ ।ଜି କରୋନାରେ ମୃତ୍ୟୁ ଘଟିଥିବା ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସ୍ପଷ୍ଟ ହୋଇଛି । ତେବେ ମୃତକ ଜଣକ ଗଞ୍ଜାମ ଜିଲ୍ଲାର ୫୨ ବର୍ଷୀୟ ବ୍ୟକ୍ତି । କିଛି ଦିନ ତଳେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । କରୋନା ମହାମାରୀରେ ସଂକ୍ରମଣ ହୋଇ ତାଙ୍କୁ କୋଭିଡ ହସ୍ପିଟାଲରେ ଚିକିତ୍ସିତ କରାଯାଉଥିଲା । ତେବେ ତାଙ୍କ ଶରୀରରେ ଅନେକ ଗମ୍ଭୀର ସମସ୍ୟା ରହିଥିବା ବେଳେ ଚିକିତ୍ସିତ ଅବସ୍ଥାରେ ତାଙ୍କରମୃତ୍ୟୁ ଘଟିଥିବା ନେଇ ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ସେହିଭଳି ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬ ଛୁଇଁଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...