27 C
Bhubaneswar
Wednesday, August 5, 2020

ଏନ୍କାଉଣ୍ଟରରେ ଟଳିଲେ ୨ ଆତଙ୍କୀ

Must read

ଭାରତକୁ ମିଳିବ ୫ମ ପୀଢ଼ିର ଫାଇଟର ଜେଟ୍

ୱାଶିଂଟନ, ୩୦/୬ : ଚୀନରୁ ଉତ୍ପନ୍ନ ହୋଇ ବୈଶ୍ୱିକ ମହାମାରୀରେ ପରିବର୍ତ୍ତିତ ହୋଇ ସମଗ୍ର ବିଶ୍ୱରେ ଏବେ ପ୍ରାୟ ୧୦ କୋଟି ୪୫ ଲକ୍ଷ ୪,୯୯୧ ଜଣଙ୍କୁ ସଂକ୍ରମିତ କରିଥିବା...

ଏନ୍କାଉଣ୍ଟରରେ ଟଳିଲେ ୨ ଆତଙ୍କୀ

ଶ୍ରୀନଗର, ୩୦/୬ : ଗୋଟିଏ ପଟେ ଲଦାଖରେ ଚୀନ ସେନା ସହିତ ଭାରତୀୟ ସେନା ମୁହାଁମୁହିଁ ପରିସ୍ଥିତିରେ ଥିଲାବେଳେ ଜମ୍ମୁ- କାଶ୍ମୀରରୁ ଆତଙ୍କମୁକ୍ତ କରିବା ଲାଗି ସେନା ପକ୍ଷରୁ ଗତ...

ସତ ଲୁ•ଇବା ପାଇଁ ଭାରତୀୟ ୱେବସାଇଟ୍କୁ କଲା ବ୍ଲକ

ନୂଆଦିଲ୍ଲୀ, ୩୦/୬ : ସୀମା ବିବାଦ ପ୍ରସଙ୍ଗରେ ଭାରତୀୟ ସୈନିକଙ୍କ ସହିତ ସରକାରଙ୍କ କାର୍ଯ୍ୟାନୁଷ୍ଠାନରେ ବାଉଳେଇ ହେଉଛି ଚୀନ । ଭାରତୀୟ ସୈନିକଙ୍କ ସହିତ ସଂଘର୍ଷରେ ତାର କେତେ ସୈନିକ...

ମୁମ୍ବାଇ ତାଜ୍ ହୋଟେଲ ଉଡ଼ାଇ ଦେବାକୁ ଆତଙ୍କବାଦୀଙ୍କ ଧମକ

ମୁମ୍ବାଇ, ୩୦/୬ (ଏଜେନ୍ସି) : ଭାରତର ଆର୍ଥିକ ରାଜଧାନୀ ମୁମ୍ବାଇସ୍ଥିତ ତାଜ ହୋଟେଲକୁ ମଙ୍ଗଳବାର ଏକ ଧମକପୂର୍ଣ୍ଣ କଲ ଆସିଥିଲା ଯେ, କେହି ଜଣେ କଲ କରି ତାଜ ହୋଟେଲ...

ଶ୍ରୀନଗର, ୩୦/୬ : ଗୋଟିଏ ପଟେ ଲଦାଖରେ ଚୀନ ସେନା ସହିତ ଭାରତୀୟ ସେନା ମୁହାଁମୁହିଁ ପରିସ୍ଥିତିରେ ଥିଲାବେଳେ ଜମ୍ମୁ- କାଶ୍ମୀରରୁ ଆତଙ୍କମୁକ୍ତ କରିବା ଲାଗି ସେନା ପକ୍ଷରୁ ଗତ ୨୦୧୯େ ଆରମ୍ଭ କରାଯାଇଥିବା ‘ଅପରେସନ ଅଲ୍ଆଉଟ୍’କୁ ଆହୁରି ଜୋରଦାର କରାଯାଇଛି । ଏହି ମର୍ମରେ ମଙ୍ଗଳବାର ଜାମ୍ମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ପୁଣି ଏକ ସଫଳତା । ମଙ୍ଗଳବାର ଅନନ୍ତନାଗରେ ହୋଇଥିବା ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସେନା ସୂତ୍ରରୁ ପ୍ରକାଶ ଯେ, ଦକ୍ଷିଣ କାଶ୍ମୀର ଅନ୍ତର୍ଗତ ଅନନ୍ତନାଗର ୱାଗମା ଗ୍ରାମରେ କେତେକ ଆତଙ୍କବାଦୀ ଆତ୍ମଗୋପନ କରିଥିବା ନେଇ ସୂଚନା ମିଳିଥିଲା । ଉକ୍ତ ସୂଚନାକୁ ଆଧାର କରି ସେନା ଓ ଅର୍ଦ୍ଧସାମରିକ ବାହିନୀର ଜୱାନମାନେ ଉକ୍ତ ଅଞ୍ଚଳର ଘେରାବନ୍ଦୀ ସହିତ କୁମ୍ବିଂଅପରେସନ ଆରମ୍ଭ କରିଦେଇଥିଲେ । ଏହି ଏନ୍କାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିପାତ ହୋଇôଥଲାବେଳେ ଜାହିଦ ଡାସ ନାମକ ଜଣେ ଆତଙ୍କବାଦୀ ଖସିପଳାଇଛି । ଖସି ପଳାଇଥିବା ଜାହିଦ ଡାସ ଗତ ସପ୍ତାହରେ ଆତଙ୍କୀ ହମ୍ଲା କରିଥିଲା ଏବଂ ଏଥିରେ ଜଣେ ସିଆର୍ପିଏଫ୍ ଜୱାନ ଶହୀଦ ହୋଇଥିଲେ । ସେପଟେ ଆକ୍ରମଣ ପରେ ପୋଲିସ ଆତଙ୍କବାଦୀ ଜାହିଦର ଏକ ଫଟୋ ପ୍ରକାଶ କରିଛି । ଆତଙ୍କବାଦୀ ଇସଲାମିକ୍ ଷ୍ଟେଟ୍ (ଆଇଏସ୍ଆଇଏସ୍) ସହିତ ସମ୍ପୃକ୍ତ ଥିବା ସେନା ସୂତ୍ରରୁ ପ୍ରକାଶ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଭାରତକୁ ମିଳିବ ୫ମ ପୀଢ଼ିର ଫାଇଟର ଜେଟ୍

ୱାଶିଂଟନ, ୩୦/୬ : ଚୀନରୁ ଉତ୍ପନ୍ନ ହୋଇ ବୈଶ୍ୱିକ ମହାମାରୀରେ ପରିବର୍ତ୍ତିତ ହୋଇ ସମଗ୍ର ବିଶ୍ୱରେ ଏବେ ପ୍ରାୟ ୧୦ କୋଟି ୪୫ ଲକ୍ଷ ୪,୯୯୧ ଜଣଙ୍କୁ ସଂକ୍ରମିତ କରିଥିବା...

ଏନ୍କାଉଣ୍ଟରରେ ଟଳିଲେ ୨ ଆତଙ୍କୀ

ଶ୍ରୀନଗର, ୩୦/୬ : ଗୋଟିଏ ପଟେ ଲଦାଖରେ ଚୀନ ସେନା ସହିତ ଭାରତୀୟ ସେନା ମୁହାଁମୁହିଁ ପରିସ୍ଥିତିରେ ଥିଲାବେଳେ ଜମ୍ମୁ- କାଶ୍ମୀରରୁ ଆତଙ୍କମୁକ୍ତ କରିବା ଲାଗି ସେନା ପକ୍ଷରୁ ଗତ...

ସତ ଲୁ•ଇବା ପାଇଁ ଭାରତୀୟ ୱେବସାଇଟ୍କୁ କଲା ବ୍ଲକ

ନୂଆଦିଲ୍ଲୀ, ୩୦/୬ : ସୀମା ବିବାଦ ପ୍ରସଙ୍ଗରେ ଭାରତୀୟ ସୈନିକଙ୍କ ସହିତ ସରକାରଙ୍କ କାର୍ଯ୍ୟାନୁଷ୍ଠାନରେ ବାଉଳେଇ ହେଉଛି ଚୀନ । ଭାରତୀୟ ସୈନିକଙ୍କ ସହିତ ସଂଘର୍ଷରେ ତାର କେତେ ସୈନିକ...

ମୁମ୍ବାଇ ତାଜ୍ ହୋଟେଲ ଉଡ଼ାଇ ଦେବାକୁ ଆତଙ୍କବାଦୀଙ୍କ ଧମକ

ମୁମ୍ବାଇ, ୩୦/୬ (ଏଜେନ୍ସି) : ଭାରତର ଆର୍ଥିକ ରାଜଧାନୀ ମୁମ୍ବାଇସ୍ଥିତ ତାଜ ହୋଟେଲକୁ ମଙ୍ଗଳବାର ଏକ ଧମକପୂର୍ଣ୍ଣ କଲ ଆସିଥିଲା ଯେ, କେହି ଜଣେ କଲ କରି ତାଜ ହୋଟେଲ...

ହିରୋ ମୋଟୋକର୍ପ ପକ୍ଷରୁ ଏକ୍ସଟ୍ରିମ୍୍- ୧୬୦ଆର୍ର ବଜାର ପ୍ରବେଶ

ଜୟପୁର,୧ା୭ : ପୃଥିବୀର ସର୍ବବୃହତ୍ ମୋଟରସାଇକେଲ ଏବଂ ସ୍କୁଟର ନିର୍ମାତା ହିରୋ ମୋଟୋ କର୍ପ ଲିଃ. ପକ୍ଷରୁ ପ୍ରିମିୟମ୍ ସେଗମେଂଟ୍ରେ କାରବାର ବୃଦ୍ଧି ନିମନ୍ତେ ଅଲ୍ ନିୟୁ ଏକ୍ସଟ୍ରିମ୍- ୧୬୦ଆର୍ର...