28 C
Bhubaneswar
Saturday, September 26, 2020

ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶ ମାନନ୍ତୁ ରାଜ୍ୟ ସରକାର

Must read

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

କଟକ,୧୦ା୮(ନି.ପ୍ର.): ରାଜ୍ୟରେ ମନ୍ଦିର ଓସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ଅନୁମତି ଦାବି କରିଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଯେଉଁ ଦୁଇଟି ଜନସ୍ୱାର୍ଥମାମଲା ରୁଜୁ ହୋଇଥିଲା, ତାର ଅ ।ଜି ଶୁଣାଣିହୋଇଛି । ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟବି·ରପତି ଜଷ୍ଟିସ୍ ମହମ୍ମଦ୍ ରଫିକ୍ ଓ ଡକ୍ଟର ଜଷ୍ଟିସ୍ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠଏହି ମାମଲାର ଶୁଣାଣି କରି ଏ ସଂକ୍ରାନ୍ତରେସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ନଜରରେ ରଖି ରାଜ୍ୟସରକାର ନିଷ୍ପତି ନିଅନ୍ତୁ ବୋଲି ମତ ରଖିଛନ୍ତି ।ଏ ନେଇ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତିଯେ, ରାଜ୍ୟରେ ଖୁବଶୀଘ୍ର ଖୋଲିବ ମନ୍ଦିର । ମନ୍ଦିରଖୋଲିବା ନେଇ ବି·ର ବିମର୍ଶ ·ଲିଛି । କୋଭିଡନିୟମ ନେଇ ଅ ।ଲୋଚନା ଜାରି ରହିଛି ବୋଲିକହିଛନ୍ତି ମନ୍ତ୍ରୀ । ମନ୍ଦିର ଖୋଲିବା ପାଇଁ ସ୍ୱତନ୍ତ୍ରଗାଇଡ଼ଲାଇନର ଅନୁସରଣ କରାଯିବ, ଯଦ୍ୱାରାମନ୍ଦିର ଯୋଗୁଁ ସଂକ୍ରମଣ ବିବ ନାହିଁ ।ପୁରୀର ତ୍ରିଲୋଚନ ରଥଙ୍କ ପକ୍ଷରୁ ଦାୟରମାମଲାରେ ଦର୍ଶାଯାଇଥିଲା ଯେ କେନ୍ଦ୍ର ସରକାରଜାରି କରିଥିବା ନିୟମାବଳୀ ଅନୁସାରେ ଧର୍ମାନୁଷ୍ଠାନଖୋଲା ରହିପାରିବ । କିନ୍ତୁ ରାଜ୍ୟ ସରକାର କେନ୍ଦ୍ରରନିୟମାବଳୀ ଉଲ୍ଲଂଘନ କରି ଜୁଲାଇ ୩୧ରେ ଜାରିକରିଥିବା ନିୟମାବଳୀରେ ପୂର୍ବ ଭଳି ଧର୍ମାନୁଷ୍ଠାନବନ୍ଦ ରଖିବାକୁ ଘୋଷଣା କରିଛନ୍ତି । ଏହା କେନ୍ଦ୍ର ସରକାରଙ୍କମେ ୩୦ ନିୟମାବଳୀର ଉଲ୍ଲଂଘନ । ରାଜ୍ୟ ସରକାର ମଦଦୋକାନଠାରୁ ଅ ।ର ମ୍ଭ କରି ସପିଂ ମଲ୍ ପର୍ଯ୍ୟନ୍ତ ସବୁ କିଛିଖୋଲିବାକୁ ଅନୁମତି ଦେଇ ସାରିଛନ୍ତି । ଏଥିସହିତ ଅନ୍ୟାନ୍ୟବିଭିନ୍ନ ପ୍ରକାର କାର୍ଯ୍ୟକଳାପକୁ ମଧ୍ୟ କଟକଣା ନିୟମ ମାନି ଜାରିରଖିବାକୁ ଅନୁମତି ମିଳିଛି ।ଏଭଳି ସ୍ଥିତିରେ ରାଜ୍ୟ ସରକାରଙ୍କକୋଭିଡ-୧୯ ନିୟମାବଳୀ ଓ କେନ୍ଦ୍ର ସରକାରଙ୍କ ନିୟମ ପାଳନକରି ମନ୍ଦିରରେ ସାଧାରଣ ଦର୍ଶନ ବ୍ୟବସ୍ଥା ପାଇଁ ଅନୁମତିଦେବାରେ କିଛି ବାଧା ନାହିଁ ବୋଲି ଅ ।ବେଦନକାରୀ ଦର୍ଶାଇଛନ୍ତି ।ମନ୍ଦିରରେ କଟକଣା ମଧ୍ୟରେ ଦର୍ଶନ ପାଇଁ ଅନୁମତି ନଦେବା ଭକ୍ତଙ୍କ ସା ମ୍ବିଧାନିକ ଅଧିକାର କ୍ଷୁଣ୍ଣ କରୁଛି । ଏଥିସହିତଜୁଲାଇ ୩୧ରେ ସୁପ୍ରିମକୋର୍ଟ ନିଶିକାନ୍ତ ଦୁବେ ବନାମ କେନ୍ଦ୍ରସରକାର ମାମଲାରେ ପ୍ରଦାନ କରିଥିବା ରାୟପ୍ରସଙ୍ଗରେ ଅ ।ବେଦନରେ ଉଲ୍ଲେଖ କରାଯିବାସହିତ ଧର୍ମାନୁଷ୍ଠାନରେ ସାଧାରଣ ଦର୍ଶନବ୍ୟବସ୍ଥାରେ କିଛି ଅ ।ଇନଗତ ବାଧା ନାହିଁ ବୋଲିଦର୍ଶାଯାଇଛି ।ଶ୍ରୀଜଗନ୍ନାଥ ମନ୍ଦିର ସହିତ ଅନ୍ୟ ସମସ୍ତଦେବାଦେବୀ ମନ୍ଦିରରେ ସାଧାରଣ ଦର୍ଶନ ବ୍ୟବସ୍ଥାପାଇଁ ଅନୁମତି ଦେବାକୁ ତୁରନ୍ତ ଶ୍ରୀଜଗନ୍ନାଥ ମନ୍ଦିରପ୍ରଶାସନ ଓ ଦେବୋତର କମିସନରଙ୍କୁ ନିଦେ୍ର୍ଦଶଦିଅ ।ଯାଉ । ଏଥିସହିତ ଜୁଲାଇ ୩୧ରେ ରାଜ୍ୟସରକାର ଧର୍ମାନୁଷ୍ଠାନରେ ସାଧାରଣ ଦର୍ଶନ ଉପରେଜାରି କରିଥିବା କଟକଣା ସଂପର୍କିତ ନିୟମକୁ ରଦ୍ଦକରାଯାଉ ବୋଲି ଅ ।ବେଦନରେ ଉଲ୍ଲେଖକରାଯାଇଥିଲା ଏହି ମାମଲାର ଶୁଣାଣି କରି ଓଡ଼ିଶାହାଇକୋର୍ଟ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବାସଂକ୍ରାନ୍ତରେ ସର୍ବୋଚ୍ଚ ଅଦାଲତଙ୍କ ରାୟକୁ ବି·ରକୁନେଇ ରାଜ୍ୟ ସରକାର ନିଷ୍ପତି ନିଅନ୍ତୁ ବୋଲି ମତରଖିଛନ୍ତି ।ଅ ।ଇନଜୀବୀ ଜୟନ୍ତ କୁମାର ବଳ ବି ଏହିପ୍ରସଙ୍ଗରେ ଏକ ଜନସ୍ୱାର୍ଥ ମାମଲା ରୁଜୁ କରିଥିଲେ ।ଅନ୍ୟ ପକ୍ଷରେ ଅ ।ଇନ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟରମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନେଇ ବି·ର ବିମର୍ଶ·ଲିଛି ବୋଲି ଗଣମାଧ୍ୟମକୁ କହିଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

୬ ଲୁଟେରା ଗିରଫ ; ୨ବାଇକ୍ ସହିତ ୮ ମୋବାଇଲ ଜବତ

ପିପିଲି,୨୩ା୯ : ପିପିଲି ପୁଲିସ ୬ଜଣ ଲୁଟେରାକୁ ଗିରଫ କରିକୋର୍ଟ ଚାଳଣ କରିଛି । ସେମାନଙ୍କ ଠାରୁ୨ଟି ବାଇକି ସହିତ ୮ଟି ମୋବାଇଲି ଜବତ କରିଛିା ମିଳିଥିବା ସୁଚନା...