20.1 C
Bhubaneswar
Sunday, November 29, 2020

ସହିଦ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

Must read

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

ଭୁବନେଶ୍ୱର,୧୬ା୮ : ୭୪ ତମ ସ୍ୱାଧୀନତା ଦିବସଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପ…ନାୟକ ସ୍ଥାନୀୟ ପ୍ରଦର୍ଶନୀପଡ଼ିଅ ।ରେ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁଶୁଭେଚ୍ଛା ଜଣାଇଥିଲେ । ଏହି ଅବସରରେ ସେ ଜାତିର ପିତା ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ବୋଷ, ସର୍ଦ୍ଦାରପଟେଲ, ମୌଲାନା ଅ ।ଜାଦ, ଡଃ ଅ ।ମ୍ବେଦକର, ଉକ୍ରଳମଣି ପଣ୍ଡିତଗୋପବନ୍ଧୁ ଦାସ, ଉକ୍ରଳ ଗୌରବ ମଧୁସୂଦନ ଦାସ, ବୀର ସୁରେନ୍ଦ୍ରସାଏ, ସହୀଦ ଲକ୍ଷ୍ମଣ ନାୟକ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣଚୌଧୁରୀ, ମା ରମାଦେବୀ, ମାଳତୀ ଚୌଧୁରୀ, ପାର୍ବତୀ ଗିରି,ଡଃ ହରେକୃଷ୍ଣ ମହତାବ ଓ ବିଜୁ ପ…ନାୟକଙ୍କ ପରି ମହାନସଂଗ୍ରାମୀମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ସହିଦ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳିଦେଶର ଏକତା ଓ ସୁରକ୍ଷା ପାଇଁ ସହୀଦ ହୋଇଥିବା ଅମରଜବାନମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ନିଜଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ,”ଅ ।ପଣମାନେ ଜାଣନ୍ତି ଗତ ୫ ମାସ ହେଲାସାରା ଦେଶ କରୋନା ବିରୁଦ୍ଧରେ ଲଢ଼ୁଛି । ଏଲଢ଼େଇରେ ସହିଦ ହୋଇଥିବା କୋଭିଡଯୋଦ୍ଧାମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳିଅର୍ପଣ କରୁଛି । କରୋନା ଅ ।ଜି କେବଳ ଭାରତନୁହେଁ ସାରା ବିଶ୍ୱ ତଥା ମାନବ ଜାତି ପାଇଁ ଏକବହୁତ ବଡ଼ ସଙ୍କଟ ଭାବେ ଦେଖାଦେଇଛି । ଶିକ୍ଷା,ସ୍ୱାସ୍ଥ୍ୟ, ଅର୍ଥନୀତି, ପର୍ଯ୍ୟଟନ, ପରିବହନ ତଥାସମାଜ ଉପରେ ଏହା ଗଭୀର ପ୍ରଭାବ ପକେଇଛି ।ସାରା ବିଶ୍ୱରେ କୋଟି କୋଟି ଲୋକ ଜୀବିକାହରାଉଛନ୍ତି । ଭ୍ୟାକ୍ସିନ୍ ଅ ।ସିବା ପରେ କରୋନାନିୟନ୍ତ୍ରଣ ହେବ । କିନ୍ତୁ ଅର୍ଥନୀତି ଓ ସମାଜ ଉପରେକରୋନା ଯେଉଁ କ୍ଷତି କରିଛି ତାକୁ ଭରଣା କରିବାପାଇଁ ଅ ।ମକୁ ସାହସର ସହ କାମ କରିବାକୁହେବ ।'”ଆପଣ ଜାଣନ୍ତି କରୋନା ମୁକାବିଲା ପାଇଁଓଡ଼ିଶା ସରକାର ବିଭିନ୍ନ ଅଞ୍ଚଳରେ କୋଡିଭହସ୍ପିଟାଲ କରିଛନ୍ତି । ୫ଟି ପ୍ଲାଜମା ବ୍ୟାଙ୍କ ସହପ୍ଲାଜମା ଥେରାପି ସେବା ରୋଗୀଙ୍କୁ ମିଳୁଛି । ପଇସାପାଇଁ ଓଡ଼ିଶାରେ କେହି ଜଣେ ବି ରୋଗୀ ଚିକିତ୍ସାରୁବଞ୍ଚିତ ହେବେ ନାହିଁ । ଏଥିପାଇଁ ଓଡ଼ିଶା ସରକାରକୋଭିଡ ରୋଗୀମାନଙ୍କୁ ସବୁ ପ୍ରକାର ସୁବିଧାମାଗଣାରେ ଯୋଗାଉଛନ୍ତି । ପ୍ରତି ଜୀବନ ଅ ।ମ ପାଇଁମୂଲ୍ୟବାନ ।ଏହି ମିଶନ ନେଇ ଅ ।ମେ କାମ କରୁଛୁ ।ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଦେବାକୁ ଚେଷ୍ଟା କରୁଛୁବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ପ…ନାୟକ ।ଏଥିସହ ସେ କହିଥିଲେ, “ଲକଡାଉନ ସମୟରେଅର୍ଥନୈତିକ କାରବାର ଜାରି ରଖିବା ପାଇଁ ଅ ।ମେପଦକ୍ଷେପ ନେଇଛୁ । କୃଷି କାର୍ଯ୍ୟ, ନିର୍ମାଣ କାର୍ଯ୍ୟସହିତ ବିଭିନ୍ନ କ୍ଷେତ୍ରରେ ରୋଜଗାର ସୃଷ୍ଟି ପାଇଁ ଉଦ୍ୟମଜାରି ରହିଛି । ଗରୀବ ଲୋକ ଓ ଶ୍ରମିକମାନଙ୍କୁ ବିଭିନ୍ନସହାୟତା ଦିଅ ।ଯାଉଛି । ଏହି ସମୟ ମଧ୍ୟରେ ଓଡ଼ିଶାକୁ୧୨ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ପ୍ରସ୍ତାବମଧ୍ୟ ଆସିଛି । ଦେଶରେ ଏହି ସମୟରେ ହୋଇଥିବାପୁଞ୍ଜି ନିବେଶରୁ ୧୮% ଓଡ଼ିଶାକୁ ଅ ।ସିଛି । ମହାରାଷ୍ଟ୍ରକୁପଛରେ ପକାଇ ଓଡ଼ିଶା ପୁଞ୍ଜିନିବେଶରେ ଦେଶରେ୧ ନମ୍ବର ହୋଇଛି । ୨୦୧୯-୨୦ରେ ଦେଶରେକୃଷି କ୍ଷେତ୍ରରେ ଅଭିବୃଦ୍ଧି ହାର ୨.୮୦% ଥିବା ବେଳେଅ ।ମ ରାଜ୍ୟରେ କୃଷି କ୍ଷେତ୍ରରେ ଏହା ୭.୬୧ ରହିଛି ।କରୋନା ବିରୋଧରେ ଅ ।ମର ଲଢେଇରେକୋଭିଡ ଯୋଦ୍ଧାମାନେ ଯେଭଳି କାମ କରୁଛନ୍ତି ତାହାରତୁଳନା ନାହିଁ । ସେମାନଙ୍କ ସେବା ଓ ତ୍ୟାଗ ପାଇଁ ସାରାଭାରତରେ ଆମ ରାଜ୍ୟରେ ସୁସ୍ଥ ହାର ଭଲ ରହିଛି ।ସାରା ଭାରତରେ ଓଡ଼ିଶାରେ ମୃତ୍ୟୁ ହାର କମ୍ ରହିଛି ।ସେମାନଙ୍କ ତ୍ୟାଗ ଓ ସେବା ପାଇଁ ଓଡ଼ିଅ । ଜାତିସେମାନଙ୍କ ନିକଟରେ ଋଣୀୟ କୋଭିଡଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ସେବା ସହିତ ଅ ।ମସମସ୍ତଙ୍କ ସହଯୋଗ ହିଁ ଓଡ଼ିଶା ପାଇଁ, ଭାରତ ପାଇଁତଥା ମାନବ ଜାତି ପାଇଁ ଅ ।ମ ସମସ୍ତଙ୍କ ପାଇଁ ବିଜୟଅ ।ଣିଛି ।ଓଡ଼ିଅ । ଜାତି ଅନେକ ବିପଦର ସାମ୍ନା କରିଛି ।ସାହସର ସହ ମୁକାବିଲା କରି ନୂଅ । ଇତିହାସଲେଖିଛି । ମୋର ପୁରା ବିଶ୍ୱାସ କରୋନା ଶୀଘ୍ର ଦୂରହେବୟ ସ୍କୁଲମାନଙ୍କରେ ପୁଣି ଥରେ ଘଣ୍ଟା ବାଜିଉଠିବ ଏବଂ ମାନବ ଜାତିର ଜୟଯାତ୍ରା ଅ ।ହୁରିଆଗକୁ ବଢ଼ିବ ।

- Advertisement -ସହିଦ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

More articles

LEAVE A REPLY

Please enter your comment!
Please enter your name here

- Advertisement -ସହିଦ କୋଭିଡ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

Latest article

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

ଡିସେମ୍ବର ୧ ରୁ ଓଡିଶାର ମେଡିକାଲ କଲେଜଗୁଡ଼ିକ ଖୋଲିବ |

ଭୁବନେଶ୍ୱର: ଡିସେମ୍ବର ୧ ରୁ ମେଡିକାଲ କଲେଜ ଖୋଲିବା ଏବଂ ପରୀକ୍ଷା ପରିଚାଳନାରେ ସମାନତା ନିଶ୍ଚିତ କରିବାକୁ ଓଡିଶା ସରକାର ଶୁକ୍ରବାର ଦିନ ନିଷ୍ପତ୍ତି...