28 C
Bhubaneswar
Saturday, September 26, 2020

୭୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

Must read

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

ଭୁବନେଶ୍ୱର ୨୦ା୮(ନି.ପ୍ର.): ରାଜ୍ୟରେ ଦିନକୁଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟାମଧ୍ୟରେ ୨୮୯୮ କରୋନା ପଜିଟିଭ୍ ଚିହ୍ନଟହୋଇଥିବାବେଳେ ୮ ଜଣ କରୋନା ସଂକ୍ରମିତ ପ୍ରାଣହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି ।ସେହିପରି ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା୭୦୦୨୦ରେ ପହଞ୍ଚିଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନାଦିଅ ।ଯାଇଛି ।୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ,କଟକ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେଲେଖାଏଁ ରହିଛନ୍ତି । ଭୁବନେଶ୍ୱରର ଜଣେ ୫୯ ବର୍ଷବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତ·ପ ଏବଂକ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । କଟକଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ।ଢେଙ୍କାନାଳ ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କା ମହିଳା ଯିଏମଧୁମେହ, ଉଚ୍ଚ ରକ୍ତ·ପ ଏବଂହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ ।ଅନ୍ୟ ଜଣେ ୪୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହଏବଂ ମୋଟାପଣରେ ପୀଡିତ ଥିଲେ । ଅ ।ଉ ଜଣେ୮୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତ·ପରେପୀଡିତ ଥିଲେ । ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏମଧୁମେହ, ଉଚ୍ଚ ରକ୍ତ·ପ ରୋଗରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୭୬ ବର୍ଷ ବୟସ୍କା ମହିଳା ଯିଏମଧୁମେହ, ଉଚ୍ଚ ରକ୍ତ·ପରେ ପୀଡିତ ଥିଲେ ।ଆଜି ୩୦ ଟି ଜିଲ୍ଲାର ୨୮୯୮ କରୋନାସଂକ୍ରମିତ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ୧୭୯୨ଜଣ କ୍ୱାରେଣ୍ଟାଇନ୍ରେ ରହିଥିବା ବେଳେ୧୧୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୦ଜଣ, ବରଗଡଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୦୭ଜଣ,ବଲାଙ୍ଗୀର ଜିଲ୍ଲାରୁ ୧୭୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ,ଦେଓଗଡ଼ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୪୧ଜଣ,ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୫୩ଜଣ,ଗଞ୍ଜାମ ଜିଲ୍ଲାରୁ ୨୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୪ଜଣ,ଯାଜପୁର ଜିଲ୍ଲାରୁ ୬୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୯ଜଣ,କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ୬୩ଜଣ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୩୫ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୫୨୪ଜଣ, କୋରାପୁଟ ଜିଲ୍ଲାରୁ ୧୩୨ଜଣ,ମାଲକାନଗିରି ଜିଲ୍ଲାରୁ ୬୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ,ନବରଙ୍ଗପୁର ଜିଲ୍ଲାରୁ ୩୭ଜଣ, ନୟାଗଡ଼ ଜିଲ୍ଲାରୁ ୨୩୭ଜଣ,ନୂଅ ।ପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୦୪ଜଣ, ରାୟଗଡ଼ାଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ଜଣ, ସୋନପୁରଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ ରହିଛନ୍ତି ।ଏବେ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୧୫,୭୨୪ଥିବା ବେଳେ ଖୋର୍ଦ୍ଧାରେ ୧୦,୩୭୦, କଟକରେ ୪,୭୧୦,ଗଜପତିରେ ୨୪୮୮, ଯାଜପୁରରେ ୨୩୭୯,ବାଲେଶ୍ୱରରେ ୨୫୩୮, ଜଗତସିଂହପୁର ଜିଲ୍ଲାରେ୧୨୧୮,ପୁରୀରେ ୨୨୩୯, କେନ୍ଦ୍ରାପଡ଼ାରେ ୯୬୨, ଭଦ୍ରକ ଜିଲ୍ଲାରେ୧୮୦୪, ସୁନ୍ଦରଗଡ଼ରେ ୩୫୭୮, ବଲାଙ୍ଗୀରରେ ୧୧୮୪,କନ୍ଧମାଳରେ୧୬୫୩, ମୟୂରଭଞ୍ଜରେ ୧୬୫୪,କୋରାପୁଟରେ ୨୨୧୭, ନୟାଗଡ଼ରେ ୧୮୮୩,କେନ୍ଦୁଝରରେ ୧୩୭୦, ନୂଅ ।ପଡ଼ାରେ ୩୦୦,ଝାରସୁଗୁଡ଼ାରେ ୬୩୩, ଢେଙ୍କାନାଳରେ ୧୦୨୮,କଳାହାଣ୍ଡିରେ ୯୪୬, ବରଗଡ଼ ଜିଲ୍ଲାରେ ୧୦୧୦,ଅନୁଗୁଳରେ ୫୭୨, ମାଲକାନଗିରିରେ ୧୫୩୧ସମ୍ବଲପୁରରେ ୧୬୭୭, ରାୟଗଡ଼ାରେ ୩୬୬୨, ବୌଦ୍ଧରେ୬୯୯, ସୋନପୁର ଜିଲ୍ଲାରେ ୪୧୬, ଦେବଗଡ଼ ଜିଲ୍ଲାରେ୧୪୦ ଓ ନବରଙ୍ଗପୁର ଜିଲ୍ଲାରେ ୫୯୯ରେ ପହଞ୍ଚିଛି

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

୬ ଲୁଟେରା ଗିରଫ ; ୨ବାଇକ୍ ସହିତ ୮ ମୋବାଇଲ ଜବତ

ପିପିଲି,୨୩ା୯ : ପିପିଲି ପୁଲିସ ୬ଜଣ ଲୁଟେରାକୁ ଗିରଫ କରିକୋର୍ଟ ଚାଳଣ କରିଛି । ସେମାନଙ୍କ ଠାରୁ୨ଟି ବାଇକି ସହିତ ୮ଟି ମୋବାଇଲି ଜବତ କରିଛିା ମିଳିଥିବା ସୁଚନା...