29 C
Bhubaneswar
Saturday, September 19, 2020

ପ୍ରଶାସନ ଉପରେ ଛାଡ଼ିଲେ ହାଇକୋର୍ଟ

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

କଟକ,୨୦ା୮: କଟକ-ଭୁବନେଶ୍ୱର ଦ୍ୱୈତ ନଗରୀରେ ଗଣେଶ ପୂଜାହେବ କି ନାହିଁ ସେ ନେଇ ପ୍ରଶାସନ ନିଷ୍ପତ୍ତିନେବ ବୋଲି ଓଡ଼ିଶା ଉଚ୍ଚ ନ୍ୟାୟାଳୟ କହିଛନ୍ତି ।ଏକ ଜନସ୍ୱାର୍ଥ ମାମଲାର ବି·ର କରି ଉଚ୍ଚନ୍ୟାୟାଳୟ ଅ ।ଜି ଏହି ନିର୍ଦେଶନାମା ଜାରିକରିଛନ୍ତି ।କରୋନା ମହାମାରୀଙ୍କୁଦୃଷ୍ଟିରେ ରଖି ଦ୍ୱୈତ ନଗରୀରେମଣ୍ଡପରେ ଗଣେଶପୂଜା ଉପରେପ୍ରତିବନ୍ଧକ ଲଗାଇଥିଲାକମିଶନରେଟ ପୁଲିସ । ଏପରିକିଗଣେଶ ପୂଜା ହେଲେ ଦୃଢକାର୍ଯ୍ୟାନୁଷ୍ଠାନ ନେବାକୁଚେତାବନୀ ଦିଅ ।ଯାଇଥିଲା ।ଏହାକୁ ବିରୋଧ କରି କଟକର ବୁଢା ଗଣେଶପୂଜା କମିଟି ସଭାପତି ଜନସ୍ୱାର୍ଥ ମାମଲା ଦାୟରକରିଥିଲେ । ଏହାର ବି·ର କରି ଗଣେଶ ପୂଜାଉପରେ ପ୍ରଶାସନ ନିଷ୍ପତ୍ତି ନେବ ବୋଲି ଉଚ୍ଚନ୍ୟାୟାଳୟ ନିର୍ଦେଶନାମା ଜାରି କରିଛନ୍ତି ।ଅ ।ଉ ଦିନକପରେ ଅର୍ଥାତ ୨୨ ତାରିଖରେଗଣେଶପୂଜା ପଡ଼ୁଛି ।ସୂଚନାଯୋଗ୍ୟ, କୋଭିଡ-୧୯ମହାମାରୀକୁ ଦୃଷ୍ଟିରେ ରଖି ବଡ଼ ଧାର୍ମିକଜନସମାଗମ ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟସରକାର ପ୍ରତିବନ୍ଧକ ଲଗାଇଛନ୍ତି । ଏହାକୁଦୃଷ୍ଟିରେ ରଖି କମିସଶନରେଟ ପୁଲିସଭୁବନେଶ୍ୱର ଓ କଟକରେ ସାମୂହିକ ଗଣେଶ ପୂଜାପାଳନ ଉପରେ ରୋକ ଲଗାଇଥିଲେ ।କମିସନରେଟ୍ ପୁଲିସ ପକ୍ଷରୁ ଟୁଇଟ୍ କରାଯାଇଏହି ସୂଚନା ଦିଅ ।ଯାଇଥିଲା । ଏହା ଫଳରେ ପୂଜାମଣ୍ଡପମାନଙ୍କରେ ଗଣେଶ ପୂଜା ହୋଇପାରିବନାହିଁ । ଏପରିକି ମୁମ୍ବାଇରେ ପ୍ରତିବର୍ଷଧୁମଧାମରେ ପାଳନ ହେଉଥିବା ଗଣପତି ଉତ୍ସବଚଳିତ ବର୍ଷ ଅନୁଷ୍ଠିତ ହେବ ନାହିଁ ବୋଲିକମିସନରେଟ୍ ପକ୍ଷରୁ କୁହାଯାଇଛି ।ଦିନକୁ ଦିନ ବୃଦ୍ଧି ପାଉଥିବା କରୋନାସଂକ୍ରମଣକୁ ଦୃଷ୍ଟିରେ ଏଭଳି ନିଷ୍ପତ୍ତିନିଅ ।ଯାଉଛି । ସଂକ୍ରମଣ ହ୍ରାସ ପାଇଁନିଅ ।ଯାଉଥିବା ନିଷ୍ପତ୍ତିକୁ ପାଳନ କରିବାକୁକମିଶନରେଟ୍ ପୁଲିସ ସମସ୍ତଙ୍କୁ ଅନୁରୋଧ କରିଥିଲା

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...