18 C
Bhubaneswar
Tuesday, November 24, 2020

କେନ୍ଦ୍ର ଜଳଶକ୍ତିମନ୍ତ୍ରୀଙ୍କୁ କରୋନା

Must read

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ମୁମ୍ବାଇ ପୋଲିସର ଏଫ୍ଆଇଆର୍ ବନ୍ଦ କରିବାକୁ କଙ୍ଗନା ଓ ରଙ୍ଗୋଲି ଚାନ୍ଦେଲ ।

ମୁମ୍ବାଇ,ତା୨୩/୧୧;ଅଭିନେତ୍ରୀ କଙ୍ଗନା ରାନାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ସୋମବାର ଦିନ ବମ୍ବେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସୋସିଆଲ ମିଡିଆରେ...

ସମସ୍ତ ଭାରତୀୟଙ୍କୁ କେବେ ଟୀକାକରଣ କରାଯିବ ପ୍ରଧାନମନ୍ତ୍ରୀ କହିବେ ।

ନୂଆଦିଲୀ,ତା୨୩/୧୧ପ୍ରଧାନମନ୍ତ୍ରୀ ନିଶ୍ଚିତ ଭାବରେ ଦେଶକୁ କହିବେ: ୧. ସମସ୍ତ କୋଭିଡ ଟିକା ପ୍ରାର୍ଥୀଙ୍କ ମଧ୍ୟରୁ ବାଛିବ ଏବଂ କାହିଁକି? ୨. ପ୍ରଥମେ ଟିକା କିଏ ପାଇବ ଏବଂ ବଣ୍ଟନ...

ନୂଆଦିଲ୍ଲୀ,୨୦ା୮: ଦେଶରେକରୋନା ରୋଗୀଙ୍କ ସଂଖ୍ୟା ୨୮ ଲକ୍ଷଅତିକ୍ରମ କରିଛ । ଅନେକ ଜଣାଶୁଣାବ୍ୟକ୍ତି ମଧ୍ୟ ଏହି ଭୂତାଣୁ କବଳରେଅ ।ସି ସାରିଛନ୍ତି ପୂର୍ବରୁ ମୋଦୀସରକାରଙ୍କ ୫ଜଣ କେନ୍ଦ୍ରମନ୍ତ୍ରୀକରୋନା ଅ ।କ୍ରାନ୍ତ ହୋଇଥିବା ବେଳେଏବେ ଅ ।ଉ ଜଣେ କେନ୍ଦ୍ର ମନ୍ତ୍ରୀଙ୍କସ୍ୱାବ ନମୁନା ରିପୋର୍ଟ ପଜିଟିଭହୋଇଛି । କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଗଜେନ୍ଦ୍ର ସିଂ ଶେଖାୱତ କରୋନାଅ ।କ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତିହୋଇଛନ୍ତି । ତାଙ୍କ ପୂର୍ବରୁ ଗୃହମନ୍ତ୍ରୀଅମିତ ଶାହା ଏବଂ କେନ୍ଦ୍ରପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନମଧ୍ୟ କରୋନା ସଂକ୍ରମିତହୋଇଥିଲେ ।ଗଜେନ୍ଦ୍ର ସିଂ ଶେଖାୱô ଟୁଇଟକରି କରୋନା ସଂକ୍ରମିତ ହୋଇଥିବାନେଇ ସୂଚନା ଦେଇଛନ୍ତି ସେକହିଛନ୍ତି, “ଅସୁସ୍ଥତାର କିଛି ଲକ୍ଷଣଦେଖି ମୁଁ ମୋର ସ୍୍ୱାବ ନମୁନା ପରୀକ୍ଷାକରାଇଥିଲି ଏବଂ ଏବେ ମୋରରିପୋର୍ଟ ପଜିଟିଭ ଆସିଛି । ଡାକ୍ତରଙ୍କପରାମର୍ଶରେ ମୋତେ ଡାକ୍ତରଖାନାରେଭର୍ତ୍ତି କରାଯାଇଛି । ମୁଁ ଅନୁରୋଧକରୁଛି ଯେଉଁମାନେ ଅତୀତରେ ମୋସହିତ ଯୋଗାଯୋଗ କରିଛନ୍ତି,ସେମାନେ ନିଜକୁ ଅ ।ଇସୋଲେଟକରନ୍ତୁ ଏବଂ ନିଜର କରୋନା ପରୀକ୍ଷାଶେଷ କରନ୍ତୁ ସମସ୍ତେ ସୁସ୍ଥ ରୁହନ୍ତୁଏବଂ ନିଜର ଯତ୍ନ ନିଅନ୍ତୁ

- Advertisement -କେନ୍ଦ୍ର ଜଳଶକ୍ତିମନ୍ତ୍ରୀଙ୍କୁ କରୋନା

More articles

LEAVE A REPLY

Please enter your comment!
Please enter your name here

- Advertisement -କେନ୍ଦ୍ର ଜଳଶକ୍ତିମନ୍ତ୍ରୀଙ୍କୁ କରୋନା

Latest article

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ମୁମ୍ବାଇ ପୋଲିସର ଏଫ୍ଆଇଆର୍ ବନ୍ଦ କରିବାକୁ କଙ୍ଗନା ଓ ରଙ୍ଗୋଲି ଚାନ୍ଦେଲ ।

ମୁମ୍ବାଇ,ତା୨୩/୧୧;ଅଭିନେତ୍ରୀ କଙ୍ଗନା ରାନାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ସୋମବାର ଦିନ ବମ୍ବେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସୋସିଆଲ ମିଡିଆରେ...

ସମସ୍ତ ଭାରତୀୟଙ୍କୁ କେବେ ଟୀକାକରଣ କରାଯିବ ପ୍ରଧାନମନ୍ତ୍ରୀ କହିବେ ।

ନୂଆଦିଲୀ,ତା୨୩/୧୧ପ୍ରଧାନମନ୍ତ୍ରୀ ନିଶ୍ଚିତ ଭାବରେ ଦେଶକୁ କହିବେ: ୧. ସମସ୍ତ କୋଭିଡ ଟିକା ପ୍ରାର୍ଥୀଙ୍କ ମଧ୍ୟରୁ ବାଛିବ ଏବଂ କାହିଁକି? ୨. ପ୍ରଥମେ ଟିକା କିଏ ପାଇବ ଏବଂ ବଣ୍ଟନ...

ଓଡିଶା ରାଜ୍ୟପାଳଙ୍କ ପତ୍ନୀ ସୁଶୀଲା ଦେବୀଙ୍କ ଦେହାନ୍ତ ।

ଭୁବନେଶ୍ୱର: ରାଜ୍ୟର ପ୍ରଥମ ମହିଳା ତଥା ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶ ଲାଲଙ୍କ ପତ୍ନୀ ସୁଶୀଲା ଦେବୀ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ...