19 C
Bhubaneswar
Wednesday, November 25, 2020

ସଚିବ, ଯୁଗ୍ମ ସଚିବଙ୍କୁ ଦାୟିତ୍ୱଆବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

Must read

ବିବାଦରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହ ଓ ହର୍ଷ ଲିମ୍ବାଚିୟା ।

ମୁମ୍ୱାଇ,ତା,୨୪/୧୧; ଗଞ୍ଜେଇ ଘରେରଖିବା ସହ ସେବନକରୁଥିବା କଥା ସାମ୍ନାକୁ ଆସିବା ପରେ ଗତକାଲି ଭାରତର ଲୋକପ୍ରିୟ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହଙ୍କୁ ଗିରଫ କରିଥିଲା...

ଓଡ଼ିଶା ଚାଷୀଙ୍କୁ କେନ୍ଦ୍ର ଦେଇଛି ୬୦, ୮୩୬ କୋଟି : ଧର୍ମେନ୍ଦ୍ର ପ୍ରଧାନ ।

ନୂଆଦିଲ୍ଲୀ, ୨୪/୧୧;–ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତ ମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା...

ଏନ୍ଟିସିଏକୁ ଚିଠି ଲେଖିଲା ବନ ବିଭାଗ ।

ଭୁବନେଶ୍ୱର,୨୪/୧୧: ରାଜ୍ୟ ବନବିଭାଗକୁ ସୁନ୍ଦରୀଚିନ୍ତାୟ ସେଥିପାଇଁ ବାଘୁଣୀ ସୁନ୍ଦରୀ ପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥରିଟି (ଏନଟିସିଏ)କୁ ଚିଠିଲେଖିଲା ବନବିଭାଗ । ସୁନ୍ଦରୀଫେରିବ ନା...

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ଭୁବନେଶ୍ୱର,୨୦ା୮(ନି.ପ୍ର.): ବିଜୁ ଜନତା ଦଳ (ବିଜେଡ଼ି) ପକ୍ଷରୁ ଅ ।ଜିବିଭିନ୍ନ କ୍ଷେତ୍ର ପାଇଁ ୪୫ ଜଣ ସଚିବ ଓ ୪୧ ଜଣଙ୍କୁ ଯୁଗ୍ମ ସଚିବ ଭାବେ ନିଯୁକ୍ତକରାଯାଇଛି । ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପ…ନାୟକ ଏସବୁନୂଅ । ଦଳୀୟ କର୍ମକର୍ତ୍ତାମାନଙ୍କୁ ନିଯୁକ୍ତ କରିଛନ୍ତି ।କିଶୋର ତରାଇ ଓ ସଂଘମିତ୍ରା ଦଳେଇ ଅନୁସୂଚୀତ ଜାତି ବିକାଶ ଦାୟିତ୍ୱଦିଅ ।ଯାଇଥିବାବେଳେ ଅନୁଭବ ପ…ନାୟକ, କେ.ଶାନ୍ତି ଓ ବିଷ୍ଣପ୍ରିୟା ଦାସଙ୍କୁ ନାରୀସଶକ୍ତିକରଣ ଦାୟିତ୍ୱ, ଅମରେଶ ପତ୍ରୀ ଓ ରଂଜିତ ମହାପାତ୍ରଙ୍କୁ ଯୁବ ବ୍ୟାପାର ଦାୟିତ୍ୱଦିଅ ।ଯାଇଛି । ସେହିପରି ଅମରଜିତ ସେନାପତି, ବିଶ୍ୱଜିତ ସାମନ୍ତରାୟ ଓ ମନ୍ଦିକିନୀକରଙ୍କୁ ଛାତ୍ର ବ୍ୟାପାର, ଚିନ୍ମୟ ସାହୁ, ଅମରେଶ ଜେନା, ସୌଭାଗ୍ୟ ନାୟକ, ସୁବ୍ରମଣ୍ୟମମହାନ୍ତି, ସୁବାସ ମହାରଣା ଓ ଶୈଳେଶ ଦାନୀଙ୍କୁ ସଶକ୍ତ ଓଡ଼ିଶା ଦାୟିତ୍ୱ ଦିଆଯାଇଛି ।ଅନ୍ୟପକ୍ଷରେ ରବିନାରାୟଣ ନନ୍ଦ, ସଂଗ୍ରାମ କେଶରୀ ପାଇକରାୟ, ଶଶୀସାହୁ, ପ୍ରୟାସକାନ୍ତି ସାମଲ, ମରୁତ ପାଲଙ୍କୁ କଳା ,ସଂସ୍କୃତି ଓ ମାନବ ସମ୍ବଳଦାୟିତ୍ୱ ଦିଆଯାଇଛି ଏବଂ ଶେଖ ନିଜାମୁଦ୍ଦିନ ଓ ମହମ୍ମଦ ଡବ୍ଲୁ. ସକିଲଙ୍କୁସଂଖ୍ୟାଲଘୁ ବ୍ୟାପାର, ଭୁବନେଶ୍ୱର କିଷାନ, ଭାରତୀ ସିଂ ଓ କୃଷ୍ଣଚନ୍ଦ୍ର ଦାସଙ୍କୁଅ ।ଦିବାସୀ ଓ ସଂଖ୍ୟାଲଘୁ ବ୍ୟାପାର ଦାୟିତ୍ୱ ଦିଆଯାଇଛି । ସେହିପରି ସୁଭାଷପାତ୍ର, ଦୁର୍ଗା ସାମନ୍ତରାୟ, ଅଜୟ ନାୟକ, ଶିଶିର ପାତ୍ର, ମୀରା ପରିଡ଼ାଙ୍କୁ ଓଡ଼ିଶାମୋ ପରିବାର ଏବଂ ପୁଷ୍ପେନ୍ଦ୍ର ସିଂ ଦେଓ, ସରୋଜ କରଣ ଓ ଟି. ପ୍ରସାଦ ରାଓଦୋରାଙ୍କୁ ସାମାଜିକ କଲ୍ୟାଣ ଦାୟିତ୍ୱ ଦିଅ ।ଯାଇଛି । ଅନ୍ୟପକ୍ଷରେ ସ୍ୱାଧୀନନାୟକ, କୁନା ବିହାରୀ ଦାସ,ସନ୍ତୋଷ ପ…ନାୟକ ଓ ହର୍ଷ ବର୍ଦ୍ଧନ ସିଂଦେଓ,ରଂଜିତ ସାହୁଙ୍କୁ ଅ ।ଞ୍ଚଳିକ ବିକାଶ ଏବଂ ଉତ୍ତର ପାତ୍ର, ତପନ ଦାସ, କୃଷ୍ଣ ପଣ୍ଡା,ତ୍ରିନା ଗୋଏଲ ଓ ଚନ୍ଦ୍ରକାନ୍ତ ସାମଲଙ୍କୁ ପରିବେଶ ଦାୟିତ୍ୱ ଦିଅ ।ଯାଇଛି ।ଅନ୍ୟପକ୍ଷରେ ଦଳ ପକ୍ଷରୁ ମୋଟ ୪୧ ଜଣଙ୍କୁ ବିଭିନ୍ନ କ୍ଷେତ୍ରରେ ଯୁଗ୍ମସଚିବ ଦାୟିତ୍ୱ ଦିଆଯାଇଛି । ଏହି ସଦସ୍ୟମାନେ ହେଲେ ସଂଜୟ ସାହୁ,ସଂଜିତମହାନ୍ତି,ଏମ.ଧନଞ୍ଜୟ ରେ‡ୀ, ସନ୍ତୋଷ ବେଜ, ସମୀର ପ୍ରଧାନ, ଦେବାଶୀଷସିଟ,ଜ୍ୟୋତି ରଂଜନ ଜେନା, ପୃଥୀରାଜ ସାହୁ, ପ୍ରକାଶ ଡାଙ୍ଗ, ଦେଜାଲିନ ମହାପାତ୍ର,ସ୍ୱରାଜ ଲକ୍ଷ୍ମୀ ସାମଲ, ରେଜୱାନ ବେଗମ, ସଂଘମିତ୍ରା ଜେନା, ସବିତା ମହାପାତ୍ର,ସବିତା ପ୍ରଧାନ, ଜାହିର ଖାଁ, ପ୍ରଦୀପ ବିଶୋଇ, ଚକ୍ରଧର ହେମ୍ବ୍ରମ୍, ଧର୍ମେନ୍ଦ୍ରଅଧିକାରୀ, ଦିଲିପ ଧୁରିଅ ।, ଅବନୀ ରଂଜନ ଯୋଶୀ, ରାକେଶ ରାମ, କୈଳାଶରାଣ, ପ୍ରଶାନ୍ତ ନାୟକ, ଅଶୋକ ସାହୁ, ଜଗନ୍ନାଥ ଦାସ, ହରିଶଙ୍କର ରାଉତ,ତୁମ୍ବନାଥ ପଣ୍ଡା, ହିମାଂଶୁ ଦାସ, ସତ୍ୟ ରଂଜନ ଦାସ, ରାଜକମଲ ଜେନା, ଜ୍ଞାନଗିରିଗୋସ୍ୱାମୀ, ପୁଲକ ମହାନ୍ତି, ରାକେଶ ପଣ୍ଡା, ଗତିକୃଷ୍ଣ ନନ୍ଦ, ତନ୍ମୟ ସ୍ୱାଇଁ, କିଶୋରନାୟକ, ରଂଜିତ ରାୟ, ରାଜେଶ ପଣ୍ଡା, ରୁଦ୍ର ସାମନ୍ତରାୟ ଓ ଦୀପ୍ତିକାନ୍ତ ପରିଜା ।

- Advertisement -ସଚିବ, ଯୁଗ୍ମ ସଚିବଙ୍କୁ ଦାୟିତ୍ୱଆବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

More articles

LEAVE A REPLY

Please enter your comment!
Please enter your name here

- Advertisement -ସଚିବ, ଯୁଗ୍ମ ସଚିବଙ୍କୁ ଦାୟିତ୍ୱଆବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

Latest article

ବିବାଦରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହ ଓ ହର୍ଷ ଲିମ୍ବାଚିୟା ।

ମୁମ୍ୱାଇ,ତା,୨୪/୧୧; ଗଞ୍ଜେଇ ଘରେରଖିବା ସହ ସେବନକରୁଥିବା କଥା ସାମ୍ନାକୁ ଆସିବା ପରେ ଗତକାଲି ଭାରତର ଲୋକପ୍ରିୟ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହଙ୍କୁ ଗିରଫ କରିଥିଲା...

ଓଡ଼ିଶା ଚାଷୀଙ୍କୁ କେନ୍ଦ୍ର ଦେଇଛି ୬୦, ୮୩୬ କୋଟି : ଧର୍ମେନ୍ଦ୍ର ପ୍ରଧାନ ।

ନୂଆଦିଲ୍ଲୀ, ୨୪/୧୧;–ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତ ମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା...

ଏନ୍ଟିସିଏକୁ ଚିଠି ଲେଖିଲା ବନ ବିଭାଗ ।

ଭୁବନେଶ୍ୱର,୨୪/୧୧: ରାଜ୍ୟ ବନବିଭାଗକୁ ସୁନ୍ଦରୀଚିନ୍ତାୟ ସେଥିପାଇଁ ବାଘୁଣୀ ସୁନ୍ଦରୀ ପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥରିଟି (ଏନଟିସିଏ)କୁ ଚିଠିଲେଖିଲା ବନବିଭାଗ । ସୁନ୍ଦରୀଫେରିବ ନା...

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି ।

କଟକ,୨୪୧୧: ସ୍କୁଲ ଫି' ଛାଡପ୍ରସଙ୍ଗରେ ଆଜି ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି । କେତେ ପ୍ରତିଶତ ଫି ଛାଡ କରିହେବ ସେ...