28 C
Bhubaneswar
Saturday, September 19, 2020

କରୋନା ସଂକ୍ରମିତ ହୋଇ ସୁସ୍ଥ ହୋଇଥିବାବ୍ୟକ୍ତିଙ୍କର ପୁନର୍ବାର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭୁବନେଶ୍ୱର,୨୦ା୮(ନି.ପ୍ର.):ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣକୁରୋକିବା ସକାଶେ ଅନେକ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ଯାହାଫଳରେ ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗୁଛି ଓକରୋନା ସଂକ୍ରମିତ ବ୍ୟକ୍ତିଗଣ ଅଧିକ ସଂଖ୍ୟାରେ ସୁସ୍ଥ ହୋଇ ପାରିଛନ୍ତି ।ସଂପ୍ରତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ କରୋନା ସଂକ୍ରମଣକୁରୋକିବା ଦିଗରେ ଅ ।ଉଏକ ନୂତନ ପଦକ୍ଷେପ ହାତକୁ ନେଇଛନ୍ତି ।ଜିଲ୍ଲାରେକରୋନା ସଂକ୍ରମଣରେ ଅ ।କ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତି ବିଶେଷଙ୍କରପୁନର୍ବାର (ଅ ।ର୍.ଅ ।ର୍.ଟି.) ଯାଂଚ୍ କରାଯିବ । ଚଳିତ ମାସ ଅଗଷ୍ଟ ୨୦ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ଏହିପ୍ରକ୍ରିୟା ଶେଷ କରିବାକୁ ଜିଲ୍ଲାପାଳ ନିଦେ୍ର୍ଦଶ ଦେଇଛନ୍ତି । ସ୍ୱାସ୍ଥ୍ୟ ଟିମରେଏ.ଏନ୍.ଏମ୍., ଅ ।ଶା, ଅଙ୍ଗନୱାଡି କର୍ମୀ, ଅ ।ୟୁଷ ଡାକ୍ତର ଏବଂ ଅନ୍ୟସ୍ୱାସ୍ଥ୍ୟକର୍ମୀଙ୍କୁ ନେଇ ଦଳ ଗଠନ ହେବ ଏବଂ ସେହି ଦଳ ନିଜର ସୁରକ୍ଷାନିମନ୍ତେ ସତର୍କ ରହି କାର୍ଯ୍ୟ ପରି·ଳନା କରିବେ । କରୋନାରୁ ସୁସ୍ଥ ହୋଇଥିବାବ୍ୟକ୍ତି ବିଶେଷଙ୍କ ଘରକୁ ଘର ଯାଇ ସ୍ୱାସ୍ଥ୍ୟ ଅବସ୍ଥା ଯାଂଚ୍ କରିବା ସହିତସେମାନଙ୍କର ତଥ୍ୟ ଏକ ର୍ନିଦ୍ଧାରୀତ ଫର୍ମରେ ପୂରଣ କରିବେ । ଯଦି ଅ ।ବଶ୍ୟକପଡେ ତେବେ ଅନ୍ୟ ଜିଲ୍ଲାରୁ ଡେପୁଟେସନରେ ଅ ।ସିଥିବା ଏ.ଏମ୍.ଓ. ଏବଂଏଚ୍.ଏମ୍.ଓ. ମାନଙ୍କର ସେବା ମଧ୍ୟ ଗ୍ରହଣ କରି ଏହି କାର୍ଯ୍ୟ ସଂପାଦନାକରିବାକୁ ସୁପରିଣ୍ଟେଣ୍ଡେଣ୍ଟ ମାନଙ୍କୁ ନିଦେ୍ର୍ଦଶ ଦେଇଛନ୍ତି । ଏହି ସ୍ୱାସ୍ଥ୍ୟଯାଂଚ୍ ସମୟରେ ଯଦି କୌଣସି ଅ ।କ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇ ସୁଦ୍ଧା ପୁନର୍ବାରକରୋନା ସଂକ୍ରମଣ ଲକ୍ଷଣ ରହୁଛି ତେବେ ତୁରନ୍ତ ସେମାନଙ୍କୁ କୋଭିଡ୍ଚିକିତ୍ସାଳୟକୁ ନେଇ ସେମାନଙ୍କର ଚିକିତ୍ସା କରାଯିବାର କାର୍ଯ୍ୟକ୍ରମ ରହିଛି ।ଅକ୍ସିଜେନ ସ୍ତର, ପଲ୍ସ, ତାପମାତ୍ରା ଓ ଅନ୍ୟାନ୍ୟ ଲକ୍ଷଣ ଗୁଡିକ ଯାଂଚ୍ କରିବେ ।ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ମହାନଗର ନିଗମ କମିଶନରଙ୍କ ଦ୍ୱାରା ଏହାରସୁପରି·ଳନା ନିମନ୍ତେ ସୁପରଭାଇଜର୍ ମାନଙ୍କୁ ନିଯୁକ୍ତି ଦେବେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...