28 C
Bhubaneswar
Sunday, September 20, 2020

କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳନ

Must read

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

କଟକ,୨୦ା୮(ନି.ପ୍ର.): ଅ ।ଜି କଟକ ନଗର (ଜିଲ୍ଲା) କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ ପୁରିଘାଟ ସ୍ଥିତ କଂଗ୍ରେସକାର୍ଯ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ର୍ସ୍ଗତଃ ରାଜୀବ ଗାନ୍ଧୀଙ୍କ ୭୭ ତମ ଜୟନ୍ତୀ ପାଳନ ହୋଇଥିଲା । କମିଟିରସଭାପତି ତଥା ବାରବାଟୀ-କଟକ ବିଧାୟକ ଇଂ ମହମ୍ମଦ ମୋକିମ ର୍ସ୍ଗତ ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳିଅର୍ପଣ କରିଥିଲେ । ଏହି ଉପଲକ୍ଷେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ବିଧାୟକ ଶ୍ରୀ ମୋକିମ ପୌରହିତ୍ୟ କରି ଭାରତ ବର୍ଷରେପ୍ରଯୁକ୍ତି ବିଦ୍ୟା ଏବଂ ଦୂର ସଂ·ର ଓ ଅ ।ଧୁନିକ ଯୋଗାଯୋଗ କ୍ଷେତ୍ରରେ ବିକାଶ ପାଇଁ ସ୍ୱର୍ଗତ ଗାନ୍ଧୀଙ୍କ ଅବଦାନ ଚିରସ୍ମରଣୀୟହୋଇ ରହିବ । ସେ ଯୁବ ଶକ୍ତିର ସଠିକ ବିନିଯୋଗ ନିମନ୍ତେ ଦେଶରେ ନୂତନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରି ଯୁବମାନସର ପ୍ରତୀକ ଭାବେ ନିଜକୁ ପରିଚିତ କରି ପାରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗିରିବାଳା ବେହେରା, ଗୌରୀଦାସ,·ରୁଲତା ସାହୁ,ସେକ ସମିମଉଲ୍ଲା,ଶୈଳବାଳା ଜେନା,ତୃପ୍ତି ଦାସ,ନିକୁଞ୍ଜ ପଶାୟତ,ଅଶ୍ୱିନୀ ମହାରଣା,ପ୍ରଦୀପପ୍ରଧାନ,ଶରତ ଚନ୍ଦ୍ର ଶେଠୀ,ନୀଳାନ୍ଦ୍ରି ରାଓ, ରଶ୍ମି ମିଶ୍ର, ଡଃ ସନ୍ତୋଷ ବଳ,ଅମ୍ରିତା ଦାସ, ଅ ।ର୍ଯ୍ୟବୀର ଲେଙ୍କା,ବିକିଚକ୍ରବର୍ତ୍ତୀ,ଦେବୀ ପ୍ରସନ୍ନ ମହାପାତ୍ର,ସ୍ୱର୍ଣ୍ଣପ୍ରଭା ଲେଙ୍କା, କିରଣବାଳା ମହାନ୍ତି,ଶ୍ରୀୟା ସଂବେଦନା,ପିଙ୍କି ସିଂ,ହରେକୃଷ୍ଣବେହେରା, ରାମଜାନି ଅଲ୍ଲୀ ପ୍ରମୁଖ ସ୍ୱର୍ଗତ ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେଇ ଶ୍ରାଦ୍ଧଞ୍ଜଳି ଅର୍ପଣ କରିଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଉନ୍ନୟନ ବ୍ୟୟ ନୈରାଶ୍ୟ ଜନକ

ଭୁବନେଶ୍ୱର,୧୮ ।୯(ନି.ପ୍ର):ଉନ୍ନୟନ କାର୍ଯ୍ୟ ପାଇଁ ପାଣ୍ଠି ମହଜୁଦଥିବାବେଳେ ଅଧିକାଂଶ ବିଭାଗ କିନ୍ତୁ ଅର୍ଥଖର୍ଚ୍ଚ କରିପାରୁ ନାହାନ୍ତି । ଏଭଳିନୈରାଶ୍ୟଜନକ ବ୍ୟୟ ଏବେ ରାଜ୍ୟସରକାରଙ୍କୁ ଚିନ୍ତାରେ...