27 C
Bhubaneswar
Sunday, September 20, 2020

ପ୍ଲାଜମା ଥେରାପିକୁ ଅନୁମତି ଦେଲେ ଟ୍ରମ୍ପ

Must read

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ୂଅ ।ଦିଲ୍ଲୀ: କରୋନା ରୋଗୀଙ୍କ ଚିକିତ୍ସା ପାଇଁଅ ।ମେରିକା ଶେଷରେ ପ୍ଲାଜମା ଥେରାପିକୁ ଅନୁମତି ଦେଇଛି । ଏ ନେଇ ଘୋଷଣା କରିଛନ୍ତି ଅ ।ମେରିକାର ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପ । ଟ୍ରମ୍ପ କହିଛନ୍ତି ଯେ, ଅ ।ମେରିକାର ଖାଦ୍ୟଏବଂ ଔଷଧ ପ୍ରଶାସନ ଜରୁରୀକାଳୀନ ଅଧିକାର ଅଧୀନରେକରୋନା ଚିକିତ୍ସାର ଏହି ପଦ୍ଧତିକୁ ଅନୁମୋଦନ କରିଛନ୍ତି ।ପ୍ରାୟ ୧.୫ମାସ ପୂର୍ବରୁ କରୋନା ରୋଗୀଙ୍କ ଚିକିତ୍ସା ପାଇଁଭାରତରେ ପ୍ଲାଜମା ଥେରାପିର ଅ ।ରମ୍ଭ କରାଯାଇଥିବାବେଳେ ଏବେ ଅ ।ମେରିକା ମଧ୍ୟ ଏହି ପଦ୍ଧତି ବ୍ୟବହାରକରିବା ଅ ।ରମ୍ଭ କରିବ । ଟିକା ବାହାରିବାରେ ବିଳମ୍ବହେଉଥିବାରୁ ଚିକିତ୍ସା ପାଇଁ ଅ ।ମେରିକା ପ୍ଲାଜମା ଥେରାପିକୁଅନୁମତି ଦେଇଥିବା ଜଣା ପଡିଛି ।ଏହି ଅବସରରେ ହ୍ୱାଇଟ ହାଉସରେ ସାମ୍ବାଦିକମାନଙ୍କୁସମ୍ବୋଧିତ କରିବା ବେଳେ ଟ୍ରମ୍ପ ପୁଣି ଥରେ କରୋନାଭୂତାଣୁକୁ ଚୀନର ଭୂତାଣୁ ବୋଲି କହିଥିଲେ । ସେ କହିଥିଲେଯେ, ଏଭଳି ଐତିହାସିକ ଘୋଷଣା କରି ମୁଁ ଖୁସି, ଚୀନରଭୂତାଣୁ ବିରୋଧରେ ସଂଗ୍ରାମ କରିବା ପାଇଁ ଏଫଡିଏ ପ୍ଲାଜମାଥେରାପିର ଜରୁରୀକାଳୀନ ବ୍ୟବହାର କରିବାକୁ ଅନୁମତିଦେଇଛି, ଯାହା ଅଗଣିତ ଜୀବନ ରକ୍ଷା କରିବ ।ତେବେ ଭାରତରେ ପ୍ଲାଜମା ଥେରାପି ଅନେକ ପୂର୍ବରୁଅ ।ରମ୍ଭ ହୋଇଯାଇଛି ।ଟିକା ବାହାରିବାରେ ବିଳମ୍ବ ହେବାଜାଣି ଭାରତ ସରକାର ପ୍ଲାଜମା ଥେରାପିକୁ ଅନୁମତିଦେଇଥିଲେ । ଯାହା ଦ୍ୱାରା ଏ ପର୍ଯ୍ୟନ୍ତ ଅନେକ ଜୀବନବଞ୍ଚାଇବାରେ ଡାକ୍ତର ସଫଳ ହୋଇଛନ୍ତି । ଏହି ପଦ୍ଧତିରେକରୋନା ମୁକ୍ତ ହୋଇସାରିଥିବା ଲୋକଙ୍କ ଶରୀରରୁ ପ୍ଲାଜମାନିଅ ।ଯାଇ କରୋନା ଅ ।କ୍ରାନ୍ତଙ୍କ ଶରୀରରେ ଦିଅ ।ଯାଏ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଉନ୍ନୟନ ବ୍ୟୟ ନୈରାଶ୍ୟ ଜନକ

ଭୁବନେଶ୍ୱର,୧୮ ।୯(ନି.ପ୍ର):ଉନ୍ନୟନ କାର୍ଯ୍ୟ ପାଇଁ ପାଣ୍ଠି ମହଜୁଦଥିବାବେଳେ ଅଧିକାଂଶ ବିଭାଗ କିନ୍ତୁ ଅର୍ଥଖର୍ଚ୍ଚ କରିପାରୁ ନାହାନ୍ତି । ଏଭଳିନୈରାଶ୍ୟଜନକ ବ୍ୟୟ ଏବେ ରାଜ୍ୟସରକାରଙ୍କୁ ଚିନ୍ତାରେ...