28 C
Bhubaneswar
Saturday, September 19, 2020

ୱାଟରଷ୍ଟୋନରେ ସିବିଆଇ

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ମୁମ୍ବାଇ ୨୪/୮ : ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେସିବିଅ ।ଇ ତଦନ୍ତ ଜୋରସୋରରେ ·ଲିଛି । ସୁଶାନ୍ତ ସିଂହଙ୍କ କୁକ୍,ଫ୍ଲାଟମେଟ୍, ଘର ମାଲିକଙ୍କୁ ପଚରାଉଚୁରା କରିବା ପରେ ସିବିଅ ।ଇରିୟା ଚକ୍ରବର୍ତ୍ତୀ, ରାଜତ୍ୱ ମେବତୀ ଏବଂ ମନୋଚିକିତ୍ସକ ଡ.କେଶରୀଛାାଡାଙ୍କୁ ପଚରାଉଚୁରା କରିପାରେ । ସିବିଅ ।ଇ ରିୟାଙ୍କୁ ସମନ ପଠାଇପଚରାଉଚୁରା ପାଇଁ ଡାକିପାରେ ବୋଲି ଅନୁମାନ କରାଯାଉଛି ।ସୁଶାନ୍ତ ସିଂହଙ୍କ ମୃତ୍ୟୁ ମାମଲାର ପର୍ଦାଫାଶ କରିବାକୁ ସିବିଅ ।ଇଟିମ ସୋମବାର ଦିନ ୱାଟରଷ୍ଟୋନ୍ ହୋଟେଲରେ ପହଞ୍ଚିଛି । ସୂଚନାଅନୁଯାୟୀ, ଏହି ହୋଟେଲରେ ସୁଶାନ୍ତ ଓ ରିୟା କିଛି ଦିନ ରହିଥିଲେ ।ସେଥିପାଇଁ ସିବିଆଇ ଟିମ ତଦନ୍ତ ପାଇଁ ଏହି ହୋଟେଲରେ ପହଞ୍ଚିଛିସୁଶାନ୍ତ ସିଂହଙ୍କ ମୃତ୍ୟୁ ମାମଲାରେ ରିୟାଙ୍କ ଉପରେ ନାନା ଅ ।ରୋପଲଗାଯାଇଛି । ସୁଶାନ୍ତଙ୍କ ପିତାଙ୍କ ତରଫରୁ ରୁଜ୍ଜୁ ହୋଇଥିବାଏଫଅ ।ଇଅ ।ରରେ ରିୟାଙ୍କ ବିରୋଧରେ ବ୍ଳକମେଲିଙ୍ଗ ଠାରୁ ଅ ।ରମ୍ଭକରି ପ୍ରତାରଣା ଯାଏଁ ଅଭିଯୋଗ ହୋଇଛି ।ଏବେ ଖବର ଅ ।ସିଛି ଯେ ସିଦ୍ଧାର୍ଥ ପିଠାନିଙ୍କୁ ପୁଣି ଥରେ ସିବିଆଇଊଜଊଙଗେଷ୍ଟ ହାଉସକୁ ଡାକିଛି । ଅ ।ଜି ପୁଣି ଥରେ ସିବିଅ ।ଇ ଟିମ୍ସିଦ୍ଧାର୍ଥ ପିଠାନିଙ୍କୁ ପଚରାଉଚରା କରିପାରେ । ସିବିଅ ।ଇ ରିୟା ଚକ୍ରବର୍ତ୍ତୀଏବଂ ତାଙ୍କ ପିତା ଇନ୍ଦ୍ରଜିତ ଚକ୍ରବର୍ତ୍ତୀଙ୍କୁ ପଚରାଉଚରା ପାଇଁ ସମନ ଜାରି କରିଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...