29 C
Bhubaneswar
Friday, September 18, 2020

ବାଲିଅନ୍ତା ମୁଖ୍ୟ ରାସ୍ତା ସିଲ୍ ନେଇ ଉତ୍ତେଜନା

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ବାଲିଅନ୍ତା,୨୪ ।୮(ନି.ପ୍ର) : ବାଲିଅନ୍ତା ଥାନା ପ୍ରତାପରୁଦ୍ରପୁର ପଞ୍ଚାୟତ ଅଧୀନବିଶରପୁର ଗ୍ରାମର ଗୋଟିଏ ପରିବାରରୁ ୪ ଅ ।କ୍ରାନ୍ତ ଚିହ୍ନଟ ହେବା ପରେ ପଞ୍ଚାୟତପକ୍ଷରୁ ପାରିବାସୁଦେଇପୁର-ଅ ।ଣ୍ଠୁଅ ।ରି ମୁଖ୍ୟ ରାସ୍ତାକୁ ବାଉଁଶ ବାନ୍ଧି ବନ୍ଦ କରିଦିଅ ।ଯାଇଛି । ଏନେଇ ଯାତାୟାତରେ ଘୋର୍ ସମସ୍ୟା ସୃଷ୍ଟି ହେବାରୁ ଗ୍ରାମବାସୀଙ୍କମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି । ଗ୍ରାମବାସୀଙ୍କ ଯୁକ୍ତି ହେଲା, ଗ୍ରାମରେ ୧୦ମାସର ଜଣେ ଗର୍ଭବତୀ, ଦୁଇଜଣ ଅ ।ସନ୍ନ ପ୍ରସବା ମହିଳା ଓ ୪ଜଣ ହୃଦରୋଗୀରହୁଛନ୍ତି । ଅ ।ପକ୍ରାଳୀନ ସ୍ଥିତିରେ ସେମାନଙ୍କୁ ହସ୍ପିଟାଲ ନେବାରେ ସମସ୍ୟା ସୃଷ୍ଟିହୋଇପାରେ । ରାସ୍ତା ସିଲ୍ ହୋଇଥିବାରୁ ଅ ।ମ୍ବୁଲାନ୍ସ ଗ୍ରାମ ଭିତରକୁ ପ୍ରବେଶ କରିପାରିବନାହିଁ । ଅପରପେକ୍ଷ କ୍ଷୀର ଓ ଛେନା ନେଇ ଭୁବନେଶ୍ୱର ଯାଉଥିବା ବ୍ୟବସାୟୀମାନେମଧ୍ୟ ଏହାଦ୍ୱାରା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ତେଣୁ ରାସ୍ତା ଖୋଲି ଦେବା ପାଇଁଗ୍ରାମ କମିଟି ବାଲିଅନ୍ତା ଥାନା ଅଧିକାରୀ ପ୍ରଦୀପ ରାଉତ ଏବଂ ବିଡିଓ ଅ ।ଦିକନ୍ଦବେହେରାଙ୍କୁ ଫୋନ୍ କରି ଜଣାଇଛନ୍ତି । କିନ୍ତୁ ରିପୋର୍ଟ ଲେଖା ହେବା ବେଳକୁବାଉଁଶଧଡ଼ା ଖୋଲାଯାଇ ନଥିବା ସୂଚନା ମିଳିଛି । ଏ ସଂପର୍କରେ ସରପଞ୍ଚ ବାମନଚରଣ ଭୋଇ କହିଛନ୍ତି, ସଂକ୍ରମଣ ନିୟନ୍ତ୍ରଣ କରିବା ଲାଗି ରାସ୍ତା ସିଲ କରାଯାଇଛି ।ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ଅ ।ଣ୍ଠୁଗଣ୍ଠି ରୋଗରେ ପୀଡ଼ିତ ଥିବା ଉକ୍ତପରିବାରର ଜଣେ ବ୍ୟକ୍ତିଙ୍କୁ ଚିକିତ୍ସା ଲାଗି କଟକ ବଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।ସେଠାରେ ତାଙ୍କ ସ୍ୱାବ୍ ପରୀକ୍ଷା କରାଯିବାରୁ ସେ ପଜିଟିଭ୍ ଚିହ୍ନଟ ହୋଇଥିଲେ ।ଏହାପରେ ତାଙ୍କ ପତ୍ନୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍ ଅ ।ସିଥିଲା । ସେହିପରି ଦୁଇ ଦିନତଳେ ତାଙ୍କର ୨୭ବର୍ଷର ଭଣଜା ଓ ୧୧ ବର୍ଷର ଝିଅ ପଜିଟିଭ୍ ଚିହ୍ନଟ ହୋଇଥିଲେ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...