18 C
Bhubaneswar
Tuesday, January 19, 2021

ରୋକି ହେଉନି ମୃତୁ୍ୟ

Must read

ଭାରତ କେବଳ ହାତଗଣତି ମିନିଟେରାଲ୍ସ ସହିତ ରହିଯାଇଛି ।

ଆମେରିକା : ଆମେରିକାର ବାରମ୍ବାର ଚେତାବନୀ ସ୍ଵତେ ଚୀନ୍ ସହିତ ନିବେଶ ଉପରେ ୟୁରୋପୀୟ ୟୁନିଅନର ସମ୍ପ୍ରତି ବିସ୍ତୃତ ଚୁକ୍ତିନାମା ସମଗ୍ର ବିଶ୍ୱରେ ଆଖିକୁ...

ସୋସିଆଲ ମିଡିଆରେ ମୋନୀ ରୟ ଜଣେ ଲୋକପ୍ରିୟ ସେଲିବ୍ରିଟି ଅଟନ୍ତି |

ନୂଆଦିଲ୍ଲୀ: ପୁଣି ଥରେ ଅଭିନେତ୍ରୀ ମୁନି ରୟ ନିଜର ସାଇଜଲିଂ ବିକିନି ଚିତ୍ର ସହିତ ଇଣ୍ଟରନେଟରେ ନିଆଁ ଲଗାଇ ଦେଇଛନ୍ତି। ଷ୍ଟାନର୍ଙ୍କର ଏକ ...

ପବଜୀ ମୋବାଇଲ୍ ଇଣ୍ଡିଆ ପୁନ ଆରମ୍ଭ ତାରିଖ ।

ନୂଆଦିଲ୍ଲୀ: ଭାରତରେ ଖେଳର ପୁନ ପ୍ରବେଶ ପାଇଁ ଲକ୍ଷ ଲକ୍ଷ ମୋବାଇଲ୍ ପ୍ରଶଂସକ ଉତ୍ସାହର ସହିତ ଅପେକ୍ଷା କରିଥିବା ବେଳେ ଆଗାମୀ ଦିନରେ ଦେଶରେ ମୋବାଇଲ୍ ଇଣ୍ଡିଆ...

ଜୁନ୍ ମଧ୍ୟଭାଗରୁ ଭାରତ ସର୍ବନିମ୍ନ ସ୍ପାଇକ୍ ରେକର୍ଡ କରିଛି ।

ନୁଆଦିଲ୍ଲୀ: ଗତ ୨୪ଘଣ୍ଟା ମଧ୍ୟରେ ଭାରତ ୧୩,୭୮୮ ନୂତନ କୋଭିଡ -୧୯ ମାମଲା ରିପୋର୍ଟ କରିଛି | ଗତ ବର୍ଷ ଜୁନ୍ ମଧ୍ୟଭାଗରେ ଏହି...

ୁବନେଶ୍ୱର,୨୫ା୮(ନି.ପ୍ର.): ଅ ।ଜି ରାଜ୍ୟରେ ଆଜିଅ ।ଉ ୨୭୫୨ କରୋନା ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏମାନଙ୍କମଧ୍ୟରୁ ସଙ୍ଗରୋଧରୁ ୧୭୦୮ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୪କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ୩୦ଟି ଜିଲ୍ଲାରୁଅ ।ଜି ଏହିସବୁ ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଏବେ ରାଜ୍ୟରେ କରୋନା ଅ ।କ୍ରାନ୍ତଙ୍କ ସଂଖ୍ୟା ୮୪ ହଜାର୨୩୧କୁ ବୃଦ୍ଧିପାଇଛି ।ଅ ।ଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୩, କଟକ ଜିଲ୍ଲାରୁ୨୪୭, ଯାଜପୁର ଜିଲ୍ଲାରୁ ୨୧୭ ଓ ଗଞ୍ଜାମ ଜିଲ୍ଲାରୁ ୨୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ୧୭୭, କୋରାପୁଟରୁ ୧୭୪, ପୁରୀରୁ ୧୪୪, ମୟୂରଭଞ୍ଜରୁ୧୩୭, ବାଲେଶ୍ୱରରୁ ୧୨୯, ନୟାଗଡ଼ରୁ ୧୦୩,ଜଗତସିଂହପୁର ଓ ମାଲକାନଗିରିରୁ ୧୦୧ ଲେଖାଏଁ,କେନ୍ଦ୍ରାପଡ଼ାରୁ ୯୭, କନ୍ଧମାଳରୁ ୯୫, ଗଜପତିରୁ ୬୦, ଭଦ୍ରକଜିଲ୍ଲାରୁ ୫୮, ସମ୍ବଲପୁର ଜିଲ୍ଲାରୁ ୫୫, ସୁନ୍ଦରଗଡ଼ ଜିଲ୍ଲାରୁ୪୪, ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୨୮ ଲେଖାଏଁ, ନବରଙ୍ଗପୁରଜିଲ୍ଲାରୁ ୨୭, ଅନୁଗୁଳ ଜିଲ୍ଲାରୁ ୨୩, କଳାହାଣ୍ଡି ଜିଲ୍ଲାରୁ ୧୬,ଝାରସୁଗୁଡ଼ା ଜିଲ୍ଲାରୁ ୧୫, ବଲାଙ୍ଗୀର ଜିଲ୍ଲାରୁ ୧୪, ବୌଦ୍ଧ ଜିଲ୍ଲାରୁ୧୧, ନୂଆପଡ଼ା ଜିଲ୍ଲାରୁ ୮, ଦେବଗଡ଼ ଜିଲ୍ଲାରୁ ୬, ଢେଙ୍କାନାଳ ଓସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି

- Advertisement -ରୋକି ହେଉନି ମୃତୁ୍ୟ

More articles

LEAVE A REPLY

Please enter your comment!
Please enter your name here

- Advertisement -ରୋକି ହେଉନି ମୃତୁ୍ୟ

Latest article

ଭାରତ କେବଳ ହାତଗଣତି ମିନିଟେରାଲ୍ସ ସହିତ ରହିଯାଇଛି ।

ଆମେରିକା : ଆମେରିକାର ବାରମ୍ବାର ଚେତାବନୀ ସ୍ଵତେ ଚୀନ୍ ସହିତ ନିବେଶ ଉପରେ ୟୁରୋପୀୟ ୟୁନିଅନର ସମ୍ପ୍ରତି ବିସ୍ତୃତ ଚୁକ୍ତିନାମା ସମଗ୍ର ବିଶ୍ୱରେ ଆଖିକୁ...

ସୋସିଆଲ ମିଡିଆରେ ମୋନୀ ରୟ ଜଣେ ଲୋକପ୍ରିୟ ସେଲିବ୍ରିଟି ଅଟନ୍ତି |

ନୂଆଦିଲ୍ଲୀ: ପୁଣି ଥରେ ଅଭିନେତ୍ରୀ ମୁନି ରୟ ନିଜର ସାଇଜଲିଂ ବିକିନି ଚିତ୍ର ସହିତ ଇଣ୍ଟରନେଟରେ ନିଆଁ ଲଗାଇ ଦେଇଛନ୍ତି। ଷ୍ଟାନର୍ଙ୍କର ଏକ ...

ପବଜୀ ମୋବାଇଲ୍ ଇଣ୍ଡିଆ ପୁନ ଆରମ୍ଭ ତାରିଖ ।

ନୂଆଦିଲ୍ଲୀ: ଭାରତରେ ଖେଳର ପୁନ ପ୍ରବେଶ ପାଇଁ ଲକ୍ଷ ଲକ୍ଷ ମୋବାଇଲ୍ ପ୍ରଶଂସକ ଉତ୍ସାହର ସହିତ ଅପେକ୍ଷା କରିଥିବା ବେଳେ ଆଗାମୀ ଦିନରେ ଦେଶରେ ମୋବାଇଲ୍ ଇଣ୍ଡିଆ...

ଜୁନ୍ ମଧ୍ୟଭାଗରୁ ଭାରତ ସର୍ବନିମ୍ନ ସ୍ପାଇକ୍ ରେକର୍ଡ କରିଛି ।

ନୁଆଦିଲ୍ଲୀ: ଗତ ୨୪ଘଣ୍ଟା ମଧ୍ୟରେ ଭାରତ ୧୩,୭୮୮ ନୂତନ କୋଭିଡ -୧୯ ମାମଲା ରିପୋର୍ଟ କରିଛି | ଗତ ବର୍ଷ ଜୁନ୍ ମଧ୍ୟଭାଗରେ ଏହି...

ଆଜି ଷ୍ଟାର୍ଟଅପ୍ ଇଣ୍ଡିଆ ଆନ୍ତର୍ଜାତୀୟ ସମ୍ମିଳନୀ ।

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ) ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଷ୍ଟାର୍ଟଅପ୍ ସହ ଯୋଗାଯୋଗ କରିବେ ଏବଂ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ...