ୁବନେଶ୍ୱର,୨୫ା୮(ନି.ପ୍ର.): ଅ ।ଜି ରାଜ୍ୟରେ ଆଜିଅ ।ଉ ୨୭୫୨ କରୋନା ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏମାନଙ୍କମଧ୍ୟରୁ ସଙ୍ଗରୋଧରୁ ୧୭୦୮ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୪କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ୩୦ଟି ଜିଲ୍ଲାରୁଅ ।ଜି ଏହିସବୁ ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଏବେ ରାଜ୍ୟରେ କରୋନା ଅ ।କ୍ରାନ୍ତଙ୍କ ସଂଖ୍ୟା ୮୪ ହଜାର୨୩୧କୁ ବୃଦ୍ଧିପାଇଛି ।ଅ ।ଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୩, କଟକ ଜିଲ୍ଲାରୁ୨୪୭, ଯାଜପୁର ଜିଲ୍ଲାରୁ ୨୧୭ ଓ ଗଞ୍ଜାମ ଜିଲ୍ଲାରୁ ୨୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ୧୭୭, କୋରାପୁଟରୁ ୧୭୪, ପୁରୀରୁ ୧୪୪, ମୟୂରଭଞ୍ଜରୁ୧୩୭, ବାଲେଶ୍ୱରରୁ ୧୨୯, ନୟାଗଡ଼ରୁ ୧୦୩,ଜଗତସିଂହପୁର ଓ ମାଲକାନଗିରିରୁ ୧୦୧ ଲେଖାଏଁ,କେନ୍ଦ୍ରାପଡ଼ାରୁ ୯୭, କନ୍ଧମାଳରୁ ୯୫, ଗଜପତିରୁ ୬୦, ଭଦ୍ରକଜିଲ୍ଲାରୁ ୫୮, ସମ୍ବଲପୁର ଜିଲ୍ଲାରୁ ୫୫, ସୁନ୍ଦରଗଡ଼ ଜିଲ୍ଲାରୁ୪୪, ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୨୮ ଲେଖାଏଁ, ନବରଙ୍ଗପୁରଜିଲ୍ଲାରୁ ୨୭, ଅନୁଗୁଳ ଜିଲ୍ଲାରୁ ୨୩, କଳାହାଣ୍ଡି ଜିଲ୍ଲାରୁ ୧୬,ଝାରସୁଗୁଡ଼ା ଜିଲ୍ଲାରୁ ୧୫, ବଲାଙ୍ଗୀର ଜିଲ୍ଲାରୁ ୧୪, ବୌଦ୍ଧ ଜିଲ୍ଲାରୁ୧୧, ନୂଆପଡ଼ା ଜିଲ୍ଲାରୁ ୮, ଦେବଗଡ଼ ଜିଲ୍ଲାରୁ ୬, ଢେଙ୍କାନାଳ ଓସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି