20.1 C
Bhubaneswar
Sunday, November 29, 2020

୪୮ ଘଣ୍ଟା ପର୍ଯ୍ୟନ୍ତବର୍ଷାରୁ ନିସ୍ତାର ନାହିଁ

Must read

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

ଭୁବନେଶ୍ୱର,୨୫ା୮(ନି.ପ୍ର.): ବଙ୍ଗୋପସାଗରର ଉତ୍ତର ଉପକୂଳ ଏବଂତତ୍ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁ·ପ କ୍ଷେତ୍ର ବର୍ତ୍ତମାନ ସଂପୃକ୍ତ ଅଞ୍ଚଳଉପରେ ଏକ “ୱେଲମାର୍କ ଲୋ-ପ୍ରେସର’ରେ ପରିଣତ ହୋଇଛି । ଏହାରପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅ ।ସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁଅତିପ୍ରବଳ ବର୍ଷା ଲାଗି ରହିବ ବୋଲି ଅ ।ଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁଜାରି ଏକ ସତର୍କ ସୂଚନାରେ କୁହାଯାଇଛି ।ଏହି ଲଘୁ·ପ ପ୍ରଭାବରେ ଅ ।ସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୬ ତାରଖସନ୍ଧ୍ର୍ୟା ସୁଦ୍ଧା ଓଡିଶାର ଜିଲ୍ଲାର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତହେବାର ସମ୍ଭାବନା ଅଧିକ ରହିଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ,ଙ୍କୋନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର,ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଝାରସୁଗୁଡା, ବରଗଡ, ନୟାଗଡ଼, ଗଞ୍ଜାମ,ନୂଅ ।ପଡା, ନବରଙ୍ଗପୁର, ମାଲକାନଗିରି, ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ୨୭ ତାରିଖ ସନ୍ଧ୍ର୍ୟା ସୁଦ୍ଧା ଅ ।ଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛ । ତେବେ, ସମ୍ବଲପୁର,ସୋନପୁର, ବରଗଡ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡା, ସୁନ୍ଦରଗଡ,ଏବଂ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନାରହଥିବାରୁ ଏଡି ସମସ୍ତ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।ଅନ୍ୟପକ୍ଷରେନବରଙ୍ଗପୁର, ଅନୁଗୁଳ, ନୂଅ ।ପଡା, ଙ୍କୋନାଳ, ମୟୂରଭଞ୍ଜ, କନ୍ଧମାଳ ଏବଂକେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହଥିବାରୁ ଏହିସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ମାଲକାନଗିରି,କୋରାପୁଟ, କଟକ ଏବଂ ଯାଜପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

- Advertisement -୪୮ ଘଣ୍ଟା ପର୍ଯ୍ୟନ୍ତବର୍ଷାରୁ ନିସ୍ତାର ନାହିଁ

More articles

LEAVE A REPLY

Please enter your comment!
Please enter your name here

- Advertisement -୪୮ ଘଣ୍ଟା ପର୍ଯ୍ୟନ୍ତବର୍ଷାରୁ ନିସ୍ତାର ନାହିଁ

Latest article

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

ଡିସେମ୍ବର ୧ ରୁ ଓଡିଶାର ମେଡିକାଲ କଲେଜଗୁଡ଼ିକ ଖୋଲିବ |

ଭୁବନେଶ୍ୱର: ଡିସେମ୍ବର ୧ ରୁ ମେଡିକାଲ କଲେଜ ଖୋଲିବା ଏବଂ ପରୀକ୍ଷା ପରିଚାଳନାରେ ସମାନତା ନିଶ୍ଚିତ କରିବାକୁ ଓଡିଶା ସରକାର ଶୁକ୍ରବାର ଦିନ ନିଷ୍ପତ୍ତି...