24 C
Bhubaneswar
Wednesday, November 25, 2020

କଟକ ଦୁର୍ଗାପୂଜାକୁ ନେଇହାଇକୋର୍ଟରେ ଜନସ୍ୱାର୍ଥ ମାମଲା

Must read

ଆର୍ଥିକ ନିରାପତ୍ତା ଦେଇଛି ମାଛଚାଷ ।

ଭୁବନେଶ୍ଵର,୨୫ ।୧୧;ମହିଳାସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକ ମାଛଚାଷ ଜରିଆରେ ନିଜର ଆର୍ଥିକ ନିରାପତ୍ତାକୁ ସୁଦୃଢ କରିପାରିଛନ୍ତି । ଏହାର ଏକ ଉଦାହରଣା ତ୍ସାହିତ କରିଆସୁଛି...

କେବଳ ଖୁଚୁରା ଦୋକାନରେ ପଲିଥିନ୍ ଚଢ଼ଉ ।

କଟକ,୨୫।୧୧ ସହରର ପ୍ରତିଦୋକାନରେ ଏବେ ମିଳୁଛି ପଲିଥିନ୍ ।ରାସ୍ତାକଡ଼ର ଫଳ ଦୋକାନରୁ ଆରମ୍ଭକରି ବଡ଼ବଡ଼ ଦୋକାନ ପର୍ଯ୍ୟନ୍ତ; ସବୁଠିଯାହାକୁ ଯେତେ ପଲିଥିନ୍ ମିଳୁଛି ।ଚଳିତବର୍ଷ...

ବଳାକ୍ରାରୀ ପ୍ରେମିକର ଜାମିନ ଖାରଜ ହୋଇଛି ।

ଭୁବନେଶ୍ୱର,୨୫ ।୧୧ପ୍ରେମିକାଙ୍କୁ ତାଙ୍କ ଇଚ୍ଛା ବିରୋଧରେ ବଳାକ୍ରାର କରିବା ସହ ସେ ସମୟର ଭିଡ଼ିଓରେକର୍ଡିଂ କରି ସାମାଜିକ ଗଣମାଧ୍ୟମରେ ଛାଡ଼ି ଆଇନ୍ ଅଦାଲତର ଜାଲରେ...

ବେଧଡ଼କ ଚାଲିଛି ବେଆଇନ ଇଟାଭାଟି ।

କାକଟପୁର,୨୫/୧୧; ପୁରୀଜିଲ୍ଲା ଅନ୍ତର୍ଗତ କାକଟପୁର ତହସିଲ ଅଧିନସ୍ଥ ବିଭିନ୍ନ ରାଜସ୍ୱ ଗ୍ରାମରେ ବେଧଡକ ବେଆଇନ ଭାବରେ ଇଟାମାଫିଆଙ୍କ ଚାଲିଛି ଇଟା ଭାଟି । ସାର ବିଶ୍ୱରେ କରୋନ ମହାମାରୀ କାୟା...

କଟକ,୨୫ା୮(ନି.ପ୍ର.): କଟକ ଦୁର୍ଗା ପୂଜା ପାଇଁ ହାଇକୋର୍ଟରେଦାଏର ହେଲା ଜନସ୍ୱାର୍ଥ ମାମଲା । ଦୁର୍ଗାପୂଜା ଅ ।ୟୋଜନ ନେଇ କଟକବାଲୁବଜାର ପୂଜା କମିଟି ପକ୍ଷରୁ ଜନସ୍ୱାର୍ଥ ମାମଲା ଦାଏର ହୋଇଥିବାଜଣାପଡିଛି । ରଥଯାତ୍ରା ପରି କଟକରେ ଦୁର୍ଗାପୂଜା ପାଇଁ ଅନୁମତି ଦେବାକୁଅ ।ବେଦନରେ ଅନୁରୋଧ କରାଯାଇଛି । କୋଭିଡ୍ ଗାଇଡ୍ ଲାଇନ୍ଅ ।ଧାରରେ ପୂଜା ପାଇଁ ଅନୁମତି ଦେବାକୁ ଅ ।ବେଦନରେ ଦର୍ଶାଯାଇଛି ।ତେବେ ଏହା ପୂର୍ବରୁ ଗଣେଶ ପୂଜା ଅ ।ୟୋଜନକୁ ଅନୁମତି ଦେବାପାଇଁ ମଧ୍ୟ ବୁଢା ଗଣେଶ ପୂଜା କମିଟି ପକ୍ଷରୁ ହାଇକୋର୍ଟରେ ଏକଅ ।ବେଦନ କରାଯାଇଥିଲା ଓଡ଼ିଶା ହାଇକୋର୍ଟ ଏହି ଅ ।ବେଦନର ଶୁଣାଣିକରି ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଉପରେ ନିଷ୍ପତି ଛାଡିଥିଲେ ।କରୋନାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ନିଷ୍ପତି ଗ୍ରହଣ କରିବାକୁଓଡିଶା ହାଇକୋର୍ଟ ନିଦେ୍ର୍ଦଶ ଦେଇଥିଲେ । ହେଲେ କଟକ ଡିସିପିଙ୍କପକ୍ଷରୁ ଗଣେଶ ପୂଜା ହୋଇପାରିବ ନାହିଁ ବୋଲି ମନା କରାଯାଇଥିଲା ।ତେବେ ବର୍ତ୍ତମାନ ଦୁର୍ଗାପୂଜା ଅ ।ୟୋଜନ ନେଇ ଅ ।ଶଙ୍କା ଉପୁଜିଥିବାରୁହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି ।

- Advertisement -କଟକ ଦୁର୍ଗାପୂଜାକୁ ନେଇହାଇକୋର୍ଟରେ ଜନସ୍ୱାର୍ଥ ମାମଲା

More articles

LEAVE A REPLY

Please enter your comment!
Please enter your name here

- Advertisement -କଟକ ଦୁର୍ଗାପୂଜାକୁ ନେଇହାଇକୋର୍ଟରେ ଜନସ୍ୱାର୍ଥ ମାମଲା

Latest article

ଆର୍ଥିକ ନିରାପତ୍ତା ଦେଇଛି ମାଛଚାଷ ।

ଭୁବନେଶ୍ଵର,୨୫ ।୧୧;ମହିଳାସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକ ମାଛଚାଷ ଜରିଆରେ ନିଜର ଆର୍ଥିକ ନିରାପତ୍ତାକୁ ସୁଦୃଢ କରିପାରିଛନ୍ତି । ଏହାର ଏକ ଉଦାହରଣା ତ୍ସାହିତ କରିଆସୁଛି...

କେବଳ ଖୁଚୁରା ଦୋକାନରେ ପଲିଥିନ୍ ଚଢ଼ଉ ।

କଟକ,୨୫।୧୧ ସହରର ପ୍ରତିଦୋକାନରେ ଏବେ ମିଳୁଛି ପଲିଥିନ୍ ।ରାସ୍ତାକଡ଼ର ଫଳ ଦୋକାନରୁ ଆରମ୍ଭକରି ବଡ଼ବଡ଼ ଦୋକାନ ପର୍ଯ୍ୟନ୍ତ; ସବୁଠିଯାହାକୁ ଯେତେ ପଲିଥିନ୍ ମିଳୁଛି ।ଚଳିତବର୍ଷ...

ବଳାକ୍ରାରୀ ପ୍ରେମିକର ଜାମିନ ଖାରଜ ହୋଇଛି ।

ଭୁବନେଶ୍ୱର,୨୫ ।୧୧ପ୍ରେମିକାଙ୍କୁ ତାଙ୍କ ଇଚ୍ଛା ବିରୋଧରେ ବଳାକ୍ରାର କରିବା ସହ ସେ ସମୟର ଭିଡ଼ିଓରେକର୍ଡିଂ କରି ସାମାଜିକ ଗଣମାଧ୍ୟମରେ ଛାଡ଼ି ଆଇନ୍ ଅଦାଲତର ଜାଲରେ...

ବେଧଡ଼କ ଚାଲିଛି ବେଆଇନ ଇଟାଭାଟି ।

କାକଟପୁର,୨୫/୧୧; ପୁରୀଜିଲ୍ଲା ଅନ୍ତର୍ଗତ କାକଟପୁର ତହସିଲ ଅଧିନସ୍ଥ ବିଭିନ୍ନ ରାଜସ୍ୱ ଗ୍ରାମରେ ବେଧଡକ ବେଆଇନ ଭାବରେ ଇଟାମାଫିଆଙ୍କ ଚାଲିଛି ଇଟା ଭାଟି । ସାର ବିଶ୍ୱରେ କରୋନ ମହାମାରୀ କାୟା...

ଚାଷୀଙ୍କ ବିକାଶ ପାଇଁ ଦିଆଯାଇଥିବା ଟିପ୍ପଣୀ ବାସ୍ତବଠୁୁ ସମ୍ପୂର୍ଣ୍ଣ ଭିନ୍ନ .

ଭୁବନେଶ୍ବର,୨୪ା୧୧; କେନ୍ଦ୍ର ବିଜେପିସରକାର କୃଷି କୃଷକର ବିକାଶ ପାଇଁ ବହୁ ଲୋଭନୀୟ ପ୍ରତିଶ୍ରୁତି ଦେଇ କ୍ଷମତାସୀନ ହେବା ପରେ...