20.1 C
Bhubaneswar
Sunday, November 29, 2020

୩ ହଜାର ମାର୍କ ଛୁଇଁଲା

Must read

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

ଭୁବନେଶ୍ୱର,୨୬ା୮(ନି.ପ୍ର.): ପୁଣି ରାଜ୍ୟରେକରୋନା ସଂକ୍ରମଣରେ ନୂଆ ରେକର୍ଡ । ଗତ ୨୪ଘଣ୍ଟା ମଧ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟହୋଇଛନ୍ତି । ୩୦ଟି ଜିଲ୍ଲାରୁ ୩୩୭୧ ଜଣ ଅ ।କ୍ରାନ୍ତଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।୩୩୭୧ଜଣ ଅ ।କ୍ରାନ୍ତଙ୍କ ମଧ୍ୟରୁ ୨୦୫୩ଜଣକ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେସ୍ଥାନୀୟ ଅଞ୍ଚଳରୁ ୧୩୧୮ଟି ମାମଲା ରହିଛି ।ଏଯାବତ ଗୋଟିଏ ଦିନରେ ଏତେ ସଂଖ୍ୟକ ଅ ।କ୍ରାନ୍ତଚିହ୍ନଟ ହୋଇ ନଥିଲେ । ଅ ।ଜି ଖୋର୍ଦ୍ଧା ଜିଲ୍ଲାରୁସର୍ବାଧିକ ୫୪୭ ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଆଜି ଅନୁଗୁଳ ଜିଲ୍ଲାରୁ ୬୩ଜଣ, ବାଲେଶ୍ୱରଜିଲ୍ଲାରୁ ୯୮ଜଣ, ବରଗଡ଼ ଜିଲ୍ଲାରୁ ୯୮ଜଣ, ଭଦ୍ରକଜିଲ୍ଲାରୁ ୧୧୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୬ଜଣ,ବୌଦ୍ଧ ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୩୫୭ଜଣ,ଦେବଗଡ଼ ଜିଲ୍ଲାରୁ ୮ଜଣ, ଢ଼େଙ୍କାନାଳ ଜିଲ୍ଲାରୁ୬୭ଜଣ, ଗଜପତି ଜିଲ୍ଲାରୁ ୪୧ଜଣ, ଗଞ୍ଜାମଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ୯୫ଜଣ, ଯାଜପୁର ଜିଲ୍ଲାରୁ ୧୭୩ଜଣ,ଝାରସୁଗୁଡ଼ା ଜିଲ୍ଲାରୁ ୯୩ଜଣ, କଳାହାଣ୍ଡି ଜିଲ୍ଲାରୁ୨୮ଜଣ, କନ୍ଧମାଳ ଜିଲ୍ଲାରୁ ୪୧ଜଣ, କେନ୍ଦ୍ରାପଡ଼ାଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୭୪ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୫୪୭ଜଣ, କୋରାପୁଟ ଜିଲ୍ଲାରୁ ୯୧ଜଣ, ମାଲାକାନଗିରି ଜିଲ୍ଲାରୁ ୧୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ୯୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୫ଜଣ, ନୟାଗଡ଼ ଜିଲ୍ଲାରୁ୧୭୧, ନୂଅ ।ପଡ଼ା ଜିଲ୍ଲାରୁ୧୫ଜଣ, ପୁରୀ ଜିଲ୍ଲାରୁ ୧୪୪ଜଣ,ରାୟଗଡ଼ା ଜିଲ୍ଲାରୁ ୧୪୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭,ସୁବର୍ଣ୍ଣପୁର ଜିଲ୍ଲାରୁ ୩ଜଣ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୫୪ଜଣକରୋନା ଅ ।କ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଓଡ଼ିଶାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩,୨୦୯ଟିକରୋନା ନମୁନା ପରୀକ୍ଷା ହୋଇଛି । ତେବେ ଏହି ନମୁନା ପରୀକ୍ଷାଅ ।ରଟିପିସିଅ ।ର୍, ଅ ।ଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବାଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନାଦେଇଛନ୍ତି । ଆରଟିପିସିଅ ।ରରେ ୭,୨୯୫ଟି, ଅ ।ଣ୍ଟିଜେନରେ୫୫,୭୮୦ଟି ଏବଂ ଟ୍ରୁନଟ ପଦ୍ଧତିରେ ୧୩୪ଟି କରୋନାପରୀକ୍ଷା କରାଯାଇଛି । ମୟୁରଭଞ୍ଜ ଜିଲ୍ଲାରେ ସର୍ବାଧିକ୮୪୫୧ଟି କରୋନା ନମୂନା ପରୀକ୍ଷା ହୋଇଛି । ତା’ତଳକୁକେନ୍ଦ୍ରାପଡ଼ା ଜିଲ୍ଲାରେ ୮୨୪୩ଟି, ଗଞ୍ଜାମ ଜିଲ୍ଲାରେ୮୧୨୨ଟି, କେନ୍ଦୁଝର ଜିଲ୍ଲାରେ ୫୪୧୨ଟି, ପୁରୀଜିଲ୍ଲାରେ ୨୩୦୪ଟି, ଯାଜପୁର ଜିଲ୍ଲାରେ ୧୮୭୭ଟି,ନବରଙ୍ଗପୁର ଜିଲ୍ଲାରେ ୧୫୩୦ଟି, ନୟାଗଡ଼ ଜିଲ୍ଲାରେ୧୧୮୬ଟି, ଝାରସୁଗୁଡ଼ା ଜିଲ୍ଲାରେ ୧୩୫୫ଟି ଓ କନ୍ଧମାଳ ଜିଲ୍ଲାରେ ୧୦୨୦ଟି କରୋନା ନମୁନା ପରୀକ୍ଷା ହୋଇଥିବାରସୂଚନା ରହିଛି ।ଉଲ୍ଲେଖଯୋଗ୍ୟ, କରୋନା ନମୁନା ପରୀକ୍ଷା କ୍ଷେତ୍ରରେଓଡ଼ିଶା ସଫଳତା ହାସଲ କରିଛି । ରାଜ୍ୟରେ ନମୁନା ପରୀକ୍ଷାସଂଖ୍ୟା ଇତିମଧ୍ୟରେ ୧୩ଲକ୍ଷ ଟପିଯାଇଛି । ଲଗାତାର କିଛିଦିନ ଧରି ରାଜ୍ୟରେ ୫୦ହଜାରରୁ ଅଧିକ ନମୁନା ପରୀକ୍ଷାହେବା ଫଳରେ ଏହା ସମ୍ଭବପର ହୋଇଛି । କରୋନାଲେଇରେ ଏହା ରାଜ୍ୟ ପାଇଁ ଏକ ଉତ୍ସାହଜନକ ଖବର

- Advertisement -୩ ହଜାର ମାର୍କ ଛୁଇଁଲା

More articles

LEAVE A REPLY

Please enter your comment!
Please enter your name here

- Advertisement -୩ ହଜାର ମାର୍କ ଛୁଇଁଲା

Latest article

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

ଡିସେମ୍ବର ୧ ରୁ ଓଡିଶାର ମେଡିକାଲ କଲେଜଗୁଡ଼ିକ ଖୋଲିବ |

ଭୁବନେଶ୍ୱର: ଡିସେମ୍ବର ୧ ରୁ ମେଡିକାଲ କଲେଜ ଖୋଲିବା ଏବଂ ପରୀକ୍ଷା ପରିଚାଳନାରେ ସମାନତା ନିଶ୍ଚିତ କରିବାକୁ ଓଡିଶା ସରକାର ଶୁକ୍ରବାର ଦିନ ନିଷ୍ପତ୍ତି...