20.1 C
Bhubaneswar
Sunday, November 29, 2020

ନିଟ-ଜେଇଇ ପରୀକ୍ଷା ବିରୋଧରେ ସୋନିଆଙ୍କ ବୈଠକ

Must read

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

ନୂଆଦିଲ୍ଲୀ,୨୬ା୮(ଏଜେନ୍ସି): ଅ ।ଜିକଂଗ୍ରେସ ଅଧ୍ୟକ୍ଷା ସୋନିଅ । ଗାନ୍ଧୀ କେନ୍ଦ୍ରସରକାରଙ୍କ ଉଲ୍ଲେଖନୀୟ ଜିଏସଟି ଏବଂ ନିଟ-ଜେଇଇ ପରୀକ୍ଷା କରାଇବାର ନିଷ୍ପତ୍ତିକୁ ବିରୋଧକରି ଏକ ବଡ ବୈଠକ ଡାକିଛନ୍ତି । ଏହି ବୈଠକରେକଂଗ୍ରେସ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତକଂଗ୍ରେସକୁ ସମର୍ଥନ କରୁଥିବା ରାଜ୍ୟର ମୁଖ୍ୟମନ୍ତ୍ରୀଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମଧ୍ୟନିମନ୍ତ୍ରଣ କରାଯାଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେଏହି ବୈଠକ ଆରମ୍ଭ ହୋଇଛି ।ଏହି ବୈଠକରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକଗେହଲଟ, ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ସିଂବାଘେଲ, ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନଅମରିନ୍ଦର ସିଂ, ପୁଡୁଚେରୀ ମୁଖ୍ୟମନ୍ତ୍ରୀନାରାୟଣସାମୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବଠାକରେ, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଯୋଗ ଦେଇଛନ୍ତି । ଇଞ୍ଜିନିୟରିଂ ପାଇଁ ଜେଇଇପରୀକ୍ଷା ସେପ୍ଟେମ୍ବର ୧ରୁ ୧୬ ମଧ୍ୟରେ ହେବାକୁଥିବାବେଳେ ଡାକ୍ତରୀ ଅଧ୍ୟୟନ ପାଇଁ “ନ୍ୟାସନାଲ୍ଇଲିଜିବିଲିଟି-କମ୍-ଏଣ୍ଟ୍ରାନ୍ସ୍ ସେପ୍ଟେମ୍ବର ୧୩ରେକରାଯିବାକୁ ଯୋଜନା କରାଯାଇଛି । ଏହି ଉଭୟପରୀକ୍ଷା କରାଇବା ପାଇଁ ସୁପ୍ରିମକୋର୍ଟ ମଧ୍ୟଅନୁମୋଦନ ଦେଇଛନ୍ତି । ତେବେ କଂଗ୍ରେସ ସମେତଶିବସେନା ଏବଂ ଟିଏମସି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁକାରଣ ଦର୍ଶାଇ ପରୀକ୍ଷା ସ୍ଥଗିତ ରଖିବାକୁ ଦାବିକରୁଛନ୍ତି ।ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀମମତା ବାନାର୍ଜୀ କହିଛନ୍ତି, ଆସନ୍ତୁ ସୁପ୍ରିମକୋର୍ଟକୁଯିବା । ଅ ।ସନ୍ତୁ ଏହି ବିଷୟରେ ଆଲୋଚନାକରିବା । ଏହା ଛାତ୍ରଛାତ୍ରୀମାନଙ୍କ ପାଇଁ ମାନସିକଯନ୍ତ୍ରଣା । ମୁଁ ଗଣତନ୍ତ୍ରରେ ଏତେ ଅତ୍ୟା·ର ଦେଖିନାହିଁ । ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର । ଅ ।ମକୁପିଲାମାନଙ୍କ ପାଇଁ ସ୍ୱର ଉତ୍ତୋଳନ କରିବାକୁ ହେବ

- Advertisement -ନିଟ-ଜେଇଇ ପରୀକ୍ଷା ବିରୋଧରେ ସୋନିଆଙ୍କ ବୈଠକ

More articles

LEAVE A REPLY

Please enter your comment!
Please enter your name here

- Advertisement -ନିଟ-ଜେଇଇ ପରୀକ୍ଷା ବିରୋଧରେ ସୋନିଆଙ୍କ ବୈଠକ

Latest article

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

ଡିସେମ୍ବର ୧ ରୁ ଓଡିଶାର ମେଡିକାଲ କଲେଜଗୁଡ଼ିକ ଖୋଲିବ |

ଭୁବନେଶ୍ୱର: ଡିସେମ୍ବର ୧ ରୁ ମେଡିକାଲ କଲେଜ ଖୋଲିବା ଏବଂ ପରୀକ୍ଷା ପରିଚାଳନାରେ ସମାନତା ନିଶ୍ଚିତ କରିବାକୁ ଓଡିଶା ସରକାର ଶୁକ୍ରବାର ଦିନ ନିଷ୍ପତ୍ତି...