19 C
Bhubaneswar
Wednesday, November 25, 2020

ବାଲେଶ୍ୱରରେ୧୨୯କରୋନା ପଜିଟିଭ ଚିହ୍ନଟ

Must read

ବିବାଦରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହ ଓ ହର୍ଷ ଲିମ୍ବାଚିୟା ।

ମୁମ୍ୱାଇ,ତା,୨୪/୧୧; ଗଞ୍ଜେଇ ଘରେରଖିବା ସହ ସେବନକରୁଥିବା କଥା ସାମ୍ନାକୁ ଆସିବା ପରେ ଗତକାଲି ଭାରତର ଲୋକପ୍ରିୟ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହଙ୍କୁ ଗିରଫ କରିଥିଲା...

ଓଡ଼ିଶା ଚାଷୀଙ୍କୁ କେନ୍ଦ୍ର ଦେଇଛି ୬୦, ୮୩୬ କୋଟି : ଧର୍ମେନ୍ଦ୍ର ପ୍ରଧାନ ।

ନୂଆଦିଲ୍ଲୀ, ୨୪/୧୧;–ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତ ମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା...

ଏନ୍ଟିସିଏକୁ ଚିଠି ଲେଖିଲା ବନ ବିଭାଗ ।

ଭୁବନେଶ୍ୱର,୨୪/୧୧: ରାଜ୍ୟ ବନବିଭାଗକୁ ସୁନ୍ଦରୀଚିନ୍ତାୟ ସେଥିପାଇଁ ବାଘୁଣୀ ସୁନ୍ଦରୀ ପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥରିଟି (ଏନଟିସିଏ)କୁ ଚିଠିଲେଖିଲା ବନବିଭାଗ । ସୁନ୍ଦରୀଫେରିବ ନା...

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ବାଲେଶ୍ୱର,୨୬ା୮(ନି.ପ୍ର): ବାଲେଶ୍ୱରଜିଲ୍ଲାରେ ଗତ କିଛିଦିନ ଧରି କ୍ରମାଗତଭାବେ ବଢ଼ି ଚାଲିଥିବା କରୋନାସଂକ୍ରମଣକୁ ନେଇ ଜିଲ୍ଲାବାସୀଙ୍କ ମଧ୍ୟରେଆତଙ୍କ ଦେଖାଯାଇଛି । ବିଶେଷ କରିସ୍ଥାନୀୟ ସଂକ୍ରମଣ ବୃଦ୍ଧି ଯୋଗୁଁ ଜିଲ୍ଲାରସ୍ଥିତି ସଙ୍ଗୀନ ଆଡ଼କୁ ଯାଉଥିବା ଲକ୍ଷ୍ୟକରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ୧୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଜିଲ୍ଲାର କରୋନାସଂକ୍ରମିତଙ୍କ ସଂଖ୍ୟା ୩୦୭୭ରେପହଞ୍ଚିଛି । ଅଦ୍ୟାବଧି ୨୦୬୩ଜଣ ସୁସ୍ଥହୋଇଥିବା ବେଳେ ଏକ୍ଟିଭ୍ଥିବା୧୦୦୦ଜଣ କରୋନା ଆକ୍ରାନ୍ତଙ୍କୁଏବେ କୋଭିଡ୍ ହସପିଟାଲରେ ରଖି ଚିକିିସôାକରାଯାଉଛି । ଆଜି ଜଣେ କରୋନାରୋଗୀଙ୍କର ମୃତୁ୍ୟ ହୋଇଥିବା ବେଳେଅଦ୍ୟାବଧି ଜିଲ୍ଲାରେ କରୋନା ରୋଗୀଙ୍କ ମୃତୁ୍ୟସଂଖ୍ୟା ୯ରେ ପହଞ୍ଚିଛିିି । ଆଜି ଜିଲ୍ଲାରେଚିହ୍ନଟ ୧୨୯ଜଣ ପୂର୍ବ ସଂକ୍ରମିତଙ୍କସଂସ୍ପର୍ଶରେ ଆସିଥିବା ଯୋଗୁଁ କରୋନାପିଜିଟିଭ୍ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନାଦିଆଯାଇଛି । ତେବେ ସେମାନଙ୍କ ମଧ୍ୟରୁକେବଳ ବାଲେଶ୍ୱର ପୌରାଞ୍ଚଳରେ ୩୬ଜଣ ଥିବା ଜଣାପଡ଼ିଛି । ବଢ଼ୁଥିବା ସଂକ୍ରମଣହାରକୁ ନେଇ ସହରବାସୀଙ୍କ ମଧ୍ୟ୍ୟରେଆଲୋଡ଼ନ ଦେଖାଦେଇଛି । ଅନ୍ୟପକ୍ଷରେଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଅନ୍ୟାନ୍ୟରୋଗରେ ଆସିଥିବା ରୋଗୀଙ୍କୁ ଡାକ୍ତରମାନେଠିକ୍ ଭାବେ ଚିକିସôା କରୁନଥିବା ଅଭିଯୋଗହେଉଥିବା ବେଳେ କୋଭିଡ୍ଡାକ୍ତରଖାନାରେ ମଧ୍ୟ କରୋନା ପଜିଟିଭଙ୍କୁ୍ଉଚିତ ସେବା ମିଳୁନି

- Advertisement -ବାଲେଶ୍ୱରରେ୧୨୯କରୋନା ପଜିଟିଭ ଚିହ୍ନଟ

More articles

LEAVE A REPLY

Please enter your comment!
Please enter your name here

- Advertisement -ବାଲେଶ୍ୱରରେ୧୨୯କରୋନା ପଜିଟିଭ ଚିହ୍ନଟ

Latest article

ବିବାଦରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହ ଓ ହର୍ଷ ଲିମ୍ବାଚିୟା ।

ମୁମ୍ୱାଇ,ତା,୨୪/୧୧; ଗଞ୍ଜେଇ ଘରେରଖିବା ସହ ସେବନକରୁଥିବା କଥା ସାମ୍ନାକୁ ଆସିବା ପରେ ଗତକାଲି ଭାରତର ଲୋକପ୍ରିୟ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହଙ୍କୁ ଗିରଫ କରିଥିଲା...

ଓଡ଼ିଶା ଚାଷୀଙ୍କୁ କେନ୍ଦ୍ର ଦେଇଛି ୬୦, ୮୩୬ କୋଟି : ଧର୍ମେନ୍ଦ୍ର ପ୍ରଧାନ ।

ନୂଆଦିଲ୍ଲୀ, ୨୪/୧୧;–ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତ ମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା...

ଏନ୍ଟିସିଏକୁ ଚିଠି ଲେଖିଲା ବନ ବିଭାଗ ।

ଭୁବନେଶ୍ୱର,୨୪/୧୧: ରାଜ୍ୟ ବନବିଭାଗକୁ ସୁନ୍ଦରୀଚିନ୍ତାୟ ସେଥିପାଇଁ ବାଘୁଣୀ ସୁନ୍ଦରୀ ପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥରିଟି (ଏନଟିସିଏ)କୁ ଚିଠିଲେଖିଲା ବନବିଭାଗ । ସୁନ୍ଦରୀଫେରିବ ନା...

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି ।

କଟକ,୨୪୧୧: ସ୍କୁଲ ଫି' ଛାଡପ୍ରସଙ୍ଗରେ ଆଜି ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି । କେତେ ପ୍ରତିଶତ ଫି ଛାଡ କରିହେବ ସେ...