18 C
Bhubaneswar
Wednesday, November 25, 2020

୩ ଜଣଙ୍କ ମୃତ୍ୟୁ, ୨ ନିଖୋଜ

Must read

ବିବାଦରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହ ଓ ହର୍ଷ ଲିମ୍ବାଚିୟା ।

ମୁମ୍ୱାଇ,ତା,୨୪/୧୧; ଗଞ୍ଜେଇ ଘରେରଖିବା ସହ ସେବନକରୁଥିବା କଥା ସାମ୍ନାକୁ ଆସିବା ପରେ ଗତକାଲି ଭାରତର ଲୋକପ୍ରିୟ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହଙ୍କୁ ଗିରଫ କରିଥିଲା...

ଓଡ଼ିଶା ଚାଷୀଙ୍କୁ କେନ୍ଦ୍ର ଦେଇଛି ୬୦, ୮୩୬ କୋଟି : ଧର୍ମେନ୍ଦ୍ର ପ୍ରଧାନ ।

ନୂଆଦିଲ୍ଲୀ, ୨୪/୧୧;–ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତ ମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା...

ଏନ୍ଟିସିଏକୁ ଚିଠି ଲେଖିଲା ବନ ବିଭାଗ ।

ଭୁବନେଶ୍ୱର,୨୪/୧୧: ରାଜ୍ୟ ବନବିଭାଗକୁ ସୁନ୍ଦରୀଚିନ୍ତାୟ ସେଥିପାଇଁ ବାଘୁଣୀ ସୁନ୍ଦରୀ ପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥରିଟି (ଏନଟିସିଏ)କୁ ଚିଠିଲେଖିଲା ବନବିଭାଗ । ସୁନ୍ଦରୀଫେରିବ ନା...

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ଯାଜପୁର/ନୟାଗଡ଼/ଚଣ୍ଡିଖୋଲ,୩୦ା୮(ନି.ପ୍ର.): ରାଜ୍ୟରେଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ରାଜ୍ୟର ବିଭିନ୍ନଅଞ୍ଚଳରେ ପାଣି ଘେରରେ ରହିଛନ୍ତି ଲୋକେ । ଏପରିସ୍ଥିତିରେ ବିଭିନ୍ନସ୍ଥାନରେ ନଦୀରେ ବୁଡ଼ି ୩ ଜଣଙ୍କର ମୃତୁ୍ୟ ଘଟିଥିବାବେଳେ ଦୁଇଜଣନିଖୋଜ ଥିବା ଜଣାପଡିଛି । ଯାଜପୁରରେ ମଧ୍ୟ ବନ୍ୟା ପରିସ୍ଥିତି ଉପୁଜିଛି । ବନ୍ୟା ପାଣିରେଭାସି ଯାଇ ୩ ଜଣଙ୍କର ମୃତ୍ୟୁ ହୋଇଛି । ବରୀ ଅଞ୍ଚଳରୁ ଦୁଇ ଜଣରହିଥିବା ବେଳେ ଧର୍ମଶାଳା ଅଞ୍ଚଳରୁ ଜଣଙ୍କର ମୃତ୍ୟୁ ହୋଇଛି ।ସମସ୍ତେ ପୁରୁଷ ବୋଲି ଜଣାପଡ଼ିଛି । ମୃତକ ପରିଚୟ ମିଳିପାରିନାହିଁ । ବରୀର ଦୁଇ ଜଣ ୩୫ ବର୍ଷ ବୟସ୍କ ଯୁବକ ଏବଂ ୨୦ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ହୋଇଛି । ଧର୍ମଶାଳା ବ୍ଲକର ଜଣେ୭୦ ବର୍ଷ ବୟସ୍କ ବୃଦ୍ଧ ପ୍ରାଣ ହରାଇଛନ୍ତି ।ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ବୁରୁସାହି ନିକଟରେ ବୃତ୍ତଙ୍ଗନଦୀରେ ଗାଧାଉଥିବା ବେଳେ ଭାସିଗଲେ ୩ ଜଣ ଝିଅ । ସେମାନଙ୍କମଧ୍ୟରୁ ଦୁଇ ଜଣଙ୍କୁ ଉଦ୍ଧାର କଲେ ଗ୍ରାମବାସୀ । ଅନ୍ୟ ଜଣେ ନିଖୋଜଅଛନ୍ତି । ନିଖୋଜ ନାବାଳିକା ହେଲେ ୧୪ ବର୍ଷର ଖୁସି ମାଝି ।ଉଦ୍ଧାର କାର୍ଯ୍ୟ ଜାରି ରହିଛି ।ବନ୍ୟା ପାଣିରେ ଭାସିଯାଇ ଯୁବକ ନିଖୋଜ । ଘଟଣାସ୍ଥଳରେଚଣ୍ଡିଖୋଲ ଅଗ୍ନିଶମ ଅଧିକାରୀ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।ଏପର୍ଯ୍ୟନ୍ତ ନିଖୋଜ ଯୁବକଙ୍କ ପତ୍ତା ମିଳିନାହିଁ । ରବିବାର ସକାଳେଦୁଇ ଭାଇ ସାଇକେଲ ଯୋଗେ ଯାଉଥିବା ବେଳେ ରାସ୍ତାରେ ସାଇକେଲଖସି ପଡିଥିଲା । ଫଳରେ ଦୁଇ ଭାଇ ତଳେ ପଡି ଯାଇଥିଲେ । ସାନଭାଇ ଅସିତ ଏକ ଲତା ଧରି ପକାଇ ଥିଲେ । ଫଳରେ ତାଙ୍କୁ ଲୋକମାନେଉଦ୍ଧାର କରିଥିଲେ । ବଡ଼ ଭାଇ ମୁଣ୍ଡରେ ଅ ।ଘାତ ଲାଗିବାରୁ ସେପାଣିରେ ଭାସି ଯାଇଥିଲେ । ଏପର୍ଯ୍ୟନ୍ତ ଅମିତଙ୍କର ପତ୍ତା ମିଳିନାହିଁ ।

- Advertisement -୩ ଜଣଙ୍କ ମୃତ୍ୟୁ, ୨ ନିଖୋଜ

More articles

LEAVE A REPLY

Please enter your comment!
Please enter your name here

- Advertisement -୩ ଜଣଙ୍କ ମୃତ୍ୟୁ, ୨ ନିଖୋଜ

Latest article

ବିବାଦରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହ ଓ ହର୍ଷ ଲିମ୍ବାଚିୟା ।

ମୁମ୍ୱାଇ,ତା,୨୪/୧୧; ଗଞ୍ଜେଇ ଘରେରଖିବା ସହ ସେବନକରୁଥିବା କଥା ସାମ୍ନାକୁ ଆସିବା ପରେ ଗତକାଲି ଭାରତର ଲୋକପ୍ରିୟ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହଙ୍କୁ ଗିରଫ କରିଥିଲା...

ଓଡ଼ିଶା ଚାଷୀଙ୍କୁ କେନ୍ଦ୍ର ଦେଇଛି ୬୦, ୮୩୬ କୋଟି : ଧର୍ମେନ୍ଦ୍ର ପ୍ରଧାନ ।

ନୂଆଦିଲ୍ଲୀ, ୨୪/୧୧;–ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତ ମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା...

ଏନ୍ଟିସିଏକୁ ଚିଠି ଲେଖିଲା ବନ ବିଭାଗ ।

ଭୁବନେଶ୍ୱର,୨୪/୧୧: ରାଜ୍ୟ ବନବିଭାଗକୁ ସୁନ୍ଦରୀଚିନ୍ତାୟ ସେଥିପାଇଁ ବାଘୁଣୀ ସୁନ୍ଦରୀ ପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥରିଟି (ଏନଟିସିଏ)କୁ ଚିଠିଲେଖିଲା ବନବିଭାଗ । ସୁନ୍ଦରୀଫେରିବ ନା...

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି ।

କଟକ,୨୪୧୧: ସ୍କୁଲ ଫି' ଛାଡପ୍ରସଙ୍ଗରେ ଆଜି ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି । କେତେ ପ୍ରତିଶତ ଫି ଛାଡ କରିହେବ ସେ...