28 C
Bhubaneswar
Saturday, September 19, 2020

ଜଟଣୀ ବିଧାୟକ ବନ୍ୟାଞ୍ଚଳ ପରିଦର୍ଶନ

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭୁବନେଶ୍ୱର,୩୦ା୮ (ନି.ପ୍ର) : ଜଟଣୀ ବ୍ଲକର ପଧାନସାହି ଗ୍ରାମପଂଚାୟତର କୁହା, ବୋତଣ୍ଡା, ଜାମୁକୋଳି ପଂଚାୟତର ପାଂଚଗାଁ, ବରକୁଦାପାଣି ଘେରରେ ଥିବାବେଳେ ସେହିପରି କନ୍ତିିଆ, ବୁଡ଼ାପଡ଼ା, ବେଣାପଞ୍ଜରିପଂଚାୟତର ବୁଡ଼ାଙ୍ଗରା, ପାଣ୍ଡିଆବଲ୍ଲିରିର ଲୋକମାନେ ଜଳଘେର ଭିତିରେଅଛନ୍ତି । ଖୋର୍ଦ୍ଧା ଜିଲ୍ଲା ହଳଦିଆ ଗ୍ରାମ ପଂଚାୟତର ବସନ୍ତ ବଘେଇ ଟାଙ୍ଗି,ବ୍ରାହ୍ମଣ ବେରେଡ଼ି କେରଙ୍ଗ ଗ୍ରାମ ପଂଚାୟତର କୁମ୍ଭିଲ କେରଙ୍ଗ, କୁଣ୍ଡିଲୋ,ନାଲି ଅର୍ଜ୍ଜୁନପୁର ଖୋର୍ଦ୍ଧା ବ୍ଲକ, ବେଗୁନିଆ ବ୍ଲକରେ ୧୦ଦିନ ହେଲାଣିଜନସାଧାରଣ ପାଣିଘେରରେ ଅଛନ୍ତି । ଲୋକମାନଙ୍କ ସହ ଗୋରୁ ଗାଈମଧ୍ୟ ଉପାସ ଭୋକରେ ଘୋର ସଂକଟରେ ରହିଛନ୍ତି । ସରକାରଙ୍କର ରିଲିଫରବ୍ୟବସ୍ଥା କିଛି ନାହିଁ ତୁରନ୍ତ ସରକାର ରିଲିଫ ଯୋଗାଇ ଜନସାଧାରଣଙ୍କଜୀବନରକ୍ଷା କରନ୍ତୁ ବୋଲି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଦାବି କରିଛନ୍ତି । ଉକ୍ତ ବନ୍ୟାଂଚଳ ବୁଲି ସେ ତଦାରଖ କରିଥିଲେ । ଏହିଅବସରରେ ସେ ସରକାରଙ୍କୁ ଅନୁରୋଧ କରି ସଂପୃକ୍ତ ବନ୍ୟାଂଚଳରେ ବନ୍ଧବାଡ଼ିମରାମତି ତୁରନ୍ତ କରିବାର ବ୍ୟବସ୍ଥା କରନ୍ତୁ । ଆଜି ସେ ଲଂଚରେ ଉପରୋକ୍ତବନ୍ୟାଂଚଳକୁ ଯାଇ ରିଲିଫ ବାଂଟିଛନ୍ତି । ସରକାର ଯଥାଶୀଘ୍ର ରିଲିଫ୍ ଔଷଧ ଓଗୋଖାଦ୍ୟ ପ୍ରଭାବିତ ଅଂଚଳରେ ରିଲିଫ ଯୋଗାଇ ଦେଇ ଜନସାଧାରଣଙ୍କଜୀବନ ରକ୍ଷା କରିବାକୁ ବିଧାୟକ ଶ୍ରୀ ରାଉତରାୟ ଦାବି କରିଛନ୍ତି

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...