31 C
Bhubaneswar
Friday, September 18, 2020

ବନ୍ୟାବିପନ୍ନଙ୍କୁ ବେହାଲ୍ କରିବ ବର୍ଷା

Must read

ଲୁଟ୍ ପରେ ଲୁଟ୍ ଉଦ୍ୟମ ଜାରି ରହିଛି

ପିପିଲି,୧୭ ।୯(ନି.ପ୍ର): ପୁରୀଭୁବନେଶ୍ୱର ୩୧୬ ନମ୍ବର ଜାତୀୟରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । ପ୍ରତ୍ୟକ ଦିନ ଲୁଟେରାମାନେ ଦିନ ହେଉ କି ରାତି ଲୁଟ କରିଚାଲିଛନ୍ତି...

ମାକୁ ହତ୍ୟା କଲେ ଦୁଇ ନାବାଳକ ପୁଅ

ମାକୁ ହତ୍ୟାୁବନେଶ୍ୱର,୧୭ା୯(ନି.ପ୍ର.): ରାଜଧାନୀଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତସୁନ୍ଦରପଦା ଅଞ୍ଚଳରେ ମା'କୁ ଦୁଇ ନାବାଳକ ପୁଅପିଟିପିଟି ହତ୍ୟା କରିଥିବା ଭଳି ଏକ ଅଭାବନୀୟଘଟଣା ଗୁରୁବାର ଜଣାପଡ଼ିଛି...

ହାତୀ ମୃତୁ୍ୟ ନେଇ କେନ୍ଦ୍ର ଚିନ୍ତିତ

ଭୁବନେଶ୍ୱର,୧୭ା୯(ନି.ପ୍ର.): ରାଜ୍ୟରେଅଧିକରୁ ଅଧିକ ସଂଖ୍ୟକ ହାତୀ ଅପମୃତୁ୍ୟର ଶିକାରହେଉଥିବା ଯୋଗୁଁ କେନ୍ଦ୍ରୀୟ କର୍ତ୍ତୃପକ୍ଷ ଅତ୍ୟନ୍ତ ଚିନ୍ତିତା କେନ୍ଦ୍ର ସରକାର ହାତୀମାନଙ୍କ ସୁରକ୍ଷା ପାଇଁଅଧିକରୁ ଅଧିକ ପାଣ୍ଠି ରାଜ୍ୟ ସରକାରଙ୍କୁଯୋଗାଉଥିବାବେଳେ ଦନ୍ତା...

ଡରାଉଛି ସେପ୍ଟେମ୍ବର

ଭୁବନେଶ୍ୱର,୧୭ା୯(ନି.ପ୍ର.):ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ଜଣ କରୋନା ଅ ।କ୍ରାନ୍ତ ମୃତ୍ୟୁବରଣକରିଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣମହିଳା ଥିବାବେଳେ ୧୦ ଜଣ ପୁରୁଷଅଛନ୍ତି...

ଭୁବନେଶ୍ୱର,୩୧ା୮(ନି.ପ୍ର.): ଗତ ସପ୍ତାହରେରାଜ୍ୟରେ ହୋଇଯାଇଥିବା ଲଘୁ·ପ ଜନିତ ଅତିପ୍ରବଳବର୍ଷା ଫଳରେ ଏବେ ରାଜ୍ୟରେ ବନ୍ୟା ପରିସ୍ଥିତି ଉକ୍ରଟହୋଇଛି । ରାଜ୍ୟର ୬ଟି ଜିଲ୍ଲାର ଲକ୍ଷାଧିକ ଲୋକ ବନ୍ୟାବିପନ୍ନ ହୋଇ ପଡ଼ିଛନ୍ତି । ଏବେବି ଶତାଧିକ ଗାଁପାଣିଘେରରେ ରହିଛି । ଏପରିସ୍ଥିତିରେ ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ଥିବାରୁ ଅ ।ଗାମୀ ୪ ଦିନ, ଅର୍ଥାତଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନାରହିଥିବା ଭୁବନେଶ୍ୱର ଅ ।ଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛିି ।ଜାରି ସତର୍କ ସୂଚନାରେ ଅ ।ଗାମୀ ୨୪ ଘଣ୍ଟା ମଧ୍ୟରେଅର୍ଥାତ ଅଗଷ୍ଟ ୧ ତାରଖ ଅପରାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଙ୍କୋନାଳ,କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟାଗଡା ଏବଂଓଡିଶାର ବାକି ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟିସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ, ଏହି ସମୟ ମଧ୍ୟରେ ଉପକୂଳଓଡିଶା, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ,ରାୟଗଡା, ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେପ୍ରବଳ ବର୍ଷା ଓ ବଜ୍ରପାତର ସମ୍ଭାବନା ରହଥିବାରୁ ଏହି ସମସ୍ତଜିଲ୍ଲା ପାଇଁ ୟେଲୋ ଓ୍ାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ଅଗଷ୍ଟ ୨ ତାରିଖରେ ଉପକୂଳ ଓଡ଼ିଶା,ଉତ୍ତର ଅ ।ଭ୍ୟନ୍ତରୀଣ ଓଡିଶା ଏବଂ ଦକ୍ଷିଣ ଅ ।ଭ୍ୟନ୍ତରୀଣଓଡିଶାର ଜିଲ୍ଲାମାନଙ୍କର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ,ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁୟେଲୋ ୱ୍ାର୍ଣ୍ଣିଂ ଜାରି କରାଯାଇଛି । ଏହି ସୟରେ ଉପକୂଳଓଡିଶା, ବଲାଙ୍ଗୀର, ସୋନପୁର, ଅନୁଗୁଳ, ଙ୍କୋନାଳ,କେନ୍ଦୁଝର, ମୟୂରଭଞ୍ଜର ଜିଲ୍ଲାରେ ବଜ୍ରପାତର ସମ୍ଭାବନାରହିଛି ।ଅଗଷ୍ଟ ୩ ତାରିଖରେ ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି ଏବଂ ମାଲକାନଗିରି,କୋରାପୁଟ, ରାୟାଗଡା, ସୁନ୍ଦରଗଡ, ଦେଓଗଡ,ସମ୍ବଲପୁର, ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱ୍ାର୍ଣ୍ଣିଂ ଜାରିକରାଯାଇଛି । ୪ ତାରିଖରେ ବରଗଡ, ନୂଅ ।ପଡା, ଝାରସୁଗୁଡା,ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁଏହି ସମସ୍ତ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱ୍ାର୍ଣ୍ଣିଂ ଜାରି କରାଯାଇଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଲୁଟ୍ ପରେ ଲୁଟ୍ ଉଦ୍ୟମ ଜାରି ରହିଛି

ପିପିଲି,୧୭ ।୯(ନି.ପ୍ର): ପୁରୀଭୁବନେଶ୍ୱର ୩୧୬ ନମ୍ବର ଜାତୀୟରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । ପ୍ରତ୍ୟକ ଦିନ ଲୁଟେରାମାନେ ଦିନ ହେଉ କି ରାତି ଲୁଟ କରିଚାଲିଛନ୍ତି...

ମାକୁ ହତ୍ୟା କଲେ ଦୁଇ ନାବାଳକ ପୁଅ

ମାକୁ ହତ୍ୟାୁବନେଶ୍ୱର,୧୭ା୯(ନି.ପ୍ର.): ରାଜଧାନୀଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତସୁନ୍ଦରପଦା ଅଞ୍ଚଳରେ ମା'କୁ ଦୁଇ ନାବାଳକ ପୁଅପିଟିପିଟି ହତ୍ୟା କରିଥିବା ଭଳି ଏକ ଅଭାବନୀୟଘଟଣା ଗୁରୁବାର ଜଣାପଡ଼ିଛି...

ହାତୀ ମୃତୁ୍ୟ ନେଇ କେନ୍ଦ୍ର ଚିନ୍ତିତ

ଭୁବନେଶ୍ୱର,୧୭ା୯(ନି.ପ୍ର.): ରାଜ୍ୟରେଅଧିକରୁ ଅଧିକ ସଂଖ୍ୟକ ହାତୀ ଅପମୃତୁ୍ୟର ଶିକାରହେଉଥିବା ଯୋଗୁଁ କେନ୍ଦ୍ରୀୟ କର୍ତ୍ତୃପକ୍ଷ ଅତ୍ୟନ୍ତ ଚିନ୍ତିତା କେନ୍ଦ୍ର ସରକାର ହାତୀମାନଙ୍କ ସୁରକ୍ଷା ପାଇଁଅଧିକରୁ ଅଧିକ ପାଣ୍ଠି ରାଜ୍ୟ ସରକାରଙ୍କୁଯୋଗାଉଥିବାବେଳେ ଦନ୍ତା...

ଡରାଉଛି ସେପ୍ଟେମ୍ବର

ଭୁବନେଶ୍ୱର,୧୭ା୯(ନି.ପ୍ର.):ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ଜଣ କରୋନା ଅ ।କ୍ରାନ୍ତ ମୃତ୍ୟୁବରଣକରିଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣମହିଳା ଥିବାବେଳେ ୧୦ ଜଣ ପୁରୁଷଅଛନ୍ତି...

କରୋନା ଚିକିତ୍ସାରେ ମାଇଲଖୁଣ୍ଟ

ଭୁବନେଶ୍ୱର,୧୭ା୯(ନି.ପ୍ର.):ପ୍ଲାଜମା ଥେରାପିରେ ନୁତନ ମାଇଲଖୁଣ୍ଟସ୍ଥାପନ କଲା ଓଡ଼ିଶା । ରାଜ୍ୟରେ୧୦୦୦ରୁ ଅଧିକ ରୋଗୀଙ୍କୁ ପ୍ଲାଜମାଥେରାପି ଜରିଅ ।ରେ ଚିକିତ୍ସାକରାଯାଇଛି । ଟ୍ୱିଟ କରି ରାଜ୍ୟ...