34 C
Bhubaneswar
Friday, September 18, 2020

ମାନ୍ୟବର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତ ହୋଇଛି।

Must read

ଲୁଟ୍ ପରେ ଲୁଟ୍ ଉଦ୍ୟମ ଜାରି ରହିଛି

ପିପିଲି,୧୭ ।୯(ନି.ପ୍ର): ପୁରୀଭୁବନେଶ୍ୱର ୩୧୬ ନମ୍ବର ଜାତୀୟରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । ପ୍ରତ୍ୟକ ଦିନ ଲୁଟେରାମାନେ ଦିନ ହେଉ କି ରାତି ଲୁଟ କରିଚାଲିଛନ୍ତି...

ମାକୁ ହତ୍ୟା କଲେ ଦୁଇ ନାବାଳକ ପୁଅ

ମାକୁ ହତ୍ୟାୁବନେଶ୍ୱର,୧୭ା୯(ନି.ପ୍ର.): ରାଜଧାନୀଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତସୁନ୍ଦରପଦା ଅଞ୍ଚଳରେ ମା'କୁ ଦୁଇ ନାବାଳକ ପୁଅପିଟିପିଟି ହତ୍ୟା କରିଥିବା ଭଳି ଏକ ଅଭାବନୀୟଘଟଣା ଗୁରୁବାର ଜଣାପଡ଼ିଛି...

ହାତୀ ମୃତୁ୍ୟ ନେଇ କେନ୍ଦ୍ର ଚିନ୍ତିତ

ଭୁବନେଶ୍ୱର,୧୭ା୯(ନି.ପ୍ର.): ରାଜ୍ୟରେଅଧିକରୁ ଅଧିକ ସଂଖ୍ୟକ ହାତୀ ଅପମୃତୁ୍ୟର ଶିକାରହେଉଥିବା ଯୋଗୁଁ କେନ୍ଦ୍ରୀୟ କର୍ତ୍ତୃପକ୍ଷ ଅତ୍ୟନ୍ତ ଚିନ୍ତିତା କେନ୍ଦ୍ର ସରକାର ହାତୀମାନଙ୍କ ସୁରକ୍ଷା ପାଇଁଅଧିକରୁ ଅଧିକ ପାଣ୍ଠି ରାଜ୍ୟ ସରକାରଙ୍କୁଯୋଗାଉଥିବାବେଳେ ଦନ୍ତା...

ଡରାଉଛି ସେପ୍ଟେମ୍ବର

ଭୁବନେଶ୍ୱର,୧୭ା୯(ନି.ପ୍ର.):ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ଜଣ କରୋନା ଅ ।କ୍ରାନ୍ତ ମୃତ୍ୟୁବରଣକରିଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣମହିଳା ଥିବାବେଳେ ୧୦ ଜଣ ପୁରୁଷଅଛନ୍ତି...

ୂଅ ।ଦିଲ୍ଲୀ ୩୧ା୦୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତ ଘଟିଛି ।ସୋମବାର ସନ୍ଧ୍ୟାରେ ୮୪ ବର୍ଷ ବୟସରେ ପ୍ରଣବ ଶେଷ ନିଃଶ୍ୱାସ ତ୍ୟାଗକରିଛନ୍ତି । ସେ ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ । ପ୍ରଣବ ମୁଖାର୍ଜୀଙ୍କପୁଅ ଅଭିଜିତ ମୁଖାର୍ଜୀ ଟ୍ୱ୍ିଟ୍ କରି ପୂର୍ବତନ ରାଷ୍ଟ୍ରପତିଙ୍କ ପରଲୋକ ଘଟିଥିବାସୂଚନା ଦେଇଛନ୍ତି । ମସ୍ତିଷ୍କ ସର୍ଜରୀ ପରେ ଅନେକ ଦିନ ଧରି ତାଙ୍କର ଚିକିତ୍ସାନୂଅ ।ଦିଲ୍ଲୀ ସ୍ଥିତ ସେନା ହସ୍ପିଟାଲରେ ଜାରି ରହିଥିଲା । ଗତ ଦିନରେ ପ୍ରଣବକରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।ପ୍ରଣବ ମୁଖାର୍ଜୀ ୨୦୧୨ରେ ଦେଶର ରାଷ୍ଟ୍ରପତି ହୋଇଥିଲେ ଏବଂ୨୦୧୭ ପର୍ଯ୍ୟନ୍ତ ସେ ଏହି ପଦରେ ରହିଥିଲେ । ୨୦୧୯ରେ ତାଙ୍କୁ ଭାରତରତ୍ନରେ ସମ୍ମାନିତ କରାଯାଇଥିଲା ।ପ୍ରଣବ ମୁଖାର୍ଜୀଙ୍କ ନିଧନରେରାଷ୍ଟ୍ରପତି ରାମନାଥ କୋବିନ୍ଦ ଟ୍ୱ୍ିଟ୍କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି ।ରାମନାଥ କୋବିନ୍ଦ ଟ୍ୱ୍ିଟ୍ କରିଲେଖିଛନ୍ତି ପ୍ରଣବ ମୁଖାର୍ଜୀଙ୍କ ନିଧନଖବର ଶୁଣି ଦୁଃଖିତ । ତାଙ୍କର·ଲିଯିବା ଏକ ଯୁଗର ଅନ୍ତ ଘଟିଛି ।ପ୍ରଣବ ଦେଶର ସେବା କରିଛନ୍ତି । ଅ ।ଜି ତାଙ୍କର ପରଲୋକରେ ପୂରା ଦେଶମର୍ମାହତ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତକରିଛନ୍ତି । ପ୍ରଧାନମନ୍ତ୍ରୀ ଲେଖିଛନ୍ତି ପ୍ରଣବ ମୁଖାର୍ଜୀଙ୍କ ନିଧନରେ ପୂରା ଦେଶଦୁଃଖି । ସେ ଜଣେ ଷ୍ଟେଟ୍ସମ୍ୟାନ ଥିଲେ । ସେ ରାଜନୈତିକ କ୍ଷେତ୍ର ଓ ସାମାଜିକକ୍ଷେତ୍ରର ସବୁ ବର୍ଗର ସେବା କରିଛନ୍ତି । ପ୍ରଣବ ମୁଖାର୍ଜୀ ନିଜର ରାଜନୈତିକକ୍ୟାରିୟରରେ ଅ ।ର୍ଥିକ ଓ ସାମରିକ କ୍ଷେତ୍ରରେ ଯୋଗଦାନ ଦେଇଛନ୍ତି । ସେ ଜଣେଭଲ ସାଂସଦ ଥିଲେ, ଯିଏ ପୂରା ପ୍ରସ୍ତୁତି ସହ ଉ•ର ରଖୁଥିଲେ । ସେହିପରିୟୁପିଏ ଅଧ୍ୟକ୍ଷା ସୋନିଆଙ୍କ ସହ ବହୁ ରାଜନୈତିକ ଦଳର ନେତାମାନେ ଶୋକପ୍ରକାଶ କରିଛନ୍ତି ।ସେନା ହସ୍ପିଟାଲ ପକ୍ଷରୁ କୁହାଯାଇଛି ଯେ ୮୪ ବର୍ଷୀୟ ମୁଖାର୍ଜୀଙ୍କ ଚିକିତ୍ସାକରିଥିବା ଡାକ୍ତର କହିଛନ୍ତି ସେ ଗଭୀର କୋମା ଏବଂ ଭେଣ୍ଟିଲେଟରରେ ଥିଲେ ।ପୂର୍ବତନ ରାଷ୍ଟ୍ରପତିଙ୍କୁ ଅଗଷ୍ଟ ୧୦ରେ ସେନା ହସ୍ପିଟାଲରେ ଭ•ିର୍ କରାଯାଇଥିଲା ।ତାଙ୍କର ମସ୍ତିଷ୍କ ସର୍ଜରୀ କରାଯାଇଥିଲା । ପରେ ତାଙ୍କର ଫୁସଫୁସସରେ ମଧ୍ୟସଂକ୍ରମଣ ହୋଇଥିଲା । ସୂଚନାଯୋଗ୍ୟ ପ୍ରଣବ ମୁଖାର୍ଜୀ ୨୦୧୨ରେ ଦେଶରରାଷ୍ଟ୍ରପତି ହୋଇଥିଲେ ଏବଂ ୨୦୧୭ ପର୍ଯ୍ୟନ୍ତ ସେ ଏହି ପଦରେରହିଥିଲେ ।୨୦୧୯ରେ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯାଇଥିଲା ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଲୁଟ୍ ପରେ ଲୁଟ୍ ଉଦ୍ୟମ ଜାରି ରହିଛି

ପିପିଲି,୧୭ ।୯(ନି.ପ୍ର): ପୁରୀଭୁବନେଶ୍ୱର ୩୧୬ ନମ୍ବର ଜାତୀୟରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । ପ୍ରତ୍ୟକ ଦିନ ଲୁଟେରାମାନେ ଦିନ ହେଉ କି ରାତି ଲୁଟ କରିଚାଲିଛନ୍ତି...

ମାକୁ ହତ୍ୟା କଲେ ଦୁଇ ନାବାଳକ ପୁଅ

ମାକୁ ହତ୍ୟାୁବନେଶ୍ୱର,୧୭ା୯(ନି.ପ୍ର.): ରାଜଧାନୀଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତସୁନ୍ଦରପଦା ଅଞ୍ଚଳରେ ମା'କୁ ଦୁଇ ନାବାଳକ ପୁଅପିଟିପିଟି ହତ୍ୟା କରିଥିବା ଭଳି ଏକ ଅଭାବନୀୟଘଟଣା ଗୁରୁବାର ଜଣାପଡ଼ିଛି...

ହାତୀ ମୃତୁ୍ୟ ନେଇ କେନ୍ଦ୍ର ଚିନ୍ତିତ

ଭୁବନେଶ୍ୱର,୧୭ା୯(ନି.ପ୍ର.): ରାଜ୍ୟରେଅଧିକରୁ ଅଧିକ ସଂଖ୍ୟକ ହାତୀ ଅପମୃତୁ୍ୟର ଶିକାରହେଉଥିବା ଯୋଗୁଁ କେନ୍ଦ୍ରୀୟ କର୍ତ୍ତୃପକ୍ଷ ଅତ୍ୟନ୍ତ ଚିନ୍ତିତା କେନ୍ଦ୍ର ସରକାର ହାତୀମାନଙ୍କ ସୁରକ୍ଷା ପାଇଁଅଧିକରୁ ଅଧିକ ପାଣ୍ଠି ରାଜ୍ୟ ସରକାରଙ୍କୁଯୋଗାଉଥିବାବେଳେ ଦନ୍ତା...

ଡରାଉଛି ସେପ୍ଟେମ୍ବର

ଭୁବନେଶ୍ୱର,୧୭ା୯(ନି.ପ୍ର.):ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୩ଜଣ କରୋନା ଅ ।କ୍ରାନ୍ତ ମୃତ୍ୟୁବରଣକରିଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣମହିଳା ଥିବାବେଳେ ୧୦ ଜଣ ପୁରୁଷଅଛନ୍ତି...

କରୋନା ଚିକିତ୍ସାରେ ମାଇଲଖୁଣ୍ଟ

ଭୁବନେଶ୍ୱର,୧୭ା୯(ନି.ପ୍ର.):ପ୍ଲାଜମା ଥେରାପିରେ ନୁତନ ମାଇଲଖୁଣ୍ଟସ୍ଥାପନ କଲା ଓଡ଼ିଶା । ରାଜ୍ୟରେ୧୦୦୦ରୁ ଅଧିକ ରୋଗୀଙ୍କୁ ପ୍ଲାଜମାଥେରାପି ଜରିଅ ।ରେ ଚିକିତ୍ସାକରାଯାଇଛି । ଟ୍ୱିଟ କରି ରାଜ୍ୟ...