24 C
Bhubaneswar
Tuesday, November 24, 2020

ନୂଆ ଶିକ୍ଷା ନୀତି ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ

Must read

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି ।

କଟକ,୨୪୧୧: ସ୍କୁଲ ଫି' ଛାଡପ୍ରସଙ୍ଗରେ ଆଜି ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି । କେତେ ପ୍ରତିଶତ ଫି ଛାଡ କରିହେବ ସେ...

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧ା୮(ନି.ପ୍ର.):ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦିଙ୍କ ନୂଆ ଶିକ୍ଷା ନୀତି୨୦୨୦ ତଥା ଏହାର ଅଧୀନରେ ଗଠିତସ୍ୱତନ୍ତ୍ର ଶିକ୍ଷା ଜୋନ ଗ୍ରାମାଞ୍ଚଳ ତଥାଜନଜାତି ଅଞ୍ଚଳରେ ଥିବା ଶିକ୍ଷାରପାର୍ଥକ୍ୟକୁ ଦୂର କରିବାରେ ପ୍ରମୁଖ ଭୂମିକାଗ୍ରହଣ କରିବ ଏବଂ ଓଡ଼ିଶା ସମେତଦେଶର ଭିନ୍ନକ୍ଷମ ଶ୍ରେଣୀଙ୍କ ପାଇଁ ଶିକ୍ଷାକ୍ଷେତ୍ରରେ ସମାନ ସୁଯୋଗ ପ୍ରଦାନ କରିବବୋଲି ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରପ୍ରଧାନ କହିଛନ୍ତି ।ମୋଦି ସରକାରଙ୍କ ନୂଆ ଜାତୀୟଶିକ୍ଷା ନୀତି ପ୍ରସଙ୍ଗରେ ଟ୍ୱିଟ୍ କରି ଶ୍ରୀ ପ୍ରଧାନକହିଛନ୍ତି ଯେ ସମସ୍ତଙ୍କୁ ଗୁଣାତ୍ମକ ଶିକ୍ଷାପ୍ରଦାନ କରିବା ଦିଗରେ ମୋଦିସରକାରଙ୍କର ଥିବା ଅଦମ୍ୟ ପ୍ରତିବଦ୍ଧତାକୁନୂଆ ଶିକ୍ଷା ନୀତି ସହାୟକ ହେବ ।ଆବଶ୍ୟକ ଏବଂ ବିଶ୍ଲେଷଣ ଆଧାରିତ ଶିକ୍ଷାଏବଂ ଛାତ୍ରଛାତ୍ରୀଙ୍କ ନୂଆ ଚିନ୍ତାଧାରାକୁବିକଶିତ କରିବା ପାଇଁ ପ୍ରସ୍ତୁତ ହୋଇଥବା ନୂଆ ଶିକ୍ଷା ନୀତିଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବ । ୧୦ +୨ଢ଼ାଞ୍ଚାରେ ପରିବର୍ତ୍ତନ କରି ଏହା ସ୍ଥାନରେ ୫+୩+୩+୪ବ୍ୟବସ୍ଥାର ସଂଶୋଧନ କରାଯାଇଛି । ବୈପ୍ଳବିକ ସଂସ୍କାରଭାବେ ପରିଗଣିତ ନୂଆ ଶିକ୍ଷା ନୀତି ଛାତ୍ରଛାତ୍ରୀମାନଙ୍କ ସାମୂହିକବିକାଶକୁ ଗୁରୁତ୍ୱ ଦେବ ଓ ପିଲାଙ୍କର ବୌଦ୍ଧିକ କ୍ଷମତାକୁ ବିକଶିତକରିବ ।ଛାତ୍ରଛାତ୍ରୀ ବର୍ତ୍ତମାନର ନାଗରିକଏବଂ ଦେଶର ବିକାଶ ସହ ଜଡ଼ିତନୀତିରେ ସେମାନଙ୍କର ମଧ୍ୟ ସମାନଭାଗୀଦାର ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ବିଶ୍ୱାସ କରନ୍ତି । ନୂଆ ଜାତୀୟଶିକ୍ଷା ନୀତି-୨୦୨୦ ଦେଶର ଶିକ୍ଷାବ୍ୟବସ୍ଥାରେ ରହିଥିବା ଗ୍ୟାପକୁ ଦୂରକରିବ ଏବଂ ଆମ ଦେଶର ଶିକ୍ଷାଗତଦୃଶ୍ୟପ…କୁ ପରିବର୍ତ୍ତନ କରିବ ।ସମାବେଶୀ କାର୍ଯ୍ୟକ୍ରମ ମୋଦିସରକାରଙ୍କ ମନ୍ତ୍ର ହୋଇଛି ଏବଂ ଭାରତସରକାରଙ୍କ ସମସ୍ତ ନୀତି ଢ଼ାଞ୍ଚା ଏହାରଉଦାହରଣ । ଶିକ୍ଷା ବାଧ୍ୟତାମୂଳକ ; ତେଣୁଏହାକୁ ଦୁର୍ଗମ ଓ ଅପହଞ୍ଚ ଇଲାକାରେପହଞ୍ଚାଇବାକୁ ହେବ । ନୂଆ ଜାତୀୟ ଶିକ୍ଷାନୀତି ବିଶେଷ ଭାବରେ ଭାରତରଗ୍ରାମାଞ୍ଚଳରେ ସମସ୍ତଙ୍କୁ ସମାନ ଭାବରେଗୁଣାତ୍ମକ ଶିକ୍ଷା ପ୍ରଦାନ କରିବ ବୋଲି ଶ୍ରୀପ୍ରଧାନ ଟ୍ୱିଟ୍ କରି କହିଛନ୍ତି ।

- Advertisement -ନୂଆ ଶିକ୍ଷା ନୀତି ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ

More articles

LEAVE A REPLY

Please enter your comment!
Please enter your name here

- Advertisement -ନୂଆ ଶିକ୍ଷା ନୀତି ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ

Latest article

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି ।

କଟକ,୨୪୧୧: ସ୍କୁଲ ଫି' ଛାଡପ୍ରସଙ୍ଗରେ ଆଜି ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି । କେତେ ପ୍ରତିଶତ ଫି ଛାଡ କରିହେବ ସେ...

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ମୁମ୍ବାଇ ପୋଲିସର ଏଫ୍ଆଇଆର୍ ବନ୍ଦ କରିବାକୁ କଙ୍ଗନା ଓ ରଙ୍ଗୋଲି ଚାନ୍ଦେଲ ।

ମୁମ୍ବାଇ,ତା୨୩/୧୧;ଅଭିନେତ୍ରୀ କଙ୍ଗନା ରାନାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ସୋମବାର ଦିନ ବମ୍ବେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସୋସିଆଲ ମିଡିଆରେ...