27 C
Bhubaneswar
Sunday, September 20, 2020

୫୦୦ ଟପିଲା ମୃତୁ୍ୟସଂଖ୍ୟା

Must read

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଭୁବନେଶ୍ୱର,୧ା୯(ନି.ପ୍ର.): ଅ ।ଜି ରାଜ୍ୟରେ୩୦୨୫ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେକରୋନାରେ ୧୧ଜଣଙ୍କ ମୃତ୍ୟୁ ଏହାଫଳରେ ରାଜ୍ୟରେକରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନାଦିଅ ।ଯାଇଛି ।ଅ ।ଜି ଖୋର୍ଦ୍ଧା, ମୟୂରଭଞ୍ଜ ଓ ପୁରୀରେ ୨ ଜଣ ଲେଖାଏଁ,ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, କଟକରେଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧାଜିଲ୍ଲାର ୭୩ ବର୍ଷିୟ ପୁରୁଷ ଓ ୫୫ ବର୍ଷୀୟା ମହିଳା ଅ ।କ୍ରାନ୍ତଙ୍କମୃତ୍ୟୁ ହୋଇଛି । ପୁରୀର ଯେଉଁ ୨ଜଣ ପୁରୁଷ ଅ ।କ୍ରାନ୍ତଙ୍କପ୍ରାଣହାନି ଘଟିଛି, ସେମାନଙ୍କର ବୟସ ଯଥାକ୍ରମେ ୪୦ ଓ୮୫ ବର୍ଷୟ ମୟୂରଭଞ୍ଜ ଜିଲ୍ଲାର ଜଣେ ୮୦ ବର୍ଷିୟ ପୁରୁଷଓ ୬୦ ବର୍ଷୀୟା ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ,ଜଗତସିଂହପୁର, କନ୍ଧମାଳ, ରାୟଗଡ଼ାର ଯେଉଁ ଜଣେଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ସେମାନେସମସ୍ତେ ପୁରୁଷ ।ସେମାନଙ୍କ ବୟସ ଯଥାକ୍ରମେ ୬୦, ୩୫, ୪୦ ଓ୪୫ ବର୍ଷ । କଟକରେ ଯେଉଁ ଜଣେ ୭୪ ବର୍ଷୀୟା ମହିଳା ଅ ।କ୍ରାନ୍ତଙ୍କମୃତ୍ୟୁ ଘଟିଛି ।୨୪ ଘଣ୍ଟା ମଧ୍ୟରେ ୩୦୨୫ କରୋନା ପଜିଟିଭ୍ ଚିହ୍ନଟହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାସଂକ୍ରମିତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି । ଚିହ୍ନଟହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୪୪ଜଣକ୍ୱାରେଣ୍ଟାଇନରେ ରହିଥିବା ବେଳେ ୧୧୮୧ଜଣ ସ୍ଥାନୀୟ ବାସିନ୍ଦାରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୬, କଟକରୁ ୩୧୨,ମୟୂରଭଞ୍ଜରୁ ୨୧୫, ଗଞ୍ଜାମରୁ ୨୦୭, କୋରାପୁଟରୁ ୧୩୯,ପୁରୀରୁ ୧୩୬, ଢେଙ୍କାନାଳରୁ ୧୩୨, କେନ୍ଦ୍ରାପଡ଼ାରୁ ୧୨୮,ଭଦ୍ରକରୁ ୯୪, ଯାଜପୁରରୁ ୮୫, ସମ୍ବଲପୁରରୁ ୮୩, କଳାହାଣ୍ଡିରୁ୮୨, ନୂଅ ।ପଡ଼ାରୁ ୭୯ ପଜିଟିଭ୍, ଜଗତସିଂହପୁର ୭୮,ବରଗଡ଼ ୬୧, ଝାରସୁଗୁଡ଼ା ୫୯ , ନୟାଗଡ଼ ୬୭, ଅନୁଗୁଳ୫୮, ସୁନ୍ଦରଗଡ଼ ୫୬, କେନ୍ଦୁଝର ୫୦, ନବରଙ୍ଗପୁର୪୬, ବାଲେଶ୍ୱର ୪୦, ମାଲକାନଗିରି ୩୨,ଗଜପତି ୨୯, ବଲାଙ୍ଗିର ୨୪, ରାୟଗଡ଼ା ୧୩, କନ୍ଧମାଳଓ ସୁବର୍ଣ୍ଣପୁରରୁ ୨୨ ଜଣ ଲେଖାଏଁ, ବୌଦ୍ଧରୁ ୯ ଓ ଦେବଗଡ଼ରୁଜଣେ କରୋନଓ ଅ ।କ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଉନ୍ନୟନ ବ୍ୟୟ ନୈରାଶ୍ୟ ଜନକ

ଭୁବନେଶ୍ୱର,୧୮ ।୯(ନି.ପ୍ର):ଉନ୍ନୟନ କାର୍ଯ୍ୟ ପାଇଁ ପାଣ୍ଠି ମହଜୁଦଥିବାବେଳେ ଅଧିକାଂଶ ବିଭାଗ କିନ୍ତୁ ଅର୍ଥଖର୍ଚ୍ଚ କରିପାରୁ ନାହାନ୍ତି । ଏଭଳିନୈରାଶ୍ୟଜନକ ବ୍ୟୟ ଏବେ ରାଜ୍ୟସରକାରଙ୍କୁ ଚିନ୍ତାରେ...