29 C
Bhubaneswar
Friday, September 18, 2020

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ନୂଆଦିଲ୍ଲୀ,୧ା୯: ଦିଲ୍ଲୀ: ଭାରତ ରତ୍ନ ପ୍ରଣବମୁଖାର୍ଜ୍ଜୀଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ଲୀନହୋଇଛି । ପୂର୍ବତନ ରାଷ୍ଟ୍ରପତି ତଥା ଲୋକପ୍ରିୟଜନନେତା ପ୍ରଣବ ଦା’ଙ୍କର ଶେଷକୃତ୍ୟ କିଛିସମୟ ପୂର୍ବରୁ ନୂଆଦିଲ୍ଲୀର ଲୋଦିକ୍ରିମେଟୋରିୟମ୍ ସଂପନ୍ନ ହୋଇଛି । ସଂପୂର୍ଣ୍ଣରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପ୍ରଣବଙ୍କ ଅ ।ନ୍ତ୍ୟୋଷ୍ଟିକ୍ରିୟାସମାପିତ ହୋଇଥିବା ସୂଚନା ମିଳିଛି ।ଗତକାଲି ପୂର୍ବତନ ରାଷ୍ଟ୍ରପତି ତଥା ବର୍ଷିୟାନ୍କଂଗ୍ରେସ ନେତା ପ୍ରଣବ ମୁଖାର୍ଜୀଙ୍କର ଦେହାନ୍ତହୋଇଥିଲା । ମୃତ୍ୟୁ ପରେ ତାଙ୍କ ପାର୍ଥିବ ଶରୀରକୁମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଶେଷ ଦର୍ଶନ ପାଇଁ ରାଜାଜୀମାର୍ଗସ୍ଥିତ ତାଙ୍କ ବାସଭବନରେ ରଖାଯାଇଥିଲା ।କରୋନାଭାଇରସ୍ ସଂକ୍ରମଣ କାରଣରୁ ଜାରିରହିଥିବା କଟକଣାକୁ ଦୃଷ୍ଟିରେ ରଖି ପ୍ରଣବ ମୁଖାର୍ଜୀଙ୍କପାର୍ଥିବ ଶରୀର ସେନାର ଗନ୍ କ୍ୟାରେଜ ବଦଳରେସ୍ୱର୍ଗରଥ ଗାଡ଼ିରେ ଶ୍ମଶାନରେ ପହଞ୍ଚିଥିଲା । ସେଠାରେ ତାଙ୍କପୁତ୍ର ଅଭିଜିତ ମୁଖାର୍ଜୀ ମୁଖାଗ୍ନି ଦେବା ସହ ଶେଷକୃତ୍ୟରୀତିନୀତି ସଂପନ୍ନ କରିଥିଲେ । ଏହି ଅବସରରେ ତାଙ୍କପୁଅ ଅଭିଜିତ ମୁଖାର୍ଜୀ ଏବଂ ପରିବାରର ସମସ୍ତ ସଦସ୍ୟପିପିଏ କିଟ୍ ପିନ୍ଧିଥିବାର ନଜର ଅ ।ସିଥିଲେ ।ଅ ।ଜି ତାଙ୍କର ବାସଭବନକୁ ଯାଇ ରାଷ୍ଟ୍ରପତି ରାମନାଥକୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କିଅ । ନାଇଡୁ, ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦୀ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ପ୍ରମୁଖଶେଷ ଦର୍ଶନ କରିଥିଲେ । ସେହିପରି କଂଗ୍ରେସର ଅନ୍ତରୀଣଅଧ୍ୟକ୍ଷା ସୋନିଆ ଗାନ୍ଧୀ, ସାଂସଦ ରାହୁଲ ଗାନ୍ଧୀ, ପୂର୍ବତନପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂ ଏବଂ କଂଗ୍ରେସର ଅନ୍ୟପ୍ରମୁଖ ନେତା ପ୍ରଣବ ମୁଖାର୍ଜୀଙ୍କ ଶେଷ ଦର୍ଶନ କରିଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...