24 C
Bhubaneswar
Wednesday, November 25, 2020

୧୦୭ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ

Must read

ଆର୍ଥିକ ନିରାପତ୍ତା ଦେଇଛି ମାଛଚାଷ ।

ଭୁବନେଶ୍ଵର,୨୫ ।୧୧;ମହିଳାସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକ ମାଛଚାଷ ଜରିଆରେ ନିଜର ଆର୍ଥିକ ନିରାପତ୍ତାକୁ ସୁଦୃଢ କରିପାରିଛନ୍ତି । ଏହାର ଏକ ଉଦାହରଣା ତ୍ସାହିତ କରିଆସୁଛି...

କେବଳ ଖୁଚୁରା ଦୋକାନରେ ପଲିଥିନ୍ ଚଢ଼ଉ ।

କଟକ,୨୫।୧୧ ସହରର ପ୍ରତିଦୋକାନରେ ଏବେ ମିଳୁଛି ପଲିଥିନ୍ ।ରାସ୍ତାକଡ଼ର ଫଳ ଦୋକାନରୁ ଆରମ୍ଭକରି ବଡ଼ବଡ଼ ଦୋକାନ ପର୍ଯ୍ୟନ୍ତ; ସବୁଠିଯାହାକୁ ଯେତେ ପଲିଥିନ୍ ମିଳୁଛି ।ଚଳିତବର୍ଷ...

ବଳାକ୍ରାରୀ ପ୍ରେମିକର ଜାମିନ ଖାରଜ ହୋଇଛି ।

ଭୁବନେଶ୍ୱର,୨୫ ।୧୧ପ୍ରେମିକାଙ୍କୁ ତାଙ୍କ ଇଚ୍ଛା ବିରୋଧରେ ବଳାକ୍ରାର କରିବା ସହ ସେ ସମୟର ଭିଡ଼ିଓରେକର୍ଡିଂ କରି ସାମାଜିକ ଗଣମାଧ୍ୟମରେ ଛାଡ଼ି ଆଇନ୍ ଅଦାଲତର ଜାଲରେ...

ବେଧଡ଼କ ଚାଲିଛି ବେଆଇନ ଇଟାଭାଟି ।

କାକଟପୁର,୨୫/୧୧; ପୁରୀଜିଲ୍ଲା ଅନ୍ତର୍ଗତ କାକଟପୁର ତହସିଲ ଅଧିନସ୍ଥ ବିଭିନ୍ନ ରାଜସ୍ୱ ଗ୍ରାମରେ ବେଧଡକ ବେଆଇନ ଭାବରେ ଇଟାମାଫିଆଙ୍କ ଚାଲିଛି ଇଟା ଭାଟି । ସାର ବିଶ୍ୱରେ କରୋନ ମହାମାରୀ କାୟା...

ବାରିପଦା,୧/୯(ନି.ପ୍ର): ମଙ୍ଗଳବାରମୟୂରଭ ଜିଲ୍ଲାରେ ଭିନ୍ନକ୍ଷମ ପ୍ରମାଣପତ୍ରପାଇଁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ୍ଭରଦ୍ୱାଜଙ୍କ ସୁପାରିଶ କ୍ରେମେ ଜିଲ୍ଲାମେଡିକାଲ ବୋର୍ଡର ଚତୁର୍ଥ ପର୍ଯ୍ୟାୟଆୟୋଜିତ ହୋଇ ଯାଇଛି ଏଥିରେଯୋଗ ଦେଇଥିବା ସମସ୍ତ ବ୍ୟକ୍ତିମାନେକୋଭିଡ୍-୧୯ର ସମସ୍ତ ଗାଇଡ୍ ଲାଇନଅନୁସାରେ ସମସ୍ତେ ମାସ୍କ ପିନ୍ଧିବା ସହସାମାଜିକ ଦୂରତା ରକ୍ଷା କରିଥିଲେ । ଜିଲ୍ଲାସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ନରେଶ ଚନ୍ଦ୍ର ବିନ୍ଧାଣୀଙ୍କ ପ୍ରତ୍ୟେକ୍ଷତତ୍ୱାବଧାନରେ ଏବଂ ପ୍ରତିଜ୍ଞା ନିଶାନିବାରଣ କେନ୍ଦ୍ରର ଶ୍ରୀ ଅବନୀ କୁମାରପତିଙ୍କ ସହଯୋଗ କ୍ରମେ ଏହି ଭିନ୍ନକ୍ଷମପ୍ରମାଣପତ୍ର ଶିବିରରେ ଶ୍ରବଣ ବାଧିତ,ଭେଷକ, ଅସ୍ତିଶଲ୍ୟ ମାନସିକ ବିଭାଗରମୋଟ ୧୦୭ଜଣଙ୍କର ଅନଲାଇନ୍ପିକରଣ ଓ ନିଦାନ କରାଯାଇୟୁ.ଡି.ଆଇ.ଡି. ନମ୍ବର ସହିତ ପ୍ରମାଦ ପତ୍ରପ୍ରଦାନ କରାଯାଇଛି ଏହି ମେଡିକାଲବୋର୍ଡରେ ପଣ୍ଡିତ ରଘୁନାଥ ମୁର୍ମୁମେଡିକାଲ କଲେଜର ଚକ୍ଷୁ, ନାଶା, କର୍ଣ୍ଣଓ ଗଳା ବିଭାଗର ବରିଷ୍ଠ ବିଶେଷଜ୍ଞ ଡ.ବିଶ୍ୱନାଥ ଦାସ, ଭେଷଜ ବିଭାଗୀୟବରିଷ୍ଠ ବିଶେଷଜ୍ଞ ଡ. ତପନ କୁମାରଆ·ର୍ଯ୍ୟ ମାନସିକ ବିଭାଗର ଡ. ପ୍ରଦୀପକୁମାର ନାୟକ, ଚକ୍ଷୁ ବିଭାଗର ଡ.ମୀତା ମିଶ୍ର, ଅସ୍ତିଶଲ୍ୟ ବିଭାଗର ଡ.ମହୋନ ଚରଣ ମୁର୍ମୁ, ନିରିକ୍ଷଣକରିଥିଲେ । ଜିଲ୍ଲା ଭିନ୍ନକ୍ଷମ ଥଇଥାନନେ୍ଦ୍ରର ବରିଷ୍ଠ ଓଡିଓଲୋଜିଷ୍ଟ ମାନସକୁମାର ନାୟକ ଫଜିଓଥରପିଷ୍ଟ ରମେଶ୍ୱରପୁଥାଳ ସାଇକଲୋଜିଷ୍ଟ ଚନ୍ଦ୍ର ଶେଖର ନାୟକମବିଲିଟି ଇନ୍ସ୍ପେକ୍ଟର ପ୍ରବୀଣା ଦାସ, ବିପିନିବିହାରୀ ବେହେରା, ପ୍ରତିଜ୍ଞା ନିଶା ନିବାରଣକେନ୍ଦ୍ରର ଅଧ୍ୟକ୍ଷ ଅବନୀ ପତି, ମନୋଜବେହେରା, ସସ ଭୂୟାଁ, ସଂଜୟ ସତପଥି,ସୟ କିସ୍କୁ, ରାଧାଶ୍ୟାମ ପ…ନାୟକ, ଅରବିନ୍ଦମୁଖି ଆଦି ସହଯୋଗ କରିଥିଲେ ।

- Advertisement -୧୦୭ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ

More articles

LEAVE A REPLY

Please enter your comment!
Please enter your name here

- Advertisement -୧୦୭ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ

Latest article

ଆର୍ଥିକ ନିରାପତ୍ତା ଦେଇଛି ମାଛଚାଷ ।

ଭୁବନେଶ୍ଵର,୨୫ ।୧୧;ମହିଳାସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକ ମାଛଚାଷ ଜରିଆରେ ନିଜର ଆର୍ଥିକ ନିରାପତ୍ତାକୁ ସୁଦୃଢ କରିପାରିଛନ୍ତି । ଏହାର ଏକ ଉଦାହରଣା ତ୍ସାହିତ କରିଆସୁଛି...

କେବଳ ଖୁଚୁରା ଦୋକାନରେ ପଲିଥିନ୍ ଚଢ଼ଉ ।

କଟକ,୨୫।୧୧ ସହରର ପ୍ରତିଦୋକାନରେ ଏବେ ମିଳୁଛି ପଲିଥିନ୍ ।ରାସ୍ତାକଡ଼ର ଫଳ ଦୋକାନରୁ ଆରମ୍ଭକରି ବଡ଼ବଡ଼ ଦୋକାନ ପର୍ଯ୍ୟନ୍ତ; ସବୁଠିଯାହାକୁ ଯେତେ ପଲିଥିନ୍ ମିଳୁଛି ।ଚଳିତବର୍ଷ...

ବଳାକ୍ରାରୀ ପ୍ରେମିକର ଜାମିନ ଖାରଜ ହୋଇଛି ।

ଭୁବନେଶ୍ୱର,୨୫ ।୧୧ପ୍ରେମିକାଙ୍କୁ ତାଙ୍କ ଇଚ୍ଛା ବିରୋଧରେ ବଳାକ୍ରାର କରିବା ସହ ସେ ସମୟର ଭିଡ଼ିଓରେକର୍ଡିଂ କରି ସାମାଜିକ ଗଣମାଧ୍ୟମରେ ଛାଡ଼ି ଆଇନ୍ ଅଦାଲତର ଜାଲରେ...

ବେଧଡ଼କ ଚାଲିଛି ବେଆଇନ ଇଟାଭାଟି ।

କାକଟପୁର,୨୫/୧୧; ପୁରୀଜିଲ୍ଲା ଅନ୍ତର୍ଗତ କାକଟପୁର ତହସିଲ ଅଧିନସ୍ଥ ବିଭିନ୍ନ ରାଜସ୍ୱ ଗ୍ରାମରେ ବେଧଡକ ବେଆଇନ ଭାବରେ ଇଟାମାଫିଆଙ୍କ ଚାଲିଛି ଇଟା ଭାଟି । ସାର ବିଶ୍ୱରେ କରୋନ ମହାମାରୀ କାୟା...

ଚାଷୀଙ୍କ ବିକାଶ ପାଇଁ ଦିଆଯାଇଥିବା ଟିପ୍ପଣୀ ବାସ୍ତବଠୁୁ ସମ୍ପୂର୍ଣ୍ଣ ଭିନ୍ନ .

ଭୁବନେଶ୍ବର,୨୪ା୧୧; କେନ୍ଦ୍ର ବିଜେପିସରକାର କୃଷି କୃଷକର ବିକାଶ ପାଇଁ ବହୁ ଲୋଭନୀୟ ପ୍ରତିଶ୍ରୁତି ଦେଇ କ୍ଷମତାସୀନ ହେବା ପରେ...