27 C
Bhubaneswar
Saturday, September 26, 2020

ବିଧାୟକ ବିକ୍ରମ କୁମାର ପଣ୍ଡା ଓତାଙ୍କ ପରିବାରକୁ କରୋନା ପଜିଟିଭ୍

Must read

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

୍ରହ୍ମପୁର,୨ ।୯(ନି.ପ୍ର):ବିଧାୟକ ବ୍ରହ୍ମପୁର ବିକ୍ରମ କୁମାର ପଣ୍ଡାଗତ ମଙ୍ଗଲବାର ସାମାନ୍ୟ ଅସୁସ୍ଥତାଅନୁଭବ କରିବା ପରେ ନିଜରକରୋନା ଟେଷ୍ଟ କରିଥିଲେ । ତେବେଇତି ମଧ୍ୟରେ ତାଙ୍କ ସଂସ୍ପର୍ଶରେଆସିଥିବା ବ୍ୟକ୍ତିଙ୍କୁ ସେ ତୁରନ୍ତଆଇସୋଲେସନରେ ରହିବା କିମ୍ବାଲକ୍ଷଣ ଦେଖାଗଲେ ତୁରନ୍ତ ନିଜରକରୋନା ଟେଷ୍ଟ କରିବା ପାଇଁଅନୁରୋଧ କରିଛନ୍ତି । ସେ ଅ ।ଜିବ୍ରହ୍ମପୁର ଅଶ୍ୱିନ ହସ୍ପିଟାଲରେ ଭର୍ତ୍ତିହୋଇଛନ୍ତି । ସୂଚନାଯୋଗ୍ୟ ଯେ ଇତିମଧ୍ୟରେ ବିଧାୟକ ଶ୍ରୀ ପଣ୍ଡାଙ୍କପରିବାରର ବାପା ଏବଂ ମାଙ୍କ ସମେତଅନ୍ୟ ସଦସ୍ୟଙ୍କୁ ମଧ୍ୟ କରୋନା ପଜିଟିଭ୍ହୋଇ ବ୍ରହ୍ମପୁର ଅଶ୍ୱିନ ହସ୍ପିଟାଲରେଚିକିତ୍ସିତ ହେଉଛନ୍ତି । ବିଧାୟକଙ୍କ କିଛିସହଯୋଗୀ ଏବଂ ସ୍ଥାନୀୟ ନେତାଙ୍କୁମଧ୍ୟ କରୋନା ପୋଜିଟିଭ ହୋଇଛି ।ତେବେ ଏହି ରୋଗରେ କେହିଭୟଭିତ ନ ହୋଇ ଲକ୍ଷଣ ଦେଖାଦେବାସଙ୍ଗେସଙ୍ଗେ ନିଜର ଟେଷ୍ଟ କରାଇଡ଼ାକ୍ତରଙ୍କ ପରାମର୍ଶ ନେଇ ଚିକିତ୍ସିତହେବା ଅ ।ବଶ୍ୟକ ବୋଲି ବିଧାୟକ ଶ୍ରୀପଣ୍ଡା କହିଛନ୍ତି । ସରକାର କରୋନାରୋଗୀଙ୍କ ପାଇଁ ମାଗଣା ଚିକିତ୍ସାର ବ୍ୟବସ୍ଥାକରିବା ସହ ସମସ୍ତ ସୁବିଧା କରିଛନ୍ତି ।ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ନିୟମମାନିଲେ କରୋନା ହାରିବ ଆମେ ଜିତିବାବୋଲି ବିଧାୟକ ଶ୍ରୀ ପଣ୍ଡା କହିଛନ୍ତି

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

୬ ଲୁଟେରା ଗିରଫ ; ୨ବାଇକ୍ ସହିତ ୮ ମୋବାଇଲ ଜବତ

ପିପିଲି,୨୩ା୯ : ପିପିଲି ପୁଲିସ ୬ଜଣ ଲୁଟେରାକୁ ଗିରଫ କରିକୋର୍ଟ ଚାଳଣ କରିଛି । ସେମାନଙ୍କ ଠାରୁ୨ଟି ବାଇକି ସହିତ ୮ଟି ମୋବାଇଲି ଜବତ କରିଛିା ମିଳିଥିବା ସୁଚନା...