28 C
Bhubaneswar
Thursday, September 24, 2020

ସ୍ୱାୟତ୍ତ ଶାସନଦିବସରେ ବୃକ୍ଷରୋପଣ ଓ ପୋଷାକ ବଣ୍ଟନ

Must read

Hello World!

Ut consectetur purus non mollis luctus. Sed diam metus, pretium eget lacus non, tempor porta massa. Aliquam in enim pretium, semper diam...

ଆକ୍ରମଣ ମାମଲାରେ ପୁନମ ପାଣ୍ଡେଙ୍କ ସ୍ଵାମୀ ଜାମିନ ପାଇଛନ୍ତି ।

ମୁମ୍ବାଇ,ତା,୨୩/୯ ;ଗୋଆ କୋର୍ଟ ଚଳଚ୍ଚିତ୍ର ନିର୍ମାତା ସାମ ବମ୍ବେଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଯାହା ତାଙ୍କ ପତ୍ନୀ ପୁଣମ ପାଣ୍ଡେଙ୍କୁ ଗାଳିଗୁଲଜ କରିବା, ଧମକ ଦେବା ଏବଂ ଆକ୍ରମଣ...

ତାମିଲ ଅଭିନେତା ରୁବେନ ଜୟଙ୍କ ଦେହାନ୍ତ

ନୂଆଦିଲ୍ହି,ତା,୨୩/୯;ଲୋକପ୍ରିୟ ତାମିଲ ଅଭିନେତା-ଲେଖକ ରୁବେନ୍ ଜୟଙ୍କର ମଙ୍ଗଳବାର ଦେହାନ୍ତ ହୋଇଛି। ସେ ୫୪ ଥିଲେ। ଖବର ଅନୁଯାୟୀ, ନିକଟରେ ତାଙ୍କୁ ଫୁସଫୁସ କର୍କଟ ରୋଗରେ ଆକ୍ରାନ୍ତ କରାଯାଇଥିଲା ଏବଂ ସେ ମଧ୍ୟ...

ଏହି ତାଲିକାରେ ପିଏମ ମୋଦୀ ଅଛନ୍ତି ।

ନୂଆଦିଲ୍ଲୀ,ତା,୨୩/୯;ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୪ ରେ କାର୍ଯ୍ୟଭାର ଗ୍ରହଣ କରିବା ପରଠାରୁ ଚତୁର୍ଥ ଥର ପାଇଁ ଟାଇମ୍ ମାଗାଜିନ୍ ର ବାର୍ଷିକ ୧୦୦ ଜଣ...

ବ୍ରହ୍ମପୁର,୨ ।୯(ନି.ପ୍ର): ହିଞିଳିକାଟୁ ପୌର ପରିଷଦରେ ନିରାଡମ୍ବର ଭାବେସ୍ୱାୟତ ଶାସନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ସହରାଞ୍ଚଳଉନୟନ ପ୍ରକଳ୍ପ ନିଦେ୍ର୍ଦଶକ ସୁଦାମ ଚରଣ ମଣ୍ଡଳ ଯୋଗଦାନ ସହ ପତକା ଉତ୍ତୋଳନକରିଥିଲେ । ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ଗୋଷ୍ଠି ଉନ୍ନୟନ ଅଧିକାରୀ ପ୍ରସନ୍ନ କୁମାରପାତ୍ର ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥିଙ୍କ ଦ୍ୱାରା ପତାକାଉତ୍ତୋଳନ ପରେ ପୌର ପରିଷଦ ପରିସରରେ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ଓପୌର ପରିଷଦ କର୍ମ·ରୀଙ୍କ ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିଲା ।

ପୌରପରିଷଦ ତରଫରୁ ଅଞ୍ଚଳରେ କାର୍ଯ୍ୟରତ ସଫେଇ କର୍ମ·ରୀମାନଙ୍କୁ ପୋଷାକ ବଣ୍ଟନକରାଯାଇଥିଲା । ଅ ।ଜି ଦିନରେ ଅବସର ଗ୍ରହଣ କରିଥିବା ମୁଖ୍ୟ ରାଜସ୍ୱ ଅସୁଲକାରୀକୈଳାଶ ଚନ୍ଦ୍ର ସାବତଙ୍କୁ ମୁଖ୍ୟ ଅତିଥି ସୁଦାମ ଚରଣ ମଣ୍ଡଳ, ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଜଗଦୀଶ ଷଡଙ୍ଗୀ, ହିଞ୍ଜିଳି ଗୋଷ୍ଠି ଉନ୍ନୟନ ଅଧିକାରୀ ପ୍ରସନ୍ନକୁମାର ପାତ୍ର ଏବଂ ପୌର ପରିଷଦର ସମସ୍ତ କର୍ମ·ରୀ ବୃନ୍ଦ ଉପସ୍ଥିତ ରହି ବିଦାୟକାଳୀନସମର୍ଦ୍ଧନା ଜ୍ଞାପନ ଜଣାଇଥିଲେ । ଆଜିର କାର୍ଯ୍ୟକ୍ରମଟିକୁ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଜଗଦୀଶ ଷଡ଼ଙ୍ଗୀ ସଭାପତିତ୍ୱ କରିଥିଲେ ଓ କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପକୁମାର ମିଶ୍ର, ମାନସ ରଞ୍ଜନ ଦାଶ ପରି·ଳନା କରିଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

Hello World!

Ut consectetur purus non mollis luctus. Sed diam metus, pretium eget lacus non, tempor porta massa. Aliquam in enim pretium, semper diam...

ଆକ୍ରମଣ ମାମଲାରେ ପୁନମ ପାଣ୍ଡେଙ୍କ ସ୍ଵାମୀ ଜାମିନ ପାଇଛନ୍ତି ।

ମୁମ୍ବାଇ,ତା,୨୩/୯ ;ଗୋଆ କୋର୍ଟ ଚଳଚ୍ଚିତ୍ର ନିର୍ମାତା ସାମ ବମ୍ବେଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ଯାହା ତାଙ୍କ ପତ୍ନୀ ପୁଣମ ପାଣ୍ଡେଙ୍କୁ ଗାଳିଗୁଲଜ କରିବା, ଧମକ ଦେବା ଏବଂ ଆକ୍ରମଣ...

ତାମିଲ ଅଭିନେତା ରୁବେନ ଜୟଙ୍କ ଦେହାନ୍ତ

ନୂଆଦିଲ୍ହି,ତା,୨୩/୯;ଲୋକପ୍ରିୟ ତାମିଲ ଅଭିନେତା-ଲେଖକ ରୁବେନ୍ ଜୟଙ୍କର ମଙ୍ଗଳବାର ଦେହାନ୍ତ ହୋଇଛି। ସେ ୫୪ ଥିଲେ। ଖବର ଅନୁଯାୟୀ, ନିକଟରେ ତାଙ୍କୁ ଫୁସଫୁସ କର୍କଟ ରୋଗରେ ଆକ୍ରାନ୍ତ କରାଯାଇଥିଲା ଏବଂ ସେ ମଧ୍ୟ...

ଏହି ତାଲିକାରେ ପିଏମ ମୋଦୀ ଅଛନ୍ତି ।

ନୂଆଦିଲ୍ଲୀ,ତା,୨୩/୯;ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୪ ରେ କାର୍ଯ୍ୟଭାର ଗ୍ରହଣ କରିବା ପରଠାରୁ ଚତୁର୍ଥ ଥର ପାଇଁ ଟାଇମ୍ ମାଗାଜିନ୍ ର ବାର୍ଷିକ ୧୦୦ ଜଣ...

ଗୌତମ ଗମ୍ଭୀର ଏମଏସ ଧୋନିଙ୍କ ମଧ୍ୟରେ ଝଗଡା ।

ନୁଆଦିଲ୍ଲୀ,୨୩/୯ ;ଏକ ବଡ଼ ଧରଣର ଗୋଡ଼ାଇବା ସମୟରେ ନିଜକୁ ବ୍ୟାଟିଂ ଅର୍ଡରରୁ ଓହ୍ଲାଇ ଆଗରୁ ଆଗେଇ ନଥିଲେ, ପୂର୍ବତନ ଭାରତ ବ୍ୟାଟ୍ସମ୍ୟାନ୍ ଗୌତମ ଗମ୍ଭୀରଙ୍କୁ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ସପ୍ତମ...