18 C
Bhubaneswar
Tuesday, November 24, 2020

‘ମିଶନ କର୍ମଯୋଗୀ’କୁ ଧର୍ମେନ୍ଦ୍ରଙ୍କ ସ୍ୱାଗତ

Must read

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି ।

କଟକ,୨୪୧୧: ସ୍କୁଲ ଫି' ଛାଡପ୍ରସଙ୍ଗରେ ଆଜି ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି । କେତେ ପ୍ରତିଶତ ଫି ଛାଡ କରିହେବ ସେ...

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ନୂଆଦିଲ୍ଲୀ/ଭୁବନେଶ୍ୱର,୩ା୯(ନି.ପ୍ର.): ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବୁଧବାରବସିଥିବା କ୍ୟାବିନେଟ୍ ବୈଠକରେ ‘ମିଶନକର୍ମଯୋଗୀ’ ଶୁଭାରମ୍ଭ କରାଯିବା ଭଳିଗୁରୁତ୍ୱପୂର୍ଣ୍ଣ ନିଷ୍ପତିକୁ ସ୍ୱାଗତ କରିଛନ୍ତିକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।କ୍ୟାବିନେଟ୍ ନିଷ୍ପତି ପାଇଁ ଶ୍ରୀ ପ୍ରଧାନପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେବା ସହକହିଛନ୍ତି ‘ମିଶନ କର୍ମଯୋଗୀ’ର ଶୁଭାରମ୍ଭତଥା ପ୍ରଶାସନିକ ସେବାରେ ସଂସ୍କାରଭବିଷ୍ୟତରେ ପ୍ରଶାସନିକ ଅଧିକାରୀଙ୍କୁଅଧିକ ଗଠନମୂଳକ, ଅଭିନବ ଓପ୍ରଗତିଶୀଳ ହୋଇ ଜନ ସେବା କରିବା ପାଇଁଉତ୍ସାହ ଦେବ ଓ ସହଯୋଗ କରିବ ।ବ୍ୟକ୍ତିଗତ ତଥା ଅନୁଷ୍ଠାନ ସ୍ତରରେପ୍ରଶାସନିକ ଅଧିକାରୀଙ୍କ ଦକ୍ଷତା ବିକାଶହେଲେ ତୃଣମୂଳ ସ୍ତରରେଜନକଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀହେବ, ସରକାରୀ ଅନୁଷ୍ଠାନକୁ ମଜବୁତ୍କରିବ ଏବଂ କାର୍ଯ୍ୟ ପ୍ରକ୍ରିୟାକୁ ପରିବର୍ତ୍ତନକରିବାରେ ବଡ଼ ଭୂମିକା ଗ୍ରହଣ କରିବ ।‘ମିଶନ କର୍ମଯୋଗୀ’ ବଳରେ ଦେଶରପ୍ରଶାସନିକ ଅଧିକାରୀମାନେ ଭାରତୀୟସଂସ୍କୃତିରେ ବିଶ୍ୱର ସର୍ବୋତ୍ତମ ଅଭ୍ୟାସରମିଶ୍ରଣ କରି ମାନବସମ୍ବଳର ପ୍ରବନ୍ଧନକୁ‘ନିୟମ ଆଧାର’ରୁ ‘ଭୂମିକା ଆଧାର’ରେପରିଣତ କରିବ ବୋଲି ଶ୍ରୀ ପ୍ରଧାନକହିଛନ୍ତି ।ଏହାସହ ଦୀର୍ଘଦିନର ଦାବୀକୁପୂରଣ କରିବା ତଥା କେନ୍ଦ୍ରଶାସିତ ଅଞ୍ଚଳଜାମ୍ମୁ କାଶ୍ମିରର ଭାଷା କାଶ୍ମିରୀ, ହିନ୍ଦି ଏବଂଡଗରି ଭାଷାକୁ ସରକାରୀ ମାନ୍ୟତାଦେଇଥିବାରୁ ପୁନର୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁଶ୍ରୀ ପ୍ରଧାନ ଧନ୍ୟବାଦ ଦେଇଛନ୍ତି

- Advertisement -‘ମିଶନ କର୍ମଯୋଗୀ’କୁ ଧର୍ମେନ୍ଦ୍ରଙ୍କ ସ୍ୱାଗତ

More articles

LEAVE A REPLY

Please enter your comment!
Please enter your name here

- Advertisement -‘ମିଶନ କର୍ମଯୋଗୀ’କୁ ଧର୍ମେନ୍ଦ୍ରଙ୍କ ସ୍ୱାଗତ

Latest article

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ବୟାନ ।

ନୂଆଦିଲ୍ଲୀ,୨୩ା୧୧: ଯଦି ରାଜ୍ୟ ଗୁଡ଼ିକ ଠିକ୍ ଭାବେ ପ୍ରସ୍ତୁତ ନ ହେବେ, ତା'ହେଲେ ଡିସେମ୍ବରରେ ସ୍ଥିତି ଆହୁରି ବିଗିଡ଼ି ଯିବ । ଆଜି ରାଜ୍ୟ...

ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି ।

କଟକ,୨୪୧୧: ସ୍କୁଲ ଫି' ଛାଡପ୍ରସଙ୍ଗରେ ଆଜି ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି । କେତେ ପ୍ରତିଶତ ଫି ଛାଡ କରିହେବ ସେ...

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ମୁମ୍ବାଇ ପୋଲିସର ଏଫ୍ଆଇଆର୍ ବନ୍ଦ କରିବାକୁ କଙ୍ଗନା ଓ ରଙ୍ଗୋଲି ଚାନ୍ଦେଲ ।

ମୁମ୍ବାଇ,ତା୨୩/୧୧;ଅଭିନେତ୍ରୀ କଙ୍ଗନା ରାନାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ସୋମବାର ଦିନ ବମ୍ବେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସୋସିଆଲ ମିଡିଆରେ...