18 C
Bhubaneswar
Tuesday, November 24, 2020

୧୩ରେ ପୁଣି ଲଘୁ·ପ

Must read

ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି ।

କଟକ,୨୪୧୧: ସ୍କୁଲ ଫି' ଛାଡପ୍ରସଙ୍ଗରେ ଆଜି ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି । କେତେ ପ୍ରତିଶତ ଫି ଛାଡ କରିହେବ ସେ...

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ମୁମ୍ବାଇ ପୋଲିସର ଏଫ୍ଆଇଆର୍ ବନ୍ଦ କରିବାକୁ କଙ୍ଗନା ଓ ରଙ୍ଗୋଲି ଚାନ୍ଦେଲ ।

ମୁମ୍ବାଇ,ତା୨୩/୧୧;ଅଭିନେତ୍ରୀ କଙ୍ଗନା ରାନାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ସୋମବାର ଦିନ ବମ୍ବେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସୋସିଆଲ ମିଡିଆରେ...

ଭୁବନେଶ୍ୱର,୧୦ା୯(ନି.ପ୍ର.):ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଅ ।ଉ ଏକଲଘୁ·ପ । ଅ ।ସନ୍ତା ୧୩ ତାରିଖ ବେଳକୁଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥାଅ ।ନ୍ଧ୍ରପ୍ରଦେଶ ଉପକୂଳରେ ଘନୀଭୂତହେବ । ପ୍ରଭାବରେ ୧୨ ତାରିଖଠାରୁ ଦକ୍ଷିଣଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ ପୂର୍ବାନୁମାନ କରିଛି ଭାରତୀୟପାଣିପାଗ ବିଭାଗ ।ସ ମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ରରିଲିଫ୍ କମିସନର(ଏସ୍ଅ ।ରସି)ଙ୍କ ପକ୍ଷରୁଅ ।ଜି ଜିଲ୍ଲାପାଳମାନଙ୍କୁ ସତର୍କ କରାଇପରାମର୍ଶ ଦିଅ ।ଯାଇଛି । ସ୍ଥିତି ଉପରେ ତୀକ୍ଷ୍ଣନଜର ସହ କେଣସି ପ୍ରକାର ପରିସ୍ଥିତିରମୁକାବିଲା ଲାଗି ଜିଲ୍ଲା ପ୍ରଶାସନକୁ ସଜାଗରହିବାକୁ କୁହାଯାଇଛି । ଆସନ୍ତା ୫ ଦିନପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ିସହ ବର୍ଷା ହେବାର ଅ ।ଶଙ୍କା ଥିବାରୁୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।୧୦ତାରିଖରେ କେନ୍ଦୁଝର,ମୟୂରଭଞ୍ଜ,ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହପ୍ରବଳ ବର୍ଷା ହେବାର ଅ ।ଶଙ୍କା ରହିଛି ।ଉପକୂଳ ଓଡ଼ିଶାର ଅନ୍ୟ ଜିଲ୍ଲା ସମେତପଶ୍ଚିମ ଓଡ଼ିଶାରେଘଡ଼ଘଡ଼ିସହ ବଜ୍ରପାତହେବାନେଇ ପୂର୍ବାନୁମାନ କରାଯାଇଛି ଭୁବନେଶ୍ୱରସ୍ଥିତ ଅ ।ଂଚଳିକ ପାଣିପାଗବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍ ଅ ।ର ବିଶ୍ୱାସକହିଛନ୍ତି ଯେ ଓଡ଼ିଶାରେ ମେସୁମୀ ଏବେ ଦୁର୍ବଳ ରହିଛ ।ତେବେପଶ୍ଚିମବଙ୍ଗଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାରକେତେକ ସ୍ଥାନରେ ଘଡ଼ଘଡ଼ି ସହବଜ୍ରପାତ ଓ ବର୍ଷା ହେବାର ସମ୍ଭାବନାରହିଛି । ଅ ।ସନ୍ତା ୨୪ ଘଂଟା ମଧ୍ୟରେଉତର ଓଡ଼ିଶାର ସମସ୍ତ ଜିଲ୍ଲାର ଅଧିକାଂଶସ୍ଥାନରେ ବର୍ଷା ହେବ । ଏହା ତୁଳନାରେଦକ୍ଷିଣ ଓଡ଼ିଶାରେ ସାମାନ୍ୟ କମ୍ ରହିବଏବଂ ଅଳ୍ପ କିଛି ସ୍ଥାନର ସ୍ୱଳ୍ପରୁ ମଧ୍ୟମ ଧରଣରବର୍ଷା ହୋଇପାରେ । ଉପକୂଳ ଓଡ଼ିଶାରେ ବିସମାନ ସ୍ଥିତି ଲାଗିରହିବ ।୧୨ ଓ୧୩ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାରେ ମେସୁମୀଅଧିକ ସକ୍ରିୟରହିବ । ଫଳରେମାଲକାନଗିରି, କୋରାପୁଟ,ରାୟଗଡ଼ା ,ଗଜପତି, ଗଞ୍ଜାମ, କନ୍ଧମାଳ,ନବରଙ୍ଗପୁରର ଅଧିକ ସ୍ଥାନରେ ବର୍ଷାହେବାର ସ ମ୍ଭାବନା ରହିଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । କଟକଓ ଭୁବନେଶ୍ୱର ସହରରେ ଅ ।କାଶମେଘାଚ୍ଛନ୍ନ ରହିବା ସହ ସନ୍ଧ୍ର୍ୟାରେ ଘଡ଼ଘଡ଼ିଓ ବଜ୍ରପାତ ହେବାର ଅ ।ଶଙ୍କା ରହିଛି ।

- Advertisement -୧୩ରେ ପୁଣି ଲଘୁ·ପ

More articles

LEAVE A REPLY

Please enter your comment!
Please enter your name here

- Advertisement -୧୩ରେ ପୁଣି ଲଘୁ·ପ

Latest article

ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି ।

କଟକ,୨୪୧୧: ସ୍କୁଲ ଫି' ଛାଡପ୍ରସଙ୍ଗରେ ଆଜି ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ଲୋଡିଛନ୍ତି । କେତେ ପ୍ରତିଶତ ଫି ଛାଡ କରିହେବ ସେ...

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ମୁମ୍ବାଇ ପୋଲିସର ଏଫ୍ଆଇଆର୍ ବନ୍ଦ କରିବାକୁ କଙ୍ଗନା ଓ ରଙ୍ଗୋଲି ଚାନ୍ଦେଲ ।

ମୁମ୍ବାଇ,ତା୨୩/୧୧;ଅଭିନେତ୍ରୀ କଙ୍ଗନା ରାନାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ସୋମବାର ଦିନ ବମ୍ବେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସୋସିଆଲ ମିଡିଆରେ...

ସମସ୍ତ ଭାରତୀୟଙ୍କୁ କେବେ ଟୀକାକରଣ କରାଯିବ ପ୍ରଧାନମନ୍ତ୍ରୀ କହିବେ ।

ନୂଆଦିଲୀ,ତା୨୩/୧୧ପ୍ରଧାନମନ୍ତ୍ରୀ ନିଶ୍ଚିତ ଭାବରେ ଦେଶକୁ କହିବେ: ୧. ସମସ୍ତ କୋଭିଡ ଟିକା ପ୍ରାର୍ଥୀଙ୍କ ମଧ୍ୟରୁ ବାଛିବ ଏବଂ କାହିଁକି? ୨. ପ୍ରଥମେ ଟିକା କିଏ ପାଇବ ଏବଂ ବଣ୍ଟନ...