28 C
Bhubaneswar
Sunday, September 20, 2020

ଖୋର୍ଦ୍ଧା ଜିଲ୍ଲା ସଂକ୍ରମଣ ହୋଇଛି

Must read

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ୁଭୂବନେଶ୍ୱର,୧୦ା୯(ନି.ପ୍ର.): ହୁ ହୁହୋଇ ବି ·ଲିଛି କରୋନା ସଂକ୍ରମିତଙ୍କସଂଖ୍ୟା । ଅ ।ଜି ରାଜ୍ୟରେ ପୁଣି ନୂଅ ।୩୭୪୮ ଜଣ କରୋନା ପଜିଟିଭ୍ ଚିହ୍ନଟହୋଇଛନ୍ତି । ଏମାନଙ୍କ ଭିତରୁ ସଙ୍ଗରୋଧକେନ୍ଦ୍ରରୁ ୨୨୧୦ ଓ ସ୍ଥାନୀୟ ଅଞ୍ଚଳରୁ୧୫୩୮ ଅ ।କ୍ରାନ୍ତ ଅଛନ୍ତି । ଏହା ଫଳରେରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧ଲକ୍ଷ ୩୫ ହଜାର ୧୩୦କୁ ବୃଦ୍ଧି ପାଇଛି ।ରାଜ୍ୟରେ ପୁଣି ୧୧ କରୋନା ଜନିତମୃତ୍ୟୁ, ମୃତକଙ୍କ ସଂଖ୍ୟା ୫୮୦ ଛୁଇଁଛି ।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କବିଭାଗ ପକ୍ଷରୁ ସୂଚନା ଦିଅ ।ଯାଇଛି ।ଅ ।ଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ୬୧୫ଜଣ କରୋନା ଅ ।କ୍ରାନ୍ତ ଚିହ୍ନଟହୋଇଥିବା ବେଳ କଟକ ଜିଲ୍ଲାରୁ୩୯୨ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଅପରପକ୍ଷରେ ନୟାଗଡ଼ ଜିଲ୍ଲାରୁ ୬୯,ଗଞ୍ଜାମ ଜିଲ୍ଲାରୁ ୭୧, ବଲାଙ୍ଗୀରଜିଲ୍ଲାରୁ୧୬୩, ବାଲେଶ୍ୱର ଜିଲ୍ଲାରୁ ୧୦୩,କୋରାପୁଟ ଜିଲ୍ଲାରୁ ୯୭, ଭଦ୍ରକ ଜିଲ୍ଲାରୁ୪୬, ରାୟଗଡ଼ା ଜିଲ୍ଲାରୁ ୮୨, ପୁରୀ ଜିଲ୍ଲାରୁ୩୮୭, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭,ଜଗତସିଂହପୁର ଜିଲ୍ଲାରୁ ୯୪, ସ ମ୍ବଲପୁରଜିଲ୍ଲାରୁ ୭୯, କଳାହାଣ୍ଡି ଜିଲ୍ଲାରୁ ୩୮,ଯାଜପୁର ଜିଲ୍ଲାରୁ ୧୪୦, କନ୍ଧମାଳ ଜିଲ୍ଲାରୁ୮୫, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୬,ମାଲକାନଗିରି ଜିଲ୍ଲାରୁ ୨୧, ଗଜପତିଜିଲ୍ଲାରୁ ୩୩, ମୟୂରଭଞ୍ଜ ଜିଲ୍ଲାରୁ ୩ ,ଝାରସୁଗୁଡ଼ା ଜିଲ୍ଲାରୁ ୭୦, ଢେଙ୍କାନାଳଜିଲ୍ଲାରୁ ୬୫, ନବରଙ୍ଗପୁର ଜିଲ୍ଲାରୁ୧୨୧, କେନ୍ଦୁଝର ଜିଲ୍ଲାରୁ ୬୩,ସୁବର୍ଣ୍ଣପୁର ଜିଲ୍ଲାରୁ ୧୨୪, ଅନୁଗୁଳ ଜିଲ୍ଲାରୁ୫୭, ବରଗଡ଼ ଜିଲ୍ଲାରୁ ୯୨, ନୂଅ ।ପଡ଼ାଜିଲ୍ଲାରୁ ୧୦୭, ଦେବଗଡ଼ରୁ ୨୪ ଓବୌଦ୍ଧ ଜିଲ୍ଲାରୁ ୫୮ ଜଣ କରୋନା ଅ ।କ୍ରାନ୍ତଚିହ୍ନଟ ହୋଇଛନ୍ତି ।ଅ ।ଜି ଗଞ୍ଜାମରୁ ସର୍ବାଧିକ ୪ ଜଣଙ୍କମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱରରୁ ୨ଜଣ, ବଲାଙ୍ଗୀରରୁ ଜଣେ, କନ୍ଧମାଳରୁଜଣେ, ଖୋର୍ଦ୍ଧାରୁ ଜଣେ, କେନ୍ଦୁଝରରୁଜଣେ ଓ ପୁରୀରୁ ଜଣେ ଅ ।କ୍ରାନ୍ତଙ୍କ ମୃତ୍ୟୁଘଟିଛି । ଅନ୍ୟ ସମସ୍ତ ମୃତ ସଂକ୍ରମିତ ପୁରୁଷହୋଇଥିବା ବେଳେ ଭୁବନେଶ୍ୱର,ବଲାଙ୍ଗୀର, ଓ ଖୋର୍ଦ୍ଧାରୁ ୩ ମହିଳାସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ସମସ୍ତମୃତକମାନଙ୍କ ବୟସ ୪୬,୪୬, ୭୫,୫୦, ୬୫, ୫୫, ୬୦, ୬୨, ୬୫, ୭୦ଓ ୭୨ ବର୍ଷ । ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ଏହି ୧୧ଜଣ କୋଭିଡ୍ ପଜିଟିଭ୍ରୋଗୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଉନ୍ନୟନ ବ୍ୟୟ ନୈରାଶ୍ୟ ଜନକ

ଭୁବନେଶ୍ୱର,୧୮ ।୯(ନି.ପ୍ର):ଉନ୍ନୟନ କାର୍ଯ୍ୟ ପାଇଁ ପାଣ୍ଠି ମହଜୁଦଥିବାବେଳେ ଅଧିକାଂଶ ବିଭାଗ କିନ୍ତୁ ଅର୍ଥଖର୍ଚ୍ଚ କରିପାରୁ ନାହାନ୍ତି । ଏଭଳିନୈରାଶ୍ୟଜନକ ବ୍ୟୟ ଏବେ ରାଜ୍ୟସରକାରଙ୍କୁ ଚିନ୍ତାରେ...