24 C
Bhubaneswar
Wednesday, November 25, 2020

ପ୍ରବାସୀ ଓଡିଆଙ୍କ କାମ ପାଇଁ ଯାତାୟତ ହେବ ସହଜ

Must read

ଆର୍ଥିକ ନିରାପତ୍ତା ଦେଇଛି ମାଛଚାଷ ।

ଭୁବନେଶ୍ଵର,୨୫ ।୧୧;ମହିଳାସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକ ମାଛଚାଷ ଜରିଆରେ ନିଜର ଆର୍ଥିକ ନିରାପତ୍ତାକୁ ସୁଦୃଢ କରିପାରିଛନ୍ତି । ଏହାର ଏକ ଉଦାହରଣା ତ୍ସାହିତ କରିଆସୁଛି...

କେବଳ ଖୁଚୁରା ଦୋକାନରେ ପଲିଥିନ୍ ଚଢ଼ଉ ।

କଟକ,୨୫।୧୧ ସହରର ପ୍ରତିଦୋକାନରେ ଏବେ ମିଳୁଛି ପଲିଥିନ୍ ।ରାସ୍ତାକଡ଼ର ଫଳ ଦୋକାନରୁ ଆରମ୍ଭକରି ବଡ଼ବଡ଼ ଦୋକାନ ପର୍ଯ୍ୟନ୍ତ; ସବୁଠିଯାହାକୁ ଯେତେ ପଲିଥିନ୍ ମିଳୁଛି ।ଚଳିତବର୍ଷ...

ବଳାକ୍ରାରୀ ପ୍ରେମିକର ଜାମିନ ଖାରଜ ହୋଇଛି ।

ଭୁବନେଶ୍ୱର,୨୫ ।୧୧ପ୍ରେମିକାଙ୍କୁ ତାଙ୍କ ଇଚ୍ଛା ବିରୋଧରେ ବଳାକ୍ରାର କରିବା ସହ ସେ ସମୟର ଭିଡ଼ିଓରେକର୍ଡିଂ କରି ସାମାଜିକ ଗଣମାଧ୍ୟମରେ ଛାଡ଼ି ଆଇନ୍ ଅଦାଲତର ଜାଲରେ...

ବେଧଡ଼କ ଚାଲିଛି ବେଆଇନ ଇଟାଭାଟି ।

କାକଟପୁର,୨୫/୧୧; ପୁରୀଜିଲ୍ଲା ଅନ୍ତର୍ଗତ କାକଟପୁର ତହସିଲ ଅଧିନସ୍ଥ ବିଭିନ୍ନ ରାଜସ୍ୱ ଗ୍ରାମରେ ବେଧଡକ ବେଆଇନ ଭାବରେ ଇଟାମାଫିଆଙ୍କ ଚାଲିଛି ଇଟା ଭାଟି । ସାର ବିଶ୍ୱରେ କରୋନ ମହାମାରୀ କାୟା...

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦୯(ନି.ପ୍ର.): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରପ୍ରଧାନ କେନ୍ଦ୍ର ରେଳମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଚିଠି ଲେଖି ପ୍ରବାସୀଓଡିଆଙ୍କ ଜୀବନଜୀବିକା ପାଇଁ ପୁନର୍ବାର ଟ୍ରେନ୍ ଚଳାଚଳ କରିବାପାଇଁ ଅନୁରୋଧ କରିବା ପରେ ରେଳ ମନ୍ତ୍ରଣାଳୟ ପକ୍ଷରୁ ଓଡିଶାରୁଅହମ୍ମଦବାଦ ଏବଂ ସୁରତ ସମେତ ୩ଟି ସ୍ଥାନକୁ ସ୍ପେଶାଲ୍ ଟ୍ରେନ୍ଚଳାଚଳ କରିବ ବୋଲି ଘୋଷଣା କରାଯାଇଥିବା ଶ୍ରୀ ପ୍ରଧାନ ଟ୍ୱିଟ୍କରି ଜଣାଇଛନ୍ତି ।ଓଡିଶାର ଆବଶ୍ୟକତାକୁ ପ୍ରାଥମିକତା ଦେଉଥିବାରୁ ଏବଂପ୍ରବାସୀ ଓଡିଆଙ୍କ ପାଇଁ ଓଡିଶାରୁ ଅନ୍ୟ ରାଜ୍ୟକୁ ଟ୍ରେନ୍ ଚଳାଚଳପାଇଁ ଅନୁରୋଧକୁ ରଖିଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ଓ କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଗୋଏଲଙ୍କୁ ଧନ୍ୟବାଦ ଦେଇଛନ୍ତି ।ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ସେପ୍ଟେ ମ୍ବର ୧୨ ତାରିଖରୁଓଡିଶାରୁ ତିନି ଯୋଡା ସ୍ପେଶାଲ ଟ୍ରେନ୍ ପୁରୀରୁ ଅହମ୍ମଦବାଦ, ପୁରୀରୁଗାନ୍ଧିଧାମ ଏବଂ ପୁରୀରୁ ଓଖାକୁ ରେଳସେବା ଆର ମ୍ଭ ହେବ ବୋଲିରେଳ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି । ଏହି ସୁବିଧାବିଭିନ୍ନ ରାଜ୍ୟରେ କାମ କରୁଥିବା ଓଡିଆଙ୍କୁ କର୍ମକ୍ଷେତ୍ରକୁ ପୁଣି ଥରେଫେରିବାରେ ସାହାଯ୍ୟ କରିବ ଏବଂ ନିରାପଦରେ ସେମାନେ ଯାତ୍ରାକରିପାରିବେ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।ଉଲ୍ଲେଖନୀୟ ଯେ, ଗତ ୭ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନକେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଗୋଏଲଙ୍କୁ ଚିଠି ଲେଖି ଦେଶର ଅର୍ଥନୀତିରପୁନଃରୁଦ୍ଧାର ଏବଂ ପ୍ରବାସୀଙ୍କ ତୁରନ୍ତ ଜୀବନଜୀବିକାକୁ ଦୃଷ୍ଟିରେରଖି ଓଡିଶାରୁ ଗୁଜୁରାଟ, କର୍ଣ୍ଣାଟକ ଏବଂ ମହାରାଷ୍ଟ୍ର ଭଳି ରାଜ୍ୟକୁପୁଣି ଥରେ ‘ଶ୍ରମିକ ସ୍ପେଶାଲ ଟ୍ରେନ୍’ ଚାଲୁ କରିବା ପାଇଁ ବ୍ୟକ୍ତିଗତହସ୍ତକ୍ଷେପ କରିବାକୁ ଅନୁରୋଧ କରିଥିଲେ । ଗଞ୍ଜାମ ଜିଲ୍ଲାରେବାସ ।“କରୁଥିବା ଅନେକ ପ୍ରବାସୀ ଓଡିଆମାନେ ଗୁଜୁରାଟ ଏବଂଅନ୍ୟ ରାଜ୍ୟକୁ ରେଳ ସେବା ଚାଲୁ କରିବା ପାଇଁ ତାଙ୍କୁ ଅନୁରୋଧକରିଥିଲେ । ଜୀବନଜୀବିକା ପାଇଁ ସୁଯୋଗର ଅଭାବ ଥିବା ଏବଂ ପୁଣିକାର୍ଯ୍ୟକ୍ଷେତ୍ରରେ ଯୋଗଦେବା ପାଇଁ ଯିବାରେ ଅସୁବିଧା ହେଉଥିବାସେମାନେ ଦର୍ଶାଇଥିଲେ । ସାରା ଦେଶରେ ଲକ୍ ଡାଉନକୁ ପ୍ରତ୍ୟାହାରକରାଯାଉଥିବା ସମୟରେ ବାହାରେ କାମ କରୁଥିବା ଲୋକମାନଙ୍କ ପାଇଁପୁନର୍ବାର ରେଳସେବା ଆର ମ୍ଭ ହେବାର ଆବଶ୍ୟକତା ରହିଛି । ବର୍ତମାନମୌସୁମି ପରିସ୍ଥିତିରେ ସଡକ ପଥ ମାଧ୍ୟମରେ ଦୂର ବାଟ ଯାତ୍ରା କରିବା ସେମାନଙ୍କପାଇଁ ନିରାପଦ ନୁହେଁ ବୋଲି ଶ୍ରୀ ପ୍ରଧାନ ଚିଠିରେ ଉଲ୍ଲେଖ କରିଥିଲେ ।

- Advertisement -ପ୍ରବାସୀ ଓଡିଆଙ୍କ କାମ ପାଇଁ ଯାତାୟତ ହେବ ସହଜ

More articles

LEAVE A REPLY

Please enter your comment!
Please enter your name here

- Advertisement -ପ୍ରବାସୀ ଓଡିଆଙ୍କ କାମ ପାଇଁ ଯାତାୟତ ହେବ ସହଜ

Latest article

ଆର୍ଥିକ ନିରାପତ୍ତା ଦେଇଛି ମାଛଚାଷ ।

ଭୁବନେଶ୍ଵର,୨୫ ।୧୧;ମହିଳାସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକ ମାଛଚାଷ ଜରିଆରେ ନିଜର ଆର୍ଥିକ ନିରାପତ୍ତାକୁ ସୁଦୃଢ କରିପାରିଛନ୍ତି । ଏହାର ଏକ ଉଦାହରଣା ତ୍ସାହିତ କରିଆସୁଛି...

କେବଳ ଖୁଚୁରା ଦୋକାନରେ ପଲିଥିନ୍ ଚଢ଼ଉ ।

କଟକ,୨୫।୧୧ ସହରର ପ୍ରତିଦୋକାନରେ ଏବେ ମିଳୁଛି ପଲିଥିନ୍ ।ରାସ୍ତାକଡ଼ର ଫଳ ଦୋକାନରୁ ଆରମ୍ଭକରି ବଡ଼ବଡ଼ ଦୋକାନ ପର୍ଯ୍ୟନ୍ତ; ସବୁଠିଯାହାକୁ ଯେତେ ପଲିଥିନ୍ ମିଳୁଛି ।ଚଳିତବର୍ଷ...

ବଳାକ୍ରାରୀ ପ୍ରେମିକର ଜାମିନ ଖାରଜ ହୋଇଛି ।

ଭୁବନେଶ୍ୱର,୨୫ ।୧୧ପ୍ରେମିକାଙ୍କୁ ତାଙ୍କ ଇଚ୍ଛା ବିରୋଧରେ ବଳାକ୍ରାର କରିବା ସହ ସେ ସମୟର ଭିଡ଼ିଓରେକର୍ଡିଂ କରି ସାମାଜିକ ଗଣମାଧ୍ୟମରେ ଛାଡ଼ି ଆଇନ୍ ଅଦାଲତର ଜାଲରେ...

ବେଧଡ଼କ ଚାଲିଛି ବେଆଇନ ଇଟାଭାଟି ।

କାକଟପୁର,୨୫/୧୧; ପୁରୀଜିଲ୍ଲା ଅନ୍ତର୍ଗତ କାକଟପୁର ତହସିଲ ଅଧିନସ୍ଥ ବିଭିନ୍ନ ରାଜସ୍ୱ ଗ୍ରାମରେ ବେଧଡକ ବେଆଇନ ଭାବରେ ଇଟାମାଫିଆଙ୍କ ଚାଲିଛି ଇଟା ଭାଟି । ସାର ବିଶ୍ୱରେ କରୋନ ମହାମାରୀ କାୟା...

ଚାଷୀଙ୍କ ବିକାଶ ପାଇଁ ଦିଆଯାଇଥିବା ଟିପ୍ପଣୀ ବାସ୍ତବଠୁୁ ସମ୍ପୂର୍ଣ୍ଣ ଭିନ୍ନ .

ଭୁବନେଶ୍ବର,୨୪ା୧୧; କେନ୍ଦ୍ର ବିଜେପିସରକାର କୃଷି କୃଷକର ବିକାଶ ପାଇଁ ବହୁ ଲୋଭନୀୟ ପ୍ରତିଶ୍ରୁତି ଦେଇ କ୍ଷମତାସୀନ ହେବା ପରେ...