30 C
Bhubaneswar
Tuesday, September 22, 2020

ନବୀନଙ୍କ ସମର୍ଥନ ଲୋଡ଼ିଲେ ନିତିଶ

Must read

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଭୁବନେଶ୍ୱର,୧୦ା୯(ନି.ପ୍ର.): ରାଜ୍ୟସଭା ଉପସଭାପତି ନିର୍ବାଚନପୂର୍ବରୁ ଓଡ଼ିଶା ମୁଖମନ୍ତ୍ରୀ ମୁଖ୍ୟ ତଥା ବିଜେଡ଼ି ସୁପ୍ରିମୋନବୀନ ପ…ନାୟକଙ୍କ ସମର୍ଥନ ଲୋଡ଼ିଛନ୍ତି ବିହାରମୁଖମନ୍ତ୍ରୀ ତଥା ଜେଡିୟୁ ସୁପ୍ରିମୋ ନିତିଶ କୁମାର ।ଅ ।ଜି ନିତିଶ ଫୋନ କରି ନବୀନଙ୍କ ସହଅ ।ଲୋଚନା କରିବା ସହ ସମର୍ଥନ ମାଗିଛନ୍ତି ।ରାଜ୍ୟସଭା ଉପସଭାପତି ନିର୍ବାଚନରେଏନଡିଏ ତରଫରୁ ଜେଡିୟୁ ପ୍ରାର୍ଥୀ ହରିବଂଶନାରାୟଣ ସିଂ ପ୍ରାର୍ଥୀ ହେଉଥିବାବେଳେ ତାଙ୍କରବିଜୟ ପାଇଁ ବିଜେଡ଼ିର ସମର୍ଥନ ଗୁରୁତ୍ୱପୂର୍ଣ୍ଣ ରହିଛି । ଗତ ରାଜ୍ୟସଭାନିର୍ବାଚନରେ ବିଜେଡ଼ି ଏନଡିଏ ପ୍ରାର୍ଥୀ ହରିବଂଶଙ୍କୁ ସମର୍ଥନ କରିଥିଲା ।

ଗତକାଲି ହରିବଂଶ ରାଜ୍ୟସଭା ଉପସଭାପତି ପଦ ପାଇଁ ଏନଡିଏପ୍ରାର୍ଥୀଭାବେ ମନୋନୟନ ପତ୍ର ଦାଖଲ କରିଥିଲେ । ଶ୍ରୀହରିବଂଶ ଗତ ୨୦୧୮ରୁ ଗତ ଏପ୍ରିଲ ପର୍ଯନ୍ତରାଜ୍ୟସଭା ଉପସଭାପତି ଥିଲେ ।କିନ୍ତୁ ଏପ୍ରିଲରେତାଙ୍କର ରାଜ୍ୟସଭା ସଦସ୍ୟ ଅବଧି ଶେଷ ହେବାପରେ ତାଙ୍କୁ ପୁଣି ଥରେ ଜେଡିୟୁ ରାଜ୍ୟସଭାକୁପଠାଇଥିଲା ।ଏନଡିଏ ପ୍ରାର୍ଥୀଭାବେ ସେ ରାଜ୍ୟସଭାଉପସଭାପତି ନିର୍ବାଚିତ ହେବା ଏକରକମ ନିଶ୍ଚିତ ବୋଲିକୁହାଯାଉଛି । ୟୁପିଏ ପକ୍ଷରୁ ଡିଏମକେ ସଦସ୍ୟ ତିରୁଚିଶିବଙ୍କୁ ପ୍ରାର୍ଥୀ କରାଯିବାର ସମ୍ଭାବନା ରହିଛି । ରାଜ୍ୟସଭାରେ ବିଜେପିରସର୍ବାଧିକ ୮୭ ସଦସ୍ୟ ଥିବାବେଳେ ବିଜେଡିର ୯ ସଦସ୍ୟ ଅଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଫସଲ ନଷ୍ଟ ସମ୍ପର୍କରେ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡା, ୨୦/୯ : କେନ୍ଦ୍ରାପଡାବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତରନାଗପୁର ଓ ଦେପୁର ଗ୍ରାମର କୃଷିଜୀବୀମାନେ ଜିଲ୍ଲାପାଳଙ୍କୁ ଭେଟିଅଭିଯୋଗ କରିଛନ୍ତି ଯେ ନାଗପୁର ପାଟଗୋବରୀ ନଦୀ...

ନରେନ୍ଦ୍ର ମୋଦି ହେଉଛନ୍ତି ଅଦ୍ୱିତୀୟ ରାଷ୍ଟ୍ରନେତା

ଭୁବନେଶ୍ୱର, ୨୦/୯ : ଗତକାଲି ଏବଂ ଆଜି ଭାରତବର୍ଷର ଯଶସ୍ୱୀପ୍ରଧାନମନ୍ତ୍ରୀ ମାନ୍ୟବର ନରେନ୍ଦ୍ରମୋଦିଜୀଙ୍କ ବ୍ୟକ୍ତିତ୍ୱ ଓ ନେତୃତ୍ୱକୁ ନେଇୱେବିନାର ଭିଡିଓ କନଫରେନ୍ସଜରିଆରେ ରାଜ୍ୟର ୨ଟି...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ...

ଜିଲ୍ଲା ସ୍ତରୀୟ ଜାତୀୟ ଶିକ୍ଷ୍ୟା ନୀତି ଉପରେ ୱେବିନାର

ମାଲକାନଗିରି,୨୦/୯: ସ୍ଥାନୀୟ ନେହୁରୁ ଯୁବ ସଂଗଠନ ମାଲକାନଗିରି ଶାଖା ତରଫରୁ ଏକ ଦିବସ ଆଲୋଚନା ଚକ୍ର ୱେବିନାର ମାଧ୍ୟମରେଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି...

ଜମ୍ମୁ ଓ କାଶ୍ମୀର ରେ ଆତଙ୍କି ଆକ୍ରମଣ ।

ଶ୍ରୀନଗର: ସୋମବାର ସକାଳେ ଶ୍ରୀନଗରର ନୋଭଗାମରେ ଆତଙ୍କବାଦୀମାନେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ଦଳ ଉପରେ ଆକ୍ରମଣ କରିଥିଲେ। ଆତଙ୍କବାଦୀମାନେ ସିଆରପିଏଫ ର ୧୧୦ ବାଟାଲିୟନର ଏକ ଅଂଶକୁ...