28 C
Bhubaneswar
Saturday, September 19, 2020

ଦୁଃଖ ସମୟରେ ସହଯୋଗର ହାତ ବଢ଼ାଇଲା କିସ୍‍ ଫାଉଣ୍ଡେସନ

Must read

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଭୁବନେଶ୍ୱର,୧୧/୦୯ (ନିପ୍ର) :ନିକଟରେ ସୁରଟ ଯାଉଥିବାବେଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଗଞ୍ଜାମଜିଲ୍ଲାର ଶ୍ରମିକଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଛି କିସ୍‍ଫାଉଣ୍ଡେସନ୍‍ । ଏହି ଦୁର୍ଘଟଣା ସମ୍ପର୍କରେ ଜାଣିବା ପରେ କନ୍ଧମାଳସାଂସଦ ତଥା କିସ୍‍ ଫାଉଣ୍ଡେସନ୍‍ର ପ୍ରତିଷ୍ଠାତା ଅଚୁ୍ୟତ ସାମନ୍ତଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାରକୁ କିପରିସାହାଯ୍ୟ କରାଯିବ ସେ ନେଇ ତତ୍ପରତା ପ୍ରକାଶ କରିଥିଲେ । ଏହିକ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଗଞ୍ଜାମରକିଛି ବ୍ୟକ୍ତି ଶ୍ରୀ ସାମନ୍ତଙ୍କୁ ଅନୁରୋଧ କରିଥିଲେ । କୌଣସି ପିଲାଅବହେଳା ହେତୁ ହେଉ ବା କୌଣସି କାରଣ ଯୋଗୁଁ ପାଠ ପଢ଼ାରୁବଞ୍ଚିତ ହେଉଥିବା ଜାଣିଲେ ଶ୍ରୀ ସାମନ୍ତ ତୁରନ୍ତ ସେମାନଙ୍କୁସହାୟତାର ହାତ ବଢ଼ାଇଥାଆନ୍ତି । ସେହି ଦୃଷ୍ଟିରୁ ଶ୍ରୀ ସାମନ୍ତ ନିଜକର୍ମଚାରୀଙ୍କୁ ପଠାଇ ଗଞ୍ଜାମ କ୍ଷତିଗ୍ରସ୍ତ ପରିବାରଙ୍କ ସହ ଆଲୋଚାନକରିଥିଲେ । ଏହି ପରିପ୍ରେକ୍ଷୀରେ କିସ୍‍ ଫାଉଣ୍ଡେସନ୍‍ ଜରିଆରେକିସ୍‍ର ଯେ କୌଣସି ଜିଲ୍ଲା ଶାଖାରେ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ୪ପରିବାରର ପିଲାଙ୍କ ପଢ଼ା ଦାୟିତ୍ୱ ବହନ କରିବାକୁ ସାଂସଦ ଶ୍ରୀସାମନ୍ତ ପ୍ରତିଶ୍ରୁତି ଦେବା ସହ ଦୁଇ ପରିବାରର ଜଣେ ଲେଖାଏଁସଦସ୍ୟଙ୍କୁ କିସ୍‍ରେ ନିଯୁକ୍ତି ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।ଅନ୍ୟ ଏକ ପଦକ୍ଷେପ ସ୍ୱରୂପ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ୍‍ ଅନ୍ତର୍ଗତସୁନ୍ଦରପୁର ଗ୍ରାମର ତିନି ଅନାଥ ପିଲାଙ୍କୁ ସହାୟତାର ହାତ ବଢ଼ାଇଛିକିସ୍‍ ଫାଉଣ୍ଡେସନ୍‍ । ଦୀର୍ଘ ଦିନରୁ ବାପାଙ୍କୁ ହରାଇଥିବା ବେଳେ ଗତଜୁଲାଇ ୨୪ତାରିଖରେ ମାଆକୁ ହରାଇ ତିନି ଭାଇ ଭଉଣୀ ଅନାଥହୋଇଯାଇଛନ୍ତି । ଏହି ଖବର ଶ୍ରୀ ସାମନ୍ତଙ୍କ ନଜରକୁ ଆସିବା ପରେଶ୍ରୀ ସାମନ୍ତ କିସ୍‍ ଫାଉଣ୍ଡେସନ୍‍ ଜରିଆରେ ଏହି ଅନାଥ ପିଲାଙ୍କଚଳିବା ପାଇଁ ମାସିକ ୫ ହଜାର ଟଙ୍କାର ବ୍ୟବସ୍ଥା କରିଛନ୍ତି । ଏହାସହିତ କିସ୍‍ର କୌଣସି ଜିଲ୍ଲା ଶାଖା କିମ୍ବା କିଟ୍‍ରେ ତାଙ୍କ ଛୋଟଭାଇ ଭଉଣୀଙ୍କ ଶିକ୍ଷା ପାଇଁ ବନେ୍ଦାବସ୍ତ କରିବା ନେଇ ଶ୍ରୀ ସାମନ୍ତପ୍ରତିଶ୍ରୁତି ଦେଇଛନ୍ତି । କିସ୍‍ ଫାଉଣ୍ଡେସନ୍‍ର ଏଭଳି ମହତ କାର୍ଯ୍ୟକୁକ୍ଷତିଗ୍ରସ୍ତ ପରିବାର ସଦସ୍ୟମାନେ ପ୍ରଶଂସା କରିବା ସହ ସାଂସଦଶ୍ରୀ ସାମନ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହି ଅବସରରେ ଶ୍ରୀ ସାମନ୍ତକହିଛନ୍ତି, କୌଣସି ପିଲାର ପିତା ବା ମାତା ବା ଉଭୟ କୌଣସିକାରଣରୁ ମୃତୁ୍ୟବରଣ କଲେ ସେହି ପିଲାମାନଙ୍କ ପାଠ ପଢ଼ାଯେପରି ବାଧା ପ୍ରାପ୍ତ ନ ହୁଏ ସେଥି ପ୍ରତି କିସ୍‍ ଫାଉଣ୍ଡେସନ୍‍ ସର୍ବଦାଗୁରୁତ୍ୱ ଦେଇ ଆସିଛି । ଏଭଳି ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥାକରି ସେମାନଙ୍କ ଭବିଷ୍ୟତର ସ୍ଥାୟୀ ସମାଧାନ କରିବା ହେଉଛିକିସ୍‍ ଫାଉଣ୍ଡେସନ୍‍ର ଲକ୍ଷ୍ୟ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଉନ୍ନୟନ ବ୍ୟୟ ନୈରାଶ୍ୟ ଜନକ

ଭୁବନେଶ୍ୱର,୧୮ ।୯(ନି.ପ୍ର):ଉନ୍ନୟନ କାର୍ଯ୍ୟ ପାଇଁ ପାଣ୍ଠି ମହଜୁଦଥିବାବେଳେ ଅଧିକାଂଶ ବିଭାଗ କିନ୍ତୁ ଅର୍ଥଖର୍ଚ୍ଚ କରିପାରୁ ନାହାନ୍ତି । ଏଭଳିନୈରାଶ୍ୟଜନକ ବ୍ୟୟ ଏବେ ରାଜ୍ୟସରକାରଙ୍କୁ ଚିନ୍ତାରେ...