20.1 C
Bhubaneswar
Sunday, November 29, 2020

ଆରପାରିରେ ଭିକୁ ସେଠ୍

Must read

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

କଟକ,୧୨ା୯(ନି.୍ରପ.): ପ୍ରଖ୍ୟାତଯାତ୍ରା ଅଭିନେତା ମହେନ୍ଦ୍ର ଦାସ ଅ ।ଉନାହାନ୍ତି । ସେ ଯଲିଉଡରେ ଭିକୁ ସେଠ୍ନାଅ ।ଁରେ ପରିଚିତ ଥିଲେ । ସୂଚନାଅନୁସାରେ ଗତକାଲି ରାତିରେ ଚୌଦ୍ୱାରସ୍ଥିତ ବାସଭବନ ତାଙ୍କର ଛାତିରେ ଭୀଷଣଯନ୍ତ୍ରଣା ହୋଇଥିଲା ଏବଂ କଟକକୁ ହସ୍ପିଟାଲନେବା ବାଟରେ ତାଙ୍କ ମୃତ୍ୟୁ ହୋଇଛି ।ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା ।ଯଲିଉଡର ଏହି ଚର୍ଚ୍ଚିତ କଳାକାର ପ୍ରାୟ ୩୦ବର୍ଷ ଧରି ଯାତ୍ରା ମଂଚରେ ରାଜ୍ କରିଛନ୍ତି ।ମହେନ୍ଦ୍ର ଦାସ ଭିଲେନ ଚରିତ୍ରରେମଂଚକୁ ଅ ।ସିବା ପରେ ଦର୍ଶକଙ୍କ ତାଳିରେଫାଟି ପଡୁଥିଲା ପୁରା ପରିବେଶ । ବହୁଅ ।ଦୃତ ଯାତ୍ରା ‘ଶାଗୁଣା ବସିଛି ଡେଣାମେଲାଇ’ରୁ ତାଙ୍କୁ ପ୍ରସିଦ୍ଧି ମିଳିଥିଲା । ଏହିଯାତ୍ରାରେ ଭିକୁସେଠ ଭାବେ ତାଙ୍କ ଚରିତ୍ର ଓଡାଏଲଗକୁ ଅ ।ଜିଯାଏଁ ମନେ ରଖିଛନ୍ତିଦର୍ଶକ । ଗୌରୀ ଓ କଳିଙ୍ଗ ଗଣନାଟ୍ୟରେସେ ବହୁଦିନ ଧରି କାମ କରିଥିଲେ । ଗୋଟିଏ ସମୟରେ ତାଙ୍କୁ ନେଇ କଳିଙ୍ଗ ଗଣନାଟ୍ୟ ମଧ୍ ନିଜରପରିଚୟ ତିଅ ।ରି କରିଥିଲା । ପାର୍ବତୀ ଗଣନାଟ୍ୟ ଓ ଧଉଳି ଗଣନାଟ୍ୟରେ ମଧ୍ ସେଅଭିନୟ କରିଛନ୍ତି ।ଅ ।ଉ ଏକ ଉଲ୍ଲେଖନୀୟ ବିଷୟ ହେଲା ଯେ ମହେନ୍ଦ୍ର ଦାସ ବସନ୍ତନାୟକଙ୍କ ପ୍ରଯୋଜିତ ତଥା ହର ପ…ନାୟକଙ୍କ ନିର୍ଦେଶିତ “ଯଶୋଦା’ରେ ମ୍ମ ମୁଖ୍ୟଖଳନାୟକ ଭୂମିକାରେ ଅଭିନୟ କରି ଚର୍ଚ୍ଚାକୁ ଅ ।ସିଥିଲେ ।

- Advertisement -ଆରପାରିରେ ଭିକୁ ସେଠ୍

More articles

LEAVE A REPLY

Please enter your comment!
Please enter your name here

- Advertisement -ଆରପାରିରେ ଭିକୁ ସେଠ୍

Latest article

ପ୍ରଧାନ ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ସ୍ଥିତି ଖୋଜନ୍ତି |

ଭୁବନେଶ୍ୱର:ତା ୨୮/୧୧ ; କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ଓଡ଼ିଶାର ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ...

ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି .

ଭୁବନେଶ୍ଵର,ତା୨୮/୧୧;ଇଣ୍ଡିଆ ପୋଷ୍ଟ ଓଡିଶା ସର୍କଲ ଫଳାଫଳ ଘୋଷିତ ହୋଇଛି; ଚେକ୍ ପୋଷ୍ଟ ନିଯୁକ୍ତି ପରୀକ୍ଷା ପାଇଁ ନଭେମ୍ବର ୨୭, ୨୦୨୦ ପାଇଁ ଓଡିଶା ସର୍କଲ୍ ଫଳାଫଳ...

ଓଡିଶାରେ ତିନିଜଣ କୃଷକ ଋଣ ଅନିୟମିତତା ହେତୁ ନିଜକୁ ଅଲଗା କରିବାକୁ ଚେଷ୍ଟା କରନ୍ତି ।

ଭୁବନେଶ୍ଵର,ତା,୨୮/୧୧;ଶୁକ୍ରବାର ଅପରାହ୍ନରେ କଟକ ଜିଲ୍ଲାର ତିନିଜଣ କ୍ଷୁଦ୍ର ତଥା ମାର୍ଜିତ କୃଷକ ଓଡିଶା ବିଧାନସଭା ସମ୍ମୁଖରେ ନିଜକୁ ଜାଳିଦେବାକୁ ଚେଷ୍ଟା କରିଥିଲେ ଯେ ଅଭିଯୋଗ...

ସ୍ଲେନ୍ ମାଓବାଦୀ ଓଡିଶାରେ ୮ ଲକ୍ଷ ଟଙ୍କା ପୁରସ୍କାର ନେଇଥିଲେ ।

ବଳାଙ୍ଗିରି,ତା୨୮/୧୧; ଗୁରୁବାର ଦିନ ସ୍ଵାବିମାନ ଅଞ୍ଚାଲର ଜନ୍ତ୍ରି ପଞ୍ଚାୟତ ଅନ୍ତର୍ଗତ ଟୋଟାଗୁଡା ଜଙ୍ଗଲ ନିକଟରେ ସୁରକ୍ଷା ବାହିନୀ ସହ ବନ୍ଧୁକ ମୁକାବିଲାରେ ନିହତ ହୋଇଥିବା ମାଓବାଦୀ କିଶୋର ଛଦ୍ମନାମ ମାସା...

ଡିସେମ୍ବର ୧ ରୁ ଓଡିଶାର ମେଡିକାଲ କଲେଜଗୁଡ଼ିକ ଖୋଲିବ |

ଭୁବନେଶ୍ୱର: ଡିସେମ୍ବର ୧ ରୁ ମେଡିକାଲ କଲେଜ ଖୋଲିବା ଏବଂ ପରୀକ୍ଷା ପରିଚାଳନାରେ ସମାନତା ନିଶ୍ଚିତ କରିବାକୁ ଓଡିଶା ସରକାର ଶୁକ୍ରବାର ଦିନ ନିଷ୍ପତ୍ତି...