25 C
Bhubaneswar
Monday, October 26, 2020

ସାବାଡ଼ ହେବେ ନିୟମ ଉଲ୍ଲଂଘନକାରୀ

Must read

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଭୁବନେଶ୍ୱର,୧୭ା୯(ନି.ପ୍ର.):ମୁଖ୍ୟମନ୍ତ୍ରୀ ନବୀନ ପ…ନାୟକଙ୍କ ଠାରୁନିଦେ୍ର୍ଦଶ ମିଳିବା ପରେ କୋଭିଡ ନିୟମଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ଉପରେଶକ୍ତ କାର୍ଯ୍ୟାନୁଷ୍ଠାନ ନେବା ଲାଗି ରାଜ୍ୟପୁଲିସ ବିଭାଗ ଅଣ୍ଟା ଭିଡିଛି । ପୁଲିସମହାନିଦେ୍ର୍ଦଶକ ଅଭୟ ଭୁବନେଶ୍ୱର-କଟକକମିସନରେଟ ପୁଲିସକୁ ନିଦେ୍ର୍ଦଶ ଦେଇଛନ୍ତିଯେ, କୋଭିଡ କଟକଣାକୁ ଅ ।ହୁରି ଶକ୍ତକରାଯାଉ । ଡିଜିପିଙ୍କ ଅଧ୍ୟକ୍ଷତାରେ ଏକସମୀକ୍ଷା ବୈଠକରେ ହୋଇଥିବା ନିଷ୍ପତ୍ତିଅନୁସାରେ ମାର୍କେଟ ଅଂଚଳରେ କୋଭିଡଏନଫୋର୍ସମେଣ୍ଟ ଟିମ ରହିବ । ଏହି ଟିମକୋଭିଡ ନିୟମ ଉଲ୍ଲଂଘନକାରୀଙ୍କ ଉପରେନଜର ରଖିବ ।ଡିଜିପି ଅଭୟ କହିଛନ୍ତି ଯେ, ହଟସ୍ପଟଅଂଚଳରେ କଡ଼ା ନଜରରଖାଯିବ ।ଭୁବନେଶ୍ୱର-କଟକରେ ଅଧିକ୫୦ ପୁଲିସ ଅଫିସର ଓ ୫ ପ୍ଲାଟୁନ ପୁଲିସମୁତୟନ ରହିବେ । ଏମାନେ କୋଭିଡଏନଫୋର୍ସମେଣ୍ଟ ଟିମକୁ ଅଧିକ କ୍ରିୟାଶୀଳକରିବାରେ ସହଯୋଗ କରିବେ । ଡିଜିପିକହିଛନ୍ତି, କୋଭିଡ ଏନଫୋର୍ସମେଣ୍ଟ ପାଇଁଭୁବନେଶ୍ୱରକୁ ୩ଟି ଜୋନରେ ଭାଗକରାଯିବ ଏବଂ ପ୍ରତି ଜୋନର ଦାୟିତ୍ୱନେବେ ଜଣେ ଲେଖାଏଁ ଡିସିପି ।ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀନବୀନ ପ…ନାୟକ ଏକ ସମୀକ୍ଷାବୈଠକରେ କହିଥିଲେ ଯେ, ରାଜ୍ୟରଅନ୍ୟ ଅଂଚଳରେ କୋଭିଡ ନିୟମରକଡ଼ାକଡ଼ି ଅନୁପାଳନ ସନ୍ତୋଷଜନକ ଥିବାବେଳେ ଭୁବନେଶ୍ୱର ଓ କଟକରେ ଏହାସେତେଟା ଉତ୍ସାହଜନକ ନାହିଁ । ତେଣୁଭୁବନେଶ୍ୱର ଓ କଟକ କମିସନରେଟଅଂଚଳରେ କୋଭିଡ ନିୟମକାର୍ଯ୍ୟକାରିତା ଉପରେ ପୁଲିସମହାନିଦେ୍ର୍ଦଶକ ପ୍ରତ୍ୟକ୍ଷ ଦୃଷ୍ଟି ଦେବା ପାଇଁମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚୀନ୍ ସୀମା ସାମରିକ ଉପସ୍ଥିତି ବୃଦ୍ଧି କରିଛି, ଲଦାଖ କେବଳ ଟାର୍ଗେଟ ନୁହେଁ ।

ଚୀନ୍ କେବଳ ଷ୍ଟାଣ୍ଡ ଅଫ୍ ସ୍ଥାନ ନୁହେଁ, ପିପୁଲ୍ସ ଲିବରେସନ୍ ଆର୍ମିର ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ ଅଧୀନରେ ଥିବା ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ ସହିତ ଏହାର ସାମରିକ ଭିତ୍ତିଭୂମିକୁ...