31 C
Bhubaneswar
Friday, October 30, 2020

କରୋନା ଚିକିତ୍ସାରେ ମାଇଲଖୁଣ୍ଟ

Must read

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ପମ୍ପିଓ କହିଛନ୍ତି ଯେ ଧାର୍ମିକ ସ୍ୱାଧୀନତା ପାଇଁ ଚୀନ୍ ‘ସବୁଠାରୁ ବଡ ବିପଦ’।

ଧାର୍ମିକ ସ୍ୱାଧୀନତାର ଭବିଷ୍ୟତ ପାଇଁ ଚୀନ୍ ହେଉଛି ସବୁଠାରୁ ବଡ ବିପଦ ବୋଲି ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଗୁରୁବାର ଦିନ ଏସିଆ ଗସ୍ତ ସମୟରେ ବେଜିଂ ଉପରେ...

ପାକିସ୍ତାନ ପାଇଁ ଭାରତର ପରବର୍ତ୍ତୀ ଚାର୍ଜ ଡିଫେୟାର ହେବାର ସମ୍ଭାବନା ରହିଛି।

ଗୁରୁବାର ସୂତ୍ରରୁ ପ୍ରକାଶ ଯେ ପାକିସ୍ତାନକୁ ଦେଶର ନୂତନ ଚାର୍ଜ ଡିଫେୟାର ଭାବରେ ଭାରତ ଆଇଏଫଏସ ଅଧିକାରୀ ସୁରେଶ କୁମାରଙ୍କ ନାମ ପ୍ରସ୍ତାବ ଦେଇଛି। ଏହି ରିପୋର୍ଟ ଏକ ଦିନରେ...

ଭୁବନେଶ୍ୱର,୧୭ା୯(ନି.ପ୍ର.):ପ୍ଲାଜମା ଥେରାପିରେ ନୁତନ ମାଇଲଖୁଣ୍ଟସ୍ଥାପନ କଲା ଓଡ଼ିଶା । ରାଜ୍ୟରେ୧୦୦୦ରୁ ଅଧିକ ରୋଗୀଙ୍କୁ ପ୍ଲାଜମାଥେରାପି ଜରିଅ ।ରେ ଚିକିତ୍ସାକରାଯାଇଛି । ଟ୍ୱିଟ କରି ରାଜ୍ୟ ସ୍ୱାସ୍ଥ୍ୟ ଓପରିବାର କଲ୍ୟାଣ ବିଭାଗ ଏହି ସୂଚନାଦେଇଛି । ଗୁରୁତର କରୋନା ରୋଗୀଙ୍କଶରୀରରେ ଏହି ପ୍ଲାଜମା ଥେରାପିପ୍ରୟୋଗ ଏକପ୍ରକାର ସଫଳ ସାବ୍ୟସ୍ତହୋଇଛି । ପ୍ଲାଜମା ଥେରାପି ଗ୍ରହଣକରିଥିବା ଅଧିକାଂଶ ରୋଗୀ ସୁସ୍ଥ ହୋଇଘରକୁ ଫେରିଛନ୍ତି ।ଦିଲ୍ଲୀରେ ପ୍ରଥମେ ଏହି ପ୍ଲାଜମାଥେରାପି ଅ ।ରମ୍ଭ ହୋଇଥିଲା ।ଏହାପରେ ରାଜ୍ୟରେ ଏହାର ପ୍ରଚଳନଲାଗି ଓଡ଼ିଶା ସରକାର ନିଷ୍ପତ୍ତିନେଇଥିଲେ । କଟକ ଏସସିବିରେପ୍ରଥମ ଥର ଲାଗି ପ୍ଲାଜମା ଥେରାପିଅ ।ରମ୍ଭ ହୋଇଥିଲା । ପରେ ଏହାଜିଲ୍ଲା ସ୍ତରରେ ଉପଲବ୍ଧ ହୋଇଥିଲାପ୍ଲାଜମା ଥେରାପି । ବର୍ତମାନ ରାଜ୍ୟରସବୁ ସରକାରୀ ଓ ଘରୋଇମେଡିକାଲରେ ଏହି ପ୍ଲାଜମା ଥେରାପିଉପଲବ୍ଧ ହେଉଛି । ଏନେଇ ମୁଖ୍ୟମନ୍ତ୍ରୀନବୀନ ପ…ନାୟକ ଟ୍ୱିଟ କରି ସୂଚନାଦେଇଛନ୍ତି । ଅତ୍ୟାଧୁନିକ ମେଡିକାଲସୁବିଧା ପାଇଁ ଏତେ ସଂଖ୍ୟକ ଲୋକଙ୍କୁପ୍ଲାଜମା ଦିଅ ।ଯାଇ ପାରିଛି । ପ୍ଲାଜମାଦାନ କରିବା ପାଇଁ ଅ ।ଗେଇ ଅ ।ସିଓଡ଼ିଶାକୁ କରୋନା ବିରୋଧୀଲଢ଼େଇରେ ଲଢ଼ିବା ପାଇଁ ସହାୟତାକରିଥିବାରୁ ପ୍ଲାଜମା ଦାନ କରିଥିବାବ୍ୟକ୍ତି ମାନଙ୍କୁ ସେ ଧନ୍ୟବାଦଦେଇଛନ୍ତି ।ସେହିପରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ଏକ ଟ୍ୱିଟ କରିଛି ।ପ୍ଲାଜମା ଥେରାପିର ସମଗ୍ର ଟିମ୍ ପାଇଁ ଏହାଏକ ପ୍ରଶଂସନୀୟ ସଫଳତା । ଉଭୟସରକାରୀ ଏବଂ ଘରୋଇ ଡାକ୍ତରଖାନାରେଅ ।ବଶ୍ୟକତା ଥିବା କୌଣସି ରୋଗୀଙ୍କୁପ୍ଲାଜମା ଉପଲବ୍ଧ କରାଯାଇଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ପମ୍ପିଓ କହିଛନ୍ତି ଯେ ଧାର୍ମିକ ସ୍ୱାଧୀନତା ପାଇଁ ଚୀନ୍ ‘ସବୁଠାରୁ ବଡ ବିପଦ’।

ଧାର୍ମିକ ସ୍ୱାଧୀନତାର ଭବିଷ୍ୟତ ପାଇଁ ଚୀନ୍ ହେଉଛି ସବୁଠାରୁ ବଡ ବିପଦ ବୋଲି ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଗୁରୁବାର ଦିନ ଏସିଆ ଗସ୍ତ ସମୟରେ ବେଜିଂ ଉପରେ...

ପାକିସ୍ତାନ ପାଇଁ ଭାରତର ପରବର୍ତ୍ତୀ ଚାର୍ଜ ଡିଫେୟାର ହେବାର ସମ୍ଭାବନା ରହିଛି।

ଗୁରୁବାର ସୂତ୍ରରୁ ପ୍ରକାଶ ଯେ ପାକିସ୍ତାନକୁ ଦେଶର ନୂତନ ଚାର୍ଜ ଡିଫେୟାର ଭାବରେ ଭାରତ ଆଇଏଫଏସ ଅଧିକାରୀ ସୁରେଶ କୁମାରଙ୍କ ନାମ ପ୍ରସ୍ତାବ ଦେଇଛି। ଏହି ରିପୋର୍ଟ ଏକ ଦିନରେ...

ବେଙ୍ଗାଲୁରୁରେ କେରଳ ସିପିଏମ୍ ସେକୀଙ୍କ ପୁଅ ଗିରଫ।

ବେଙ୍ଗାଲୁରୁରେ ଡ୍ରଗ୍ସ ବିକ୍ରି ପାଇଁ ଏନସିବି ଦ୍ୱାରା ଗିରଫ ହୋଇଥିବା ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସହିତ ହୋଇଥିବା ଆର୍ଥିକ କାରବାର ସଂପର୍କରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଗୁରୁବାର କେରଳ ସିପିଆଇ...