26 C
Bhubaneswar
Wednesday, October 21, 2020

ମାକୁ ହତ୍ୟା କଲେ ଦୁଇ ନାବାଳକ ପୁଅ

Must read

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...

ମାକୁ ହତ୍ୟାୁବନେଶ୍ୱର,୧୭ା୯(ନି.ପ୍ର.): ରାଜଧାନୀଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତସୁନ୍ଦରପଦା ଅଞ୍ଚଳରେ ମା’କୁ ଦୁଇ ନାବାଳକ ପୁଅପିଟିପିଟି ହତ୍ୟା କରିଥିବା ଭଳି ଏକ ଅଭାବନୀୟଘଟଣା ଗୁରୁବାର ଜଣାପଡ଼ିଛି ।ପୋଲିସ ସୂତ୍ରରୁ ପ୍ରକାଶ, ଉକ୍ତଅ ।ପାର୍ଟମେଣ୍ଟରେ ବିନୋଦିନୀ ମିଶ୍ର ନାମ୍ନୀମହିଳା ଦୁଇ ପୁଅ (୧୫ ବର୍ଷ ଓ ୧୨ ବର୍ଷ)ଙ୍କସହ ଗତ ୨/୩ ମାସ ହେବ ରହୁଥିଲେ ।ପ୍ରକୃତରେ ତାଙ୍କ ଘର ଓଲ୍ଡଟାଉନ ବୋଲି ସେସ୍ଥାନୀୟ ବାସିନ୍ଦାମାନଙ୍କୁ କହିଥିଲେ ।ତେବେ ମହିଳା ଜଣଙ୍କ ଅନେକ ଦିନନିଶାଗ୍ରସ୍ତ ହେଉଥିବାରୁ ଘରେ ଝଗଡ଼ାହୋଇଥାଏ । ଗତକାଲି ରାତି ମଧ୍ୟ ଏହିଭଳିଝଗଡ଼ା ·ଲିଥିଲା । ଦୁଇ ପୁଅ କ୍ଷୁବ୍ଧ ହୋଇ ଏକଲୁହାରଡ଼ରେ ମା’କୁ ପିଟି ପିଟି ହତ୍ୟା କରିଥିଲେ ।ସକାଳେ ସେମାନେ ମୃତଦେହକୁ ଗାଧୁଅ । ଘରେପକାଇ ଦେଇ ଘର କବାଟ ବାହାର ପାଖରୁ ଦେଇପୋଷା କୁକୁରକୁ ଧରି ଏକ ସ୍କୁଟିରେ କୁଅ ।ଡ଼େ ·ଲିଯାଇଥିଲେ । କିଛି ସମୟ ପରେ ସେମାନେଅ ।ପାର୍ଟମେଣ୍ଟର ଜଣେ ବାସିନ୍ଦାଙ୍କୁ ଫୋନ୍ କରିମା’ଙ୍କୁ କେହି ଅ ।କ୍ରମଣ କରିଥିବା ଏବଂ ସେ ଘରେଗୁରୁତର ଅବସ୍ଥାରେ ଥିବା ଫୋନ୍ କରି କହିଥିଲେ ।ବାସିନ୍ଦା ଜଣଙ୍କ ଅନ୍ୟ ଲୋକଙ୍କୁ ନେଇ ମହିଳାଙ୍କ ଘରେପହଞ୍ଚିବା ବେଳକୁ ତାହା ବାହାର ପାଶ୍ୱର୍ରୁ ବନ୍ଦ ଥିଲା ।ଘର କବାଟ ଖୋଲି ମହିଳାଙ୍କୁ ମୃତ ଅବସ୍ଥାରେପଡ଼ିଥିବା ଦେଖି ସେମାନେ ପୋଲିସକୁ ଖବରଦେଇଥିଲେ । ଘଟଣାସ୍ଥଳରେ ଫୋରେନସିକ୍ ଟିମ୍ ସହପହଞ୍ଚି ତଦନ୍ତ କରିଛି । ଦୁଇ ନାବାଳକ ପୁଅଙ୍କୁ ଏବେଥାନାରେ ଅଟକ ରଖି ଜେରା କରାଯାଉଛି । ସେମାନେମା’କୁ ହତ୍ୟା କରିଥିବା ନେଇ ସ୍ୱୀକାର କରିଥିବାପୋଲିସ ଜଣାଇଛି । କଲେ ଦୁଇ ନାବାଳକ ପୁଅ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...

ବାଙ୍ଗଲାଦେଶ ଅପେକ୍ଷା ବର୍ତ୍ତମାନ ସରକାରୀ ଭାବେ ଗରିବ ହୋଇଥିବାରୁ ଭାରତରେ ଆଙ୍ଗଷ୍ଟ ଏବଂ ଅସ୍ୱୀକାର |

ଦର୍ପଣ, କାନ୍ଥରେ ଦର୍ପଣ, ସେମାନଙ୍କ ମଧ୍ୟରୁ ସବୁଠାରୁ ଗରିବ କିଏ? ୧୯୭୧ରେ ଯେତେବେଳେ ବାଂଲାଦେଶ ଏକ ସ୍ଵାଧୀନ ଦେଶ...